ଭାରତ ଗସ୍ତରେ ୟୁଏଇ ରାଷ୍ଟ୍ରପତି: ସ୍ବାଗତ କରିବା ପାଇଁ ପ୍ରୋଟୋକଲ ଭାଙ୍ଗିଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ୟୁଏଇ ରାଷ୍ଟ୍ରପତି ଶେଖ ମହମ୍ମଦ ବିନ ଜାୟେଦ ଅଲ ନାହୟାନ ଆଜି ଭାରତ ଗସ୍ତରେ ଆସିଛନ୍ତି। ସେ ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିବାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରୋଟୋକଲ ଭାଙ୍ଗି ବ୍ୟକ୍ତିଗତ ଭାବେ ବିମାନବନ୍ଦର ଯାଇ ତାଙ୍କୁ ସ୍ବାଗତ କରିଛନ୍ତି। ସବୁଠାରୁ…

ଆମେରିକା ରାଷ୍ଟ୍ରଦୂତ, ସିନେଟରଙ୍କୁ ଭେଟିଲେ ଶିଳ୍ପ ମନ୍ତ୍ରୀ ପୀୟୂଷ ଗୋୟଲ

ନୂଆଦିଲ୍ଲୀ: ଚଢ଼ା ଶୁଳ୍କକୁ ନେଇ ଭାରତ ଓ ଆମେରିକା ସମ୍ପର୍କ ଭିତରେ ତିକ୍ତତା ସୃଷ୍ଟି ହୋଇଥିବା ବେଳେ ଭାରତରେ ଅବସ୍ଥାପିତ ଆମେରିକାର ରାଷ୍ଟ୍ରଦୂତ ସର୍ଜିଓ ଗୋର ଓ ସିନେଟର ଷ୍ଟିଭ୍‌ ଡାଇନ୍‌ସଙ୍କୁ ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ପୀୟୂଷ ଗୋୟଲ ସାକ୍ଷାତ…

୨୧ରୁ ଦିଲ୍ଲୀରେ ହେବ ଅନ୍ତର୍ଜାତୀୟ ଗଣତନ୍ତ୍ର ଓ ନିର୍ବାଚନ ପରିଚାଳନା ସମ୍ମିଳନୀ

ନୂଆଦିଲ୍ଲୀ: ଭାରତୀୟ ନିର୍ବାଚନ ଆୟୋଗ (ECI) ଜାନୁଆରୀ ୨୧ ରୁ ୨୩ ତାରିଖ ପର୍ଯ୍ୟନ୍ତ ଦିଲ୍ଲୀର ଭାରତ ମଣ୍ଡପମରେ ଅନ୍ତର୍ଜାତୀୟ ଗଣତନ୍ତ୍ର ଏବଂ ନିର୍ବାଚନ ପରିଚାଳନା ସମ୍ମିଳନୀ ୨୦୨୬ ଆୟୋଜନ କରିବ । ଇଣ୍ଡିଆ ଇଣ୍ଟରନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଡେମୋକ୍ରାସି ଆଣ୍ଡ…

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ପାଇଁ ନାମାଙ୍କନ କଲେ ନୀତିନ ନବୀନ

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟିର ଅଧ୍ୟକ୍ଷ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଛି । ସଭାପତି ପଦ ପାଇଁ କାର୍ଯ୍ୟକାରୀ ସଭାପତି ଥିବା ନୀତିନ ନବୀନ ହିଁ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି । ଗୃହମନ୍ତ୍ରୀ ଅମିତ ଶାହ ଓ…

ସ୍ପେନରେ ରେଳ ଦୁର୍ଘଟଣା: ୩୯ ମୃତ

ସ୍ପେନ : ସ୍ପେନରେ ଦୁଇ ହାଇସ୍ପିଡ୍ ଟ୍ରେନ୍ ମୁହାଁମୁହିଁ ଧକ୍କା ହେବା ଫଳରେ ବଢିଚାଲିଛି ମୃତକଙ୍କ ସଂଖ୍ୟା । ୩୯ ମୃତ, ୧୫୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସ୍ପେନର କୋର୍ଡୋବା ପ୍ରଦେଶରେ ଘଟିଛି ଏହି ରେଳ ଦୁର୍ଘଟଣା । ଦୁଇଟି…

କିସ୍ତୱାରରେ ଯବାନ-ଆତଙ୍କୀ ମୁହାଁମୁହିଁ : ୮ ଯବାନ ଆହତ, ‘ଅପରେସନ୍ ତ୍ରାଶି-I’ ଜାରି

ଜମ୍ମୁ କଶ୍ମୀର : ଜମ୍ମୁକଶ୍ମୀର କିସ୍ତୱାରରେ ପୁଣି ଯବାନ ଓ ଆତଙ୍କୀ ମୁହାଁମୁହିଁ ହୋଇଛନ୍ତି । ଏଥିରେ ୮ ଜଣ ଯବାନ ଆହତ ହୋଇଛନ୍ତି । ଆଗକୁ ଗଣତନ୍ତ୍ର ଦିବସ ପାଳନ ହେବାକୁ ଥିବା ବେଳେ ଏପରି ଘଟଣା ସାମ୍ନାକୁ ଆସିଛି ।…

ଚିଲ୍ଲିରେ ଜଙ୍ଗଲ ନିଆଁ, ୧୯ ଜୀବନ ଯିବା ପରେ ଏମରଜେନ୍ସୀ ଘୋଷଣା

ଚିଲ୍ଲି : ଦକ୍ଷିଣ ଆଫ୍ରିକା ଚିଲ୍ଲି ଙ୍ଗଲରେ ଭୟଙ୍କର ନିଆଁ ଲାଗିଛି । ଫଳରେ ଏମରଜେନ୍ସୀ ଘୋଷଣା କରାଯାଇଛି । ନିଆଁ ଅନିୟନ୍ତ୍ରିତ ହୋଇ ଦକ୍ଷିଣ ଚିଲ୍ଲି ସମୁଦାୟ ଜାଳିପୋଡ଼ି ପାଉଁଶ କରିଦେଇଛି । ଜଙ୍ଗଲରେ ଆଖପାଖ ଅଞ୍ଚଳରେ ନିଆଁ ଲାଗି ସବୁ…

ମହାଯୁଦ୍ଧ ନେଇ ଆମେରିକାକୁ ଚେତାବନୀ ଦେଲା ଇରାନ

ଇରାନ : ହେବ ମହାଯୁଦ୍ଧ । ଆମେରିକାକୁ ଇରାନର ଚେତାବନୀ । ଇରାନ-ଆମେରିକା ମଧ୍ୟରେ ମହାଯୁଦ୍ଧର ଆଶଙ୍କା । ଖାମେନେଇଙ୍କୁ ଆକ୍ରମଣ କଲେ ହେବ ମହାଯୁଦ୍ଧ ହେବ ବୋଲି ଆମେରିକାକୁ ଖୋଲା ଚେତାବନୀ ଦେଇଛି ଇରାନ । ଇରାନ ଏବଂ ଆମେରିକା ମଧ୍ୟରେ…

ଆସନ୍ତାକାଲି ଠାରୁ ଡଲଫିନ ଗଣନା

ରାଜନଗର: ବିଶ୍ୱପ୍ରସିଦ୍ଧ ଜୈବମଣ୍ଡଳ ଭିତରକନିକା ଜାତୀୟ ଉଦ୍ୟାନ ଓ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ସୋମବାର ଦିନ ଡଲଫିନ୍‌ ଗଣନାର ପ୍ରଶିକ୍ଷଣ ତାଲିମ ପ୍ରଦାନ କରାଯାଉଛି । ଆସନ୍ତାକାଲି ଅର୍ଥାତ ୨୦ ତାରିଖରୁ ୨୨ ତାରିଖ ପଯ୍ୟନ୍ତ ୩ ଦିନ ଧରି ଗହୀରମଥା…

ପକ୍ଷୀ ଗଣନା ଶେଷ; ଚିଲିକାରେ ୧୯୬ ପ୍ରଜାତିର ପକ୍ଷୀଙ୍କ ଆଗମନ

ବାଣପୁର: ପକ୍ଷୀଙ୍କ ଭୂସ୍ବର୍ଗ ମରାଳ ମାଳିନୀ ନିଳାମ୍ବୁ ଚିଲିକାରେ ପକ୍ଷୀ ଗଣନା ଶେଷ ହୋଇଛି। ଚଳିତ ବର୍ଷ ୧୯୬ ପ୍ରଜାତିର ୧୧ ଲକ୍ଷ ୩୨ ହଜାର ୨୦୦ ସଂଖ୍ୟକ ପକ୍ଷୀ ଆସିଛନ୍ତି। ଯାହାକି ଗତବର୍ଷ ୧୯୬ ପ୍ରଜାତିର ୧୧ ଲକ୍ଷ ୨୭…