ଦିଲ୍ଲୀରେ ପହଞ୍ଚିଲେ ୟୁରୋପୀୟ କମିଶନର ଅଧ୍ୟକ୍ଷ; ଗଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ

ନୂଆଦିଲ୍ଲୀ: ଦିଲ୍ଲୀରେ ପହଞ୍ଚିଛନ୍ତି ୟୁରୋପୀୟ କମିଶନର ଅଧ୍ୟକ୍ଷ ଉର୍ସୁଲା ଭନ୍ ଡେର୍ ଲେଏନ୍ । ୭୭ତମ ଗଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବରେ ଯୋଗଦେବେ ଲେଏନ୍ । ୭୭ତମ ଗଣତନ୍ତ୍ର ଦିବସର ମୁଖ୍ୟ ଅତିଥି ଭାବରେ ଲେଏନ୍ ଏବଂ ୟୁରୋପୀୟ…

ଅମୃତସର-ଦିଲ୍ଲୀ ରେଳ ଧାରଣାରେ ବିସ୍ଫୋରଣ; ଲୋକୋ ପାଇଲଟ୍ ଆହତ

ପଞ୍ଜାବ: ସାଧାରଣତନ୍ତ୍ର ଦିବସର ଦିନକ ପୂର୍ବରୁ ପାକିସ୍ତାନ ସୀମାନ୍ତ ରାଜ୍ୟରେ ବଡ ଧରଣର ବିସ୍ଫୋରଣ ଘଟିଛି । ରେଳ ଧାରଣାରେ ବିସ୍ଫୋରଣ ଘଟି ଲୋକ ପାଇଲଟ ଆହତ ହୋଇଛନ୍ତି । ପଞ୍ଜାବର ଫତେଗଡ଼ ସାହିବ ଜିଲ୍ଲାର ଖାନପୁର ଗ୍ରାମ ନିକଟରେ ଗତକାଲି…

ଛିଡା ହୋଇ ଗାଇବାକୁ ପଡିବ ‘ବନ୍ଦେ ମାତରାମ୍‌’

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଜାତୀୟ ସଙ୍ଗୀତ “ଜନ ଗଣ ମନ” ପରି ଜାତୀୟ ଗୀତ “ବନ୍ଦେ ମାତରମ୍” ପାଇଁ ନିୟମ ଆଣିବାକୁ ବିଚାର କରୁଛନ୍ତି। ଏହି ମାସର ଆରମ୍ଭରେ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ବଙ୍କିମ…

୬୧ ହଜାର ଯୁବକ, ଯୁବତୀଙ୍କୁ ଚାକିରି ବାଣ୍ଟିଲେ ମୋଦୀ

ନୂଆଦିଲ୍ଲୀ: ନିଯୁକ୍ତିପତ୍ର ପାଇଲେ ୬୧ହଜାରରୁ ଅଧିକ ଯୁବକ, ଯୁବତୀ । ଆଜି ୧୮ତମ ରୋଜଗାର ମେଳା ଅବସରରେ ଏହି ନିଯୁକ୍ତିପତ୍ର ବାଣ୍ଟିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବିଭିନ୍ନ ସରକାରୀ ବିଭାଗରେ ନବନିଯୁକ୍ତ ଯୁବକ ଯୁବତୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି…

ନଭି ମୁମ୍ବାଇ ନଗର ନିଗମ ଅଧିକାରୀଙ୍କୁ ହାଇକୋର୍ଟଙ୍କ ଚେତାବନୀ, ପ୍ରଦୂଷଣ କମ୍ ନ ହେଲେ ମିଳିବନି ଦରମା

ମୁମ୍ବାଇ : ମୁମ୍ବାଇରେ ବାୟୁ ପ୍ରଦୂଷଣ ବୃଦ୍ଧିକୁ ନେଇ ବମ୍ବେ ହାଇକୋର୍ଟ ମୁମ୍ବାଇ ଏବଂ ନଭି ମୁମ୍ବାଇ ନଗର ନିଗମ ଅଧିକାରୀଙ୍କୁ କଠୋର ଚେତାବନୀ ଦେଇଛନ୍ତି । ଯଦି ଅଧିକାରୀମାନେ ପ୍ରଦୂଷଣ କମ୍ କରିବା ଲାଗି ଉଦ୍ଦିଷ୍ଟ ଆଦେଶ ପାଳନ ନ କରିବେ…

ଝିଅକୁ ପିଟି ପିଟି ହତ୍ୟା କଲା ବାପା

ହରିୟାଣା : ନିଜ ଜନ୍ମ କଲା ଝିଅକୁ ହତ୍ୟା କଲା ବାପା । ହୋମୱାର୍କ ନ କରିବାରରୁ ୪ବର୍ଷର ଝିଅକୁ ପିଟି ପିଟି ହତ୍ୟା କଲା । ହରିୟାଣା ଫରିଦାବାଦରେ ଚାଞ୍ଚଲ୍ୟ । ଫରିଦାବାଦର ସେକ୍ଟର ୫୮ରେ ଦେଖିବାକୁ ମିଳିଛି ଏପରି ଏକ…

ସାଧାରଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ୬ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ : ସାଧାରଣତନ୍ତ୍ର ଦିବସ ପାଳନ ପୂର୍ବରୁ ଅଭେଦ୍ୟ ଦୁର୍ଗରେ ପରିଣତ ହୋଇଛି ରାଜଧାନୀ ଦିଲ୍ଲୀ ।  ଆକାଶରୁ ପାତାଳ ଜଗିଛି ପୋଲିସ ।  ସମ୍ଭାବ୍ୟ ଅଘଟଣକୁ ଏଡାଇବାକୁ ଦିଲ୍ଲୀରେ ୬ ସ୍ତରୀୟ ସୁରକ୍ଷା ଚକ୍ରବ୍ୟୂହ ରଚିଛନ୍ତି ସୁରକ୍ଷାକର୍ମୀ ।  କେନ୍ଦ୍ର ସରକାର…

ତେଲେଙ୍ଗାନାରେ ପୁଣି ୩ଶହ ବୁଲା କୁକୁରଙ୍କୁ ହତ୍ୟା

ତେଲେଙ୍ଗାନା : ସୀମା ଟପିଲା ବର୍ବରତା । ପୁଣି ୩ଶହ କୁକୁରଙ୍କୁ ହତ୍ୟା । ମାସକରେ ତେଲେଙ୍ଗାନାରେ ୯ଶହ କୁକୁରଙ୍କୁ ହତ୍ୟା । ତେଲେଙ୍ଗାନା ଜଗତିଆଲ ଜିଲ୍ଲା ପେଗଡାପାଲିରେ ଏକ ଗାତରୁ ୩ ଶହ କୁକୁରଙ୍କ ମୃତଦେହ ଉଦ୍ଧାର କରାଯାଇଛି । କୁକୁରଙ୍କୁ…

ଇଣ୍ଡୋନେସିଆରେ ଭୂସ୍ଖଳନ, ୭ ମୃତ ଓ ୮୨ ନିଖୋଜ

ଇଣ୍ଡୋନେସିଆ : ଇଣ୍ଡୋନେସିଆରେ ଭୟଙ୍କର ଭୂସ୍ଖଳନ । ପଶ୍ଚିମ ଜାଭାର ବାନ୍ଦୁଙ୍ଗ ଅଞ୍ଚଳରେ ଘଟିଥିବା ଏହି ଭୂସ୍ଖଳନରେ ୭ ଜଣଙ୍କ ମୃତ୍ୟୁ ହୋଇଛି । ୮୨ରୁ ଅଧିକ ଲୋକ ନିଖୋଜ ଥିବାରୁ ଆଗକୁ ମୃତ୍ୟୁ ସଂଖ୍ୟା ବଢିବାର ଆଶଙ୍କା ରହିଛି । ଘଟଣାସ୍ଥଳରେ…

ଶ୍ରମ ଅଧିକାରୀ ପରିଚୟ ଦେଇ ମହିଳାଙ୍କଠାରୁ ୩୦ ଲକ୍ଷରୁ ଅଧିକ ଟଙ୍କା ଲୁଟ୍; ଲେଟି ଲୁଟେରାକୁ ବାନ୍ଧିଲା ପୋଲିସ

ଉଦଳା : ନିଜକୁ ଶ୍ରମ ବିଭାଗର ବଡ଼ ଅଧିକାରୀ କହି ମହିଳାମାନଙ୍କୁ ଟାର୍ଗେଟ କରି ଲୁଟୁଥିଲା ମହିଳା । ହେଲେ ଅଭିଯୋଗ ପରେ ଖୋଲିଯାଇଛି ଫୋର ଟୋଣ୍ଟି ମହିଳାଙ୍କ ଅସଲ ମୁଖା । ଆଉ ଏବେ ପୋଲିସ କବଜାରେ ଠକ ମହିଳା ।…