୭୭ତମ ଗଣତନ୍ତ୍ର ଦିବସର ଅବ୍ୟବହିତ ପୂର୍ବରୁ ଦେଶବାସୀଙ୍କୁ ରାଷ୍ଟ୍ରପତିଙ୍କ ସମ୍ବୋଧନ
ନୂଆଦିଲ୍ଲୀ : ୭୭ତମ ଗଣତନ୍ତ୍ର ଦିବସର ଅବ୍ୟବହିତ ପୂର୍ବରୁ ଦେଶବାସୀଙ୍କୁ ସମ୍ବେୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୧୯୫୦ ମସିହା ଜାନୁଆରୀ ୨୬ରୁ ଦେଶର ଗଣତନ୍ତ୍ରର ସାମ୍ବିଧାନିକ ଆଦର୍ଶରେ ଅଗ୍ରସର ହେଉଛି । ଭାରତର ସମ୍ବିଧାନ ବିଶ୍ବ ଇତିହାସର ସବୁଠାରୁ ବଡ଼…
