ଚନ୍ଦ୍ର ଗ୍ରହଣ ଥିବାରୁ ଶ୍ରୀମନ୍ଦିରରେ ନୀତିକାନ୍ତିରେ ବଡ ପରିବର୍ତ୍ତନ
ପୁରୀ : ଆସନ୍ତା ମାର୍ଚ୍ଚ ମାସ ୩ତାରିଖ ଦୋଳପୂର୍ଣ୍ନିମା ଦିନ ଚନ୍ଦ୍ର ଗ୍ରହଣ ପଡୁଥିବାରୁ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତିରେ ଦେଖାଦେବ ବଡ ପରିବର୍ତ୍ତନ । ଚଳିତବର୍ଷ ରାତିସାରା ମହାପ୍ରଭୁଙ୍କ ସୁନାବେଶ ଦର୍ଶନ କରିବେ ଭକ୍ତ। ଦିନ ବଦଳରେ ରାତିରେ ସୁନାଵେଶ ଓ ଦୋଳବେଦୀରେ…
