ନମୋ ଭାରତ ଓ ମିରଟ ମେଟ୍ରୋର ଶୁଭାରମ୍ଭ କଲେ ମୋଦୀ

ମିରଟ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦିନ ୧୨:୩୦ରେ ଶତାବ୍ଦୀ ନଗର ଷ୍ଟେସନରୁ ବହୁ ପ୍ରତୀକ୍ଷିତ ନମୋ ଭାରତ ଆଞ୍ଚଳିକ ରାପିଡ୍ ଟ୍ରାଞ୍ଜିଟ୍ ସିଷ୍ଟମ୍ (ଆରଆରଟିଏସ୍) ଏବଂ ମିରଟ ମେଟ୍ରୋକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ…

ଇରାନରେ ପୁଣି ପ୍ରତିବାଦର ନିଆଁ; ଆନ୍ଦୋଳନକୁ ଓହ୍ଲାଇଲେ ଛାତ୍ରଛାତ୍ରୀ

ତେହେରାନ୍: ଇରାନ-ଆମେରିକା ଉତ୍ତେଜନା ଭିତରେ ଇରାନରେ ପୁଣି ପ୍ରତିବାଦର ନିଆଁ ଦେଖିବାକୁ ମିଳିଛି। ଶନିବାର ଦିନ ତେହେରାନ ଓ ମଶାଦରେ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଶହ ଶହ ଛାତ୍ର ଶୋଭାଯାତ୍ରାରେ ଆରମ୍ଭ କରିଛନ୍ତି। ଗତ ମାସର ହିଂସା ପରେ ସବୁଠାରୁ ବଡ଼ ଛାତ୍ର…

ୱାଶିଂଟନ ଡିସିରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କଲେ ଟ୍ରମ୍ପ

ୱାଶିଂଟନ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୱାଶିଂଟନ ଡିସିରେ ଜରୁରୀକାଳୀନ ଘୋଷଣାକୁ ଅନୁମୋଦନ କରିଛନ୍ତି। ସ୍ୱେରେଜ ପାଇପ୍ ଫାଟିବା ପରେ ପୋଟୋମାକ୍ ନଦୀରେ ନର୍ଦ୍ଦମା ପାଣି ପ୍ରବାହିତ ହେଉଥିବାରୁ ଏବଂ ପରିସ୍ଥିତି ଜଟିଳ ରହିଥିବାରୁ ଏହି ନିଷ୍ପତ୍ତି ନିଆଯାଇଛି। ଫେଡେରାଲ୍ ଜରୁରୀକାଳୀନ…

ନେପାଳର କୋଶୀ ପ୍ରଦେଶରେ ଭୂମିକମ୍ପ ଝଟକା

କାଠମାଣ୍ଡୁ: ରବିବାର ସକାଳେ ନେପାଳର କୋଶୀ ପ୍ରଦେଶରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂମିକମ୍ପ ମନିଟରିଂ ଓ ଗବେଷଣା କେନ୍ଦ୍ର ଅନୁଯାୟୀ, ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୪.୧ ଥିଲା ଏବଂ ଏହା ସକାଳ ୭:୩୧ ମିନିଟରେ ଅନୁଭୂତ ହୋଇଥିଲା।…

ଗ୍ରୀଷ୍ମ ମୁକାବିଲା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କୁ ବିଭାଗର ଚିଠି, ପାନୀୟ ଜଳ ଓ ORS ପ୍ୟାକେଟ୍ ରଖିବା ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର: ଗ୍ରୀଷ୍ମ ମୁକାବିଲା ପାଇଁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପ୍ରସ୍ତୁତି ଆରମ୍ଭ ହୋଇଛି । ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି, ଯେଉଁଥିରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ପ୍ରସ୍ତୁତି ଏବଂ ସତର୍କତାମୂଳକ ପଦକ୍ଷେପ ସମ୍ପର୍କରେ ଉଲ୍ଲେଖ କରାଯାଇଛି…

ଏଥର ବି ହୋଇପାରିଲାନି ପ୍ରଭୁ ଲିଙ୍ଗରାଜଙ୍କ ହାଣ୍ଡି ଭଙ୍ଗା ଯାତ୍ରା, ୧୨ ବର୍ଷ ହେଲା ବନ୍ଦ ରହିଛି ପରମ୍ପରା

ଭୁବନେଶ୍ବର: ଗତ ବର୍ଷ ଭଳି ଏବର୍ଷ ବି ବନ୍ଦ ରହିଲା ମହାପ୍ରଭୁ ଲିଙ୍ଗରାଜଙ୍କ ହାଣ୍ଡି ଭଙ୍ଗା ଯାତ୍ରା। କପିଳେଶ୍ୱର ମନ୍ଦିରରେ କେଉଁ ସେବାୟତ ବାଟ ବରଣୀ କରିବେ ସେନେଇ ବିବାଦ ନ ତୁଟିବାରୁ ଏବର୍ଷ ବି ମହାପ୍ରଭୁଙ୍କ ହାଣି ଭଙ୍ଗା ଯାତ୍ରା…

ରାଜ୍ୟକୁ ଋଣବୋଝରେ ବୁଡାଇ, ରାଜ୍ୟବାସୀଙ୍କୁ ସୁନେଲି ସ୍ୱପ୍ନ ଦେଖାଉଛନ୍ତି ସରକାର

ଭୁବନେଶ୍ୱର: ଗତକାଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀ ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ ଉପସ୍ଥାପନ କରିଥିବା ବେଳେ, ଆଜି ବିଜୁ ଜନତା ଦଳ ଏହି ବଜେଟ ଅନ୍ତସାର ଶୂନ୍ୟ ଓ କେବଳ ପ୍ରଚାରଧର୍ମୀ ବଜେଟ ବୋଲି ଅଭିହିତ…

ନବ ଦାସ ହତ୍ୟା: ପିଏସ୍‌ଓଙ୍କ ସାକ୍ଷ୍ୟ ଗ୍ରହଣ

ଝାରସୁଗୁଡା: ନବ ଦାସ ହତ୍ୟା ମାମଲାରେ ପିଏସ୍‌ଓ ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ ହୋଇଛି। ଝାରସୁଗୁଡ଼ା ଏଡିଜେରେ ପିଏସଓ ମିତ୍ରଭାନୁ ଦେଓ ସାକ୍ଷ୍ୟ ପ୍ରଦାନ କରିଛନ୍ତି। ସେ କହିଛନ୍ତି ମୁଁ ଗୁଳିମାଡ଼ ଦେଖିନି। ନବ ଦାସଙ୍କ ଗାଡ଼ିରେ ବସି ନଥିଲି, ମୁଁ…

କେନ୍ଦ୍ରାପଡା ଦୁଷ୍କର୍ମ ଘଟଣା : ପୀଡିତାଙ୍କୁ ପଚରାଉଚରା ପରେ ତଦନ୍ତ

କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲାରେ ଚାଞ୍ଚଲ୍ୟ। ଘରୋଇ ବିଦ୍ୟାଳୟରେ ପଢ଼ୁଥିବା ଜଣେ ଛାତ୍ରୀଙ୍କୁ ଗତ ଦୁଇବର୍ଷ ଧରି ଚାରିଜଣ ଶିକ୍ଷକ ଅସଦାଚରଣ କରୁଥିବା ନେଇ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ହେଲ୍ପଲାଇନ ନମ୍ବରରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ଚାଇଲ୍ଡ…

ମାଟ୍ରିକ ପରୀକ୍ଷାରେ ବିଭ୍ରାଟ ; ବଦଳିଲା ସେଟ୍, ଓଏମଆର ସିଟରେ ଧଳା ରଙ୍ଗ

ବ୍ରହ୍ମପୁର : ଗଞ୍ଜାମ ଜିଲାରେ ମାଟ୍ରିକ ପରୀକ୍ଷାରେ ବିଭ୍ରାଟ ଉପୁଜିଛି। ଗୁରୁବାର ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଚାଲୁଥିବା ବେଳେ ପରୀକ୍ଷାର୍ଥୀଙ୍କ ଓଏମଆର ସିଟରେ ଧଳା ରଙ୍ଗ(ହ୍ବାଇଟନର) ମରାଯାଇଥିବା ଦେଖିବାକୁ ମିଳିଥିଲା। କିଛି ପରୀକ୍ଷାର୍ଥୀଙ୍କୁ ପ୍ରଶ୍ନପତ୍ର ଭୂଲ ସେଟ୍ ପ୍ରଦାନ କରାଯିବା…