ବିଶାଖାପାଟଣାରେ ଏଆଇ ହବ୍‌ ସ୍ଥାପନ କରିବ ଗୁଗୁଲ

ନୂଆଦିଲ୍ଲୀ : ଭାରତୀୟ ବଜାର ଉପରେ ଗୁଗୁଲ୍‌ ଅଧିକ ମନୋନିବେଶ କରିବ। ବିଶାଖାପାଟଣାଠାରେ ଗୁଗୁଲ୍‌ ପକ୍ଷରୁ ଏକ ଏଆଇ ହବ୍‌ ସ୍ଥାପନ କରାଯିବ। ନୂଆଦିଲ୍ଲୀଠାରେ ଚାଲିଥିବା ଏଆଇ ସମ୍ମିଳନୀରେ ବକ୍ତବ୍ୟ ରଖିବା ଅବସରରେ ଗୁଗୁଲ୍‌ର ସିଇଓ ସୁନ୍ଦର ପିଚାଇ ଏହି ସୂଚନା…

ମାଗଣା ଯୋଜନା ନେଇ ତାମିଲନାଡ଼ୁ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ତୀବ୍ର ଭର୍ତ୍ସନା

ନୂଆଦିଲ୍ଲୀ: ନିର୍ବାଚନ ପୂର୍ବରୁ ରାଜ୍ୟ ରାଜକୋଷ ଉପରେ ଚାପ ପକାଉଥିବା ଭଳି ମାଗଣା ଯୋଜନା (ଫ୍ରିବିଜ୍‌) ଘୋଷଣା କରିବା ଓ ପ୍ରତ୍ୟକ୍ଷ ନଗଦ ହସ୍ତାନ୍ତରକୁ ନେଇ ବିଭିନ୍ନ ରାଜ୍ୟର ରାଜନୈତିକ ଦଳଗୁଡ଼ିକୁ ସୁପ୍ରିମକୋର୍ଟ ତୀବ୍ର ସମାଲୋଚନା କରିଛନ୍ତି। ସୁପ୍ରିମକୋର୍ଟ ଡିଏମକେ ସରକାର…

ଇନଷ୍ଟାଗ୍ରାମ୍ ନିଶାରେ ଛୋଟପିଲା ପଡ଼ିଛନ୍ତି କି : ଆମେରିକା କୋର୍ଟରେ ଜୁକରବର୍ଗଙ୍କୁ ପ୍ରଶ୍ନ

ଲସ୍ ଆଞ୍ଜେଲସ୍: ଇନଷ୍ଟାଗ୍ରାମ୍ ଓ ଫେସବୁକର ମୂଳ କମ୍ପାନି ମେଟାର ମାଲିକ ମାର୍କ ଜୁକରବର୍ଗଙ୍କୁ ଆମେରିକାର ଲସ୍ ଆଞ୍ଜେଲସ୍ କୋର୍ଟରେ କଡ଼ା ପ୍ରଶ୍ନ କରାଯାଇଛି। ଏହା ଏକ ଐତିହାସିକ ଶୁଣାଣି ଯେଉଁଥିରେ ସୋସିଆଲ ମିଡିଆ କମ୍ପାନିଗୁଡ଼ିକୁ ପିଲା ଓ କିଶୋରମାନଙ୍କ ମାନସିକ…

ଧାନ କିଣା ପ୍ରସଙ୍ଗରେ ବିରୋଧୀଙ୍କ ଉପରେ ବର୍ଷିଲେ ମନମୋହନ ସାମଲ, କହିଲେ- ଭୁଲ୍ ତଥ୍ୟ ଦେଇ ଲୋକଙ୍କ ଅର୍ଥ ଓ ସମୟ ନଷ୍ଟ କରୁଛନ୍ତି

ଭୁବନେଶ୍ବର ୧୯।୨: ଧାନ କିଣା ପ୍ରସଙ୍ଗରେ ବିରୋଧୀଙ୍କ ଉପରେ ବର୍ଷିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଧାନ କିଣାକୁ ନେଇ ରାଜନୀତି କରିବା ଉଚିତ ନୁହେଁ । ବିଧାନସଭାରେ ଚର୍ଚ୍ଚା ଆଲୋଚନା ହେଉ ତାର ଜବାବ ମୋହନ ସରକାର…

ମୋହନ ମାଝୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ, ଦୁଇ ‘ସିଟି ଇକୋନୋମିକ ରିଜିୟନ’ ଗଠନ ପାଇଁ ପ୍ରସ୍ତାବ

ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟର ସନ୍ତୁଳିତ ଆର୍ଥିକ ବିକାଶକୁ ତ୍ୱରାନ୍ୱିତ କରିବା ଦିଗରେ ଆଜି ସମ୍ବଲପୁର-ସୁନ୍ଦରଗଡ଼-ଝାରସୁଗୁଡ଼ା-ବରଗଡ଼ କ୍ଲଷ୍ଟର ଏବଂ ଅନୁଗୋଳ-ଢେଙ୍କାନାଳ କ୍ଲଷ୍ଟରକୁ ଦୁଇଟି ପୃଥକ ‘ସିଟି ଇକୋନୋମିକ ରିଜିୟନ’ ଭାବରେ ବିକଶିତ କରିବା ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ବିଧାନସଭା ଗୃହରେ ନବୀନଙ୍କୁ ପରୋକ୍ଷରେ ଟାର୍ଗେଟ କଲେ ମୋହନ; କହିଲେ, ଧାଡ଼ିଏ କହି ଖସିଯିବା ନେତା ମୁଁ ନୁହେଁ

ଭୁବନେଶ୍ୱର: ଚାଷୀ ପ୍ରସଙ୍ଗକୁ ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ୍ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଁ ପଳାୟନ ପନ୍ଥି ନୁହଁ, ଘରେ କି ସଚିବାଳୟ ପାହାଚରେ ଧାଡ଼ିକିଆ ଉତ୍ତର ଦେଇ ଖସିଯିବା ରାଜନେତା ନୁହେଁ ବୋଲି କହିଛନ୍ତି…

ବିଭାଗର ଗୁମର ଖୋଲିଲେ ଜେଲ ଡିଜି

ଭୁବନେଶ୍ବର: ରାଜ୍ୟରେ ଜଣେ ବି ଜେଲ୍‌ ଅଧିକାରୀ କି କର୍ମଚାରୀ ପଦକ ପାଇବାକୁ ଯୋଗ୍ୟ ହେଉନାହାନ୍ତି। ଚଳିତ ବର୍ଷ ବିଭିନ୍ନ ଜେଲ୍‌ର ୩୦ କର୍ମଚାରୀଙ୍କ ବିରୋଧରେ ମାମଲା ଚାଲିଛି। ଚୌଦ୍ବାର ଜେଲ୍‌ର ଜଣେ ମହିଳା କଏଦୀଙ୍କ ଗହଣା କର୍ତ୍ତୃପକ୍ଷଙ୍କ ହେପାଜତରେ ଥାଇ…

ଉପଜିଲ୍ଲାପାଳଙ୍କ ମହାନତା, ନିଜ ଗାଡ଼ିରେ ପରୀକ୍ଷା କେନ୍ଦ୍ରକୁ ଦୁଇ ପରୀକ୍ଷାର୍ଥୀଙ୍କୁ ପଠାଇଲେ

ଭୁବନ: ଅଧାରୁ ପାଠ ଛାଡ଼ିଥିବା ବିଦ୍ୟାର୍ଥୀଙ୍କୁ ରାଜ୍ୟ ମୁକ୍ତ ବିଦ୍ୟାଳୟ ଜରିଆରେ ସିଧାସଳଖ ମାଟ୍ରିକ ପରୀକ୍ଷା ଦେବାର ସୁଯୋଗ ଦିଆଯାଇଛି। ଭୁବନ ପରୀକ୍ଷା କେନ୍ଦ୍ରର ୨ ବିଦ୍ୟାର୍ଥୀ ନିଜ ଆଡମିଟ କାର୍ଡ ଧରି ବସ୍‌ରେ ବସି କାମାକ୍ଷାନଗର ବସ ଷ୍ଟାଣ୍ଡରେ ଏଣେ…

ମାଟ୍ରିକ୍‌ ପରୀକ୍ଷା ପରିଚାଳନା ତଦାରଖ କଲେ ଗଣଶିକ୍ଷା ଶାସନ ସଚିବ

ଭୁବନେଶ୍ବର: ଆଜି ରାଜ୍ୟବ୍ୟାପୀ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା ୨୦୨୬ ଆରମ୍ଭ ହୋଇଛି। ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଫେବ୍ରୁଆରୀ ୧୯ ତାରିଖଠାରୁ ମାର୍ଚ୍ଚ ୨ ତାରିଖ ଯାଏଁ ଅନୁଷ୍ଠିତ ହେବ। ପରୀକ୍ଷାର ପ୍ରଥମ ଦିନରେ ବିଦ୍ୟାଳୟ ଓ ଗଣଶିକ୍ଷା…

ବିଜେଡି ଛାଡ଼ି ବିଜେପିରେ ହେଲେ ସାମିଲ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା

ଭୁବନେଶ୍ୱର: ବିକାଶର ଅନ୍ୟନାମ ବିଜେପି ଓଡ଼ିଶା ପ୍ରଦେଶର ୭୮ବର୍ଷର ଶାସନ ବ୍ୟବସ୍ଥା ପରିବର୍ତନ ପରେ ବିଜେପି ଏକାକୀ ସରକାର ଗଠନ କରି ଗତ ୧୮ମାସ ମଧ୍ୟରେ ଜନସାଧାରଣଙ୍କ ବିଶ୍ୱାସଭାଜନ ହୋଇପାରିଛି। ବିଜେପିର ବିଚାରଧାରାରେ ଅନୁପ୍ରାଣିତ ହୋଇ ଏବଂ ରାଜ୍ୟରେ ଡବଲଇଞ୍ଜିନ ସରକାରଙ୍କ…