ଚୀନ୍ ରୋବୋଟ୍‌କୁ ନିଜର ଦାବି କରି ବିବାଦରେ ‘ଗାଲଗୋଟିଆସ୍ ବିଶ୍ୱବିଦ୍ୟାଳୟ’ : ସ୍ପଷ୍ଟିକରଣ ରଖିଲା

ନୂଆଦିଲ୍ଲୀ : ନୂଆଦିଲ୍ଲୀ: ନୂଆଦିଲ୍ଲୀରେ ଚାଲିଥିବା ଏଆଇ ଇମ୍ପାକ୍ଟ ସମ୍ମିଳନୀରେ ଏକ୍ସପୋ କ୍ଷେତ୍ରରୁ ସରକାର ଗାଲଗୋଟିଆସ୍‌ ବିଶ୍ୱବିଦ୍ୟାଳୟକୁ ବହିଷ୍କାର କରିଛନ୍ତି । ସରକାରୀ ସୂତ୍ରରୁ ଜଣାପଡିଛି ଯେ ଏକ ଭିଡ଼ିଓ ଭାଇରାଲ ହେବା ପରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି । କାରଣ…

ଦେଶର ସୁରକ୍ଷା ପାଇଁ ରାହୁଲ ବିପଦ- କିରଣ ରିଜିଜୁ

ନୂଆଦିଲ୍ଲୀ : କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ବୁଧବାର କହିଛନ୍ତି ଯେ ରାହୁଲ ଗାନ୍ଧୀ ଭାରତର ସୁରକ୍ଷା ପାଇଁ ସବୁଠାରୁ ବିପଜ୍ଜନକ ବ୍ୟକ୍ତି ହୋଇଛନ୍ତି। ସେ ଭାରତ ବିରୋଧୀ ଶକ୍ତି ସହିତ ଜଡିତ ଏବଂ ନକ୍ସଲବାଦୀ, ଆତଙ୍କବାଦୀ ଏବଂ…

ଭାରତ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ତାରିଖ କହିପାରିବିନି, କାହିଁକି ଏପରି କହିଲେ ମାଲ୍ୟା

ନୂଆଦିଲ୍ଲୀ: ପଳାତକ ବ୍ୟବସାୟୀ ବିଜୟ ମାଲ୍ୟା ବୁଧବାର ବମ୍ବେ ହାଇକୋର୍ଟକୁ କହିଛନ୍ତି ଯେ ସେ ୟୁନାଇଟେଡ୍ କିଙ୍ଗଡମ୍ ରୁ ଭାରତ ଫେରିବା ପାଇଁ ଏକ ନିର୍ଦ୍ଦିଷ୍ଟ ତାରିଖ ଦେଇପାରିବେ ନାହିଁ। ଏଫଇଓ ଆଇନ ର ବୈଧତାକୁ ଚ୍ୟାଲେଞ୍ଜ କରି ତାଙ୍କ ଆବେଦନର…

ମହମ୍ମଦ ଶାମିଙ୍କୁ ସୁପ୍ରିମକୋର୍ଟ ନୋଟିସ୍

ନୂଆଦିଲ୍ଲୀ : ସୁପ୍ରିମ କୋର୍ଟ ଶୁକ୍ରବାର ଭାରତୀୟ କ୍ରିକେଟର ମହମ୍ମଦ ଶାମିଙ୍କୁ ତାଙ୍କ ପତ୍ନୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆବେଦନ ଉପରେ ନୋଟିସ ଜାରି କରିଛନ୍ତି। ଯେଉଁଥିରେ ତାଙ୍କ ଭରଣପୋଷଣ ଆବେଦନ ଏବଂ ଘରୋଇ ହିଂସା ଅଭିଯୋଗ ସମେତ ବିଭିନ୍ନ ବୈବାହିକ…

ରୁଷ ସହ ବଡ଼ ଟ୍ରେଡ୍ ଡିଲ୍ କରିବ ଭାରତ, ୫ଟି ବ୍ୟବସାୟିକ ଦିଗକୁ ଗୁରୁତ୍ଵ

ମସ୍କୋ: ୟୁରୋପ ସଂଘ ଓ ଆମେରିକା ସହ ବାଣିଜ୍ୟ ଚୁକ୍ତି(ଟ୍ରେଡ୍ ଡିଲ୍) ପରେ ଏବେ ଭାରତ ରୁଷ ସହ ବଡ଼ ଟ୍ରେଡ୍ ଡିଲ୍ କରିବାକୁ ଯାଉଛି। ରୁଷର ଉପ-ପ୍ରଧାନମନ୍ତ୍ରୀ ଆଲେକ୍ସି ଓଭରଚୁକ୍ ଚୁକ୍ତି ସ୍ବାକ୍ଷର ପୂର୍ବରୁ ଏହି ସୂଚନା ଦେଇଛନ୍ତି। ୟୁରେସିଆନ୍…

୯.୫% ହାରରେ ବଢ଼ିବ ଓଡ଼ିଶା: ମୁଣ୍ଡପିଛା ଆୟ ୩୨ ଲକ୍ଷ ଟଙ୍କା ହେବ, ବହୁମୁଖୀ ଦାରିଦ୍ର୍ୟ ୫%କୁ ଖସିବ

ଭୁବନେଶ୍ବର: ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଆଜି ବିଧାନସଭାରେ ଅଭିଭାଷଣ ‌ଦେଇ ରାଜ୍ୟ ଅର୍ଥନୀତିର ଏକ ଗୋଲାପୀ ଚିତ୍ର ଉପସ୍ଥାପନ କରିଥିଲେ। ସେ କହିଥିଲେ ଯେ ୨୦୩୬ ଓ ୨୦୪୭କୁ ଦୃଷ୍ଟିରେ ରଖି ଭିଜନ୍‌ ଡକ୍ୟୁମେଣ୍ଟ୍‌ ପ୍ରସ୍ତୁତ କରାଯାଇଛି। ୨୦୩୬ ସୁଦ୍ଧା…

ଉନ୍ନତ ଇଭି ବସ୍ ତାଲିମ ଶେଷ କରି ଫେରିଲେ ୨୦ ମହିଳା ଚାଳକ

ଭୁବନେଶ୍ୱର: ମହିଳାଙ୍କ ନେତୃତ୍ୱରେ ସହରୀ ପରିବହନ ସେବାକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ, ଓଡ଼ିଶା ସରକାରଙ୍କ ପ୍ରମୁଖ ସାର୍ବଜନୀନ ପରିବହନ ସଂସ୍ଥା ‘କ୍ୟାପିଟାଲ୍ ରିଜନ ଅର୍ବାନ ଟ୍ରାନ୍ସପୋର୍ଟ’ (କ୍ରୁଟ୍‍) ପକ୍ଷରୁ ‘ଆମ ବସ୍’ ସେବା ପାଇଁ ମହିଳା…

ସଡ଼କ ଦୁର୍ଘଟଣା ରୋକିବାକୁ ବଡ଼ ଯୋଜନା: ଏକ୍ସପ୍ରେସୱେରେ ପରସ୍ପର ସହ କଥା ହେବେ କାର୍

ନୂଆଦିଲ୍ଲୀ: ଦେଶରେ ଏକ୍ସପ୍ରେସୱେ ବିସ୍ତାର ହେବା ସହିତ ଦୁର୍ଘଟଣା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ସାରା ବିଶ୍ୱରେ ଭାରତରେ ସର୍ବାଧିକ ସଡ଼କ ଦୁର୍ଘଟଣା ମୃତ୍ୟୁ ଘଟୁଛି। ସଡ଼କ ଦୁର୍ଘଟଣାକୁ ରୋକିବା ପାଇଁ, କେନ୍ଦ୍ର ସରକାର ଭେହିକିଲ୍ ଟୁ ଏଭ୍ରିଥିଙ୍ଗ୍( ଭି-୨ଏକ୍ସ)ନାମକ…

ହାୱଡ଼ା–ଟିଟିଲାଗଡ଼ ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ ପର୍ଯ୍ୟନ୍ତ ବିସ୍ତାରିତ, ୨୧ ଫେବ୍ରୁଆରିରୁ ମିଳିବ ନୂତନ ସୁବିଧା

ସୁନ୍ଦରଗଡ଼ : ରେଳ ଯାତ୍ରୀମାନଙ୍କ ପାଇଁ ଏକ ଖୁସିର ଖବର ସାମ୍ନାକୁ ଆସିଛି। ପୂର୍ବରୁ ହାୱଡ଼ାରୁ ଟିଟିଲାଗଡ଼ ମଧ୍ୟରେ ଚାଲୁଥିବା ହାୱଡ଼ା–ଟିଟିଲାଗଡ଼ ଇସ୍ପାତ ଏକ୍ସପ୍ରେସ୍‌କୁ ଏବେ ଆଗକୁ ବଢ଼ାଇ ଜୁନାଗଡ଼ ରୋଡ ପର୍ଯ୍ୟନ୍ତ ବିସ୍ତାର କରାଯାଇଛି। ଜୁନାଗଡ଼ ରୋଡ ପର୍ଯ୍ୟନ୍ତ ବିସ୍ତାର…

‘ଆଧୁନିକ ଜ୍ଞାନକୌଶଳର ଭରପୂର ଉପଯୋଗ କରି ବିକଶିତ ଓଡ଼ିଶା ଗଠନର ଲକ୍ଷ୍ୟ ପୂରା କରିବା’

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନ ଏବଂ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଓଡ଼ିଶା ବର୍ତ୍ତମାନ ଦ୍ରୁତ ପ୍ରଗତି ପଥରେ ଅଗ୍ରସର ହେଉଛି। ୨୦୩୬ ସୁଦ୍ଧା ଆମେ ବିକଶିତ ଓଡ଼ିଶା ଗଠନର ଲକ୍ଷ୍ୟ ରଖିଥିବାବେଳେ କେନ୍ଦ୍ର ସରକାର ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନର…