୩ ଏକର ବେଆଇନ୍ ଅଫିମ ଚାଷ ଧ୍ୱଂସ
ବଣାଇ : ସୁନ୍ଦରଗଡ଼ ଜିଲ୍ଲା ଗୁରୁଣ୍ଡିଆ ପୁଲିସ୍ ଥାନା ପକ୍ଷରୁ ଏକ ବ୍ୟାପକ ପରିମାଣରେ ନର୍କୋଟିକ୍ସ ବିରୋଧୀ ଅଭିଯାନ ଚାଲିଥିଲା। ଏହି ଚଢ଼ାଉରେ ପଙ୍କଡିହି ପଞ୍ଚାୟତ ଅଧୀନ ଜଡା ଗାଁର ପ୍ରାୟ ୩ ଏକର ଜମିରେ ହୋଇଥିବା ଅବୈଧ ଅଫିମ ଚାଷକୁ…
ବଣାଇ : ସୁନ୍ଦରଗଡ଼ ଜିଲ୍ଲା ଗୁରୁଣ୍ଡିଆ ପୁଲିସ୍ ଥାନା ପକ୍ଷରୁ ଏକ ବ୍ୟାପକ ପରିମାଣରେ ନର୍କୋଟିକ୍ସ ବିରୋଧୀ ଅଭିଯାନ ଚାଲିଥିଲା। ଏହି ଚଢ଼ାଉରେ ପଙ୍କଡିହି ପଞ୍ଚାୟତ ଅଧୀନ ଜଡା ଗାଁର ପ୍ରାୟ ୩ ଏକର ଜମିରେ ହୋଇଥିବା ଅବୈଧ ଅଫିମ ଚାଷକୁ…
ଭୁବନେଶ୍ୱର: କଂଗ୍ରେସ ଛାଡିଲେ ଜୟରାମ ପାଙ୍ଗୀ। ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ ଆଜି କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ପିସିସି ସଭାପତିଙ୍କ ନିକଟକୁ ସେ ଆଜି ଇସ୍ତଫା ପତ୍ର ପଠାଇଛନ୍ତି। ଦଳକୁ ସମୟ ଦେଇ ପାରୁନଥିବାରୁ ଇସ୍ତଫା ଦେଇଥିବା ସେ କହିଛନ୍ତି। ଦଣ୍ଡକାରଣ୍ୟ…
ସମ୍ବଲପୁର : ସମ୍ବଲପୁର ବୁର୍ଲା ଥାନା ଅନ୍ତର୍ଗତ ମହାନଦୀ ପୋଲ ଉପରୁ ଡେଇଁ ଜୀବନ ହାରିଲେ ମହିଳା । ମୃତ ମହିଳା ବୁର୍ଲା ଅଞ୍ଚଳର ଅଞ୍ଜୁ କୁମ୍ଭାର ବୋଲି ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ ହଠାତ ଅଞ୍ଜୁ ମହାନଦୀ ସେତୁ ଉପରକୁ…
ଭୁବନେଶ୍ବର ୧୮।୨: ମାର୍ଚ୍ଚ ୧୬ ତାରିଖରେ ରାଜ୍ୟସଭା ନିର୍ବାଚନ । ନିର୍ବାଚନ ନେଇ ପ୍ରେସ୍ନୋଟ୍ ଜାରି କରିଛନ୍ତି ECI । ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ । ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ…
ଭୁବନେଶ୍ୱର ୧୮/୦୨: ରାଜ୍ୟର ଜେଲ୍ ଏବେ ରୋଗଣା । ସ୍ୱାସ୍ଥ୍ୟସେବା ବ୍ୟବସ୍ଥା ଏବେ ଏକରକମ ଠପ୍ । ଏକଥା ଆମେ କହୁନୁ ବରଂ ଖୋଦ୍ ଜେଲ୍ ବିଭାଗର ତଥ୍ୟ କହୁଛି । ଅସମୟରେ ଯାଇଛି ଗତ ୧୦ ବର୍ଷ ଭିତରେ ରାଜ୍ୟର…
ଭୁବନେଶ୍ବର ୧୮।୨: ଇନପୁଟ ସହାୟତାକୁ ନେଇ ମୁହାଁମୁହିଁ ସରକାର ଓ ବିରୋଧୀ । ଇନପୁଟ ସହାୟତା ରାଶିକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ଲିଖିତ ଉତ୍ତର ପରେ ତେଜିଲା ରାଜନୀତି । ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ କହିଲେ, ୮ ଶହ ବଦଳରେ…
କଟକ : ରାଜ୍ୟର ବାଣିଜ୍ୟ ନଗରୀ କଟକରେ ଏକ ଭୟାବହ ଗୁଳିକାଣ୍ଡ ଘଟଣା ଘଟିଛି। ଏହି ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଖବର ଜଣାପଡ଼ିଛି। ଘଟଣାଟି ସହରର ନୂଆପଡ଼ା ପ୍ରେସ କଲୋନୀ ଅଞ୍ଚଳରେ ଘଟିଥିବା ଜଣାଯାଇଛି। ଏହି ଘଟଣା ଗୋଟିଏ…
କଟକ: କଟକ ଖପୁରିଆ ଶିଳ୍ପାଞ୍ଚଳସ୍ଥିତ ଓସିଆ (OSSIA) ଗ୍ରାଉଣ୍ଡ ଏବଂ ଏମସିଏମ (MCM) ହଲ୍ଠାରେ ଦୁଇ ଦିନିଆ ‘ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ପ୍ରଦର୍ଶନୀ-କମ୍-ଟ୍ରାଡେ ମେଳା’ ଓ କର୍ମଶାଳା ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଭାରତ ସରକାରଙ୍କ ଏମଏସଏମଇ (MSME) ମନ୍ତ୍ରଣାଳୟ ଏବଂ କଟକସ୍ଥିତ…
ୱାସିଂଟନ: ଚୁକ୍ତିନାମା ଅନୁସାରେ ଦେଶରେ ବୋମା ଭଣ୍ଡାରକୁ ପୂରଣ କରାଯିବ। ଗତ ବର୍ଷ ଜୁନ୍ ମାସରେ ଆମେରିକା ଅପରେସନ ମିଡନାଇଟ୍ ହାମର୍ ଆରମ୍ଭ କରିଥିଲା, ଯେଉଁଥିଆମେରିକାର ବାୟୁସେନା ମହାକାଶ କମ୍ପାନି ବୋଇଂ ଠାରୁ ଜିବିୟୁ-୫୭ ମାସିଭ୍ ଅର୍ଡନାନ୍ସ ପେନେଟ୍ରେଟର (ଏମ୍ଓପି) ବୋମା…
ଇସଲାମାବାଦ: ପାକିସ୍ତାନରେ ଅନର କିଲିଂର ବୃଦ୍ଧି ପାଉଥିବା ଘଟଣା ଏକ ଗମ୍ଭୀର ମାନବାଧିକାର ସଙ୍କଟ ପାଲଟିଛି । ସାମ୍ପ୍ରତିକ ରିପୋର୍ଟ ଅନୁଯାୟୀ, ଦେଶରେ ଏହି ହତ୍ୟାକାଣ୍ଡର ସଂଖ୍ୟା ବହୁତ ଅଧିକ, କିନ୍ତୁ ଅପରାଧୀମାନଙ୍କୁ ଦଣ୍ଡ ଦେବାର ହାର ଚିନ୍ତାଜନକ ଭାବରେ କମ୍…