February 2026

ନକ୍ସଲମୁକ୍ତ ଓଡ଼ିଶା ପାଇଁ ରାଜ୍ୟ ସରକାରଙ୍କ ନୂଆ ରୋଡ୍ ମ୍ୟାପ୍, ବନ୍ଧୁକ ବଦଳରେ ମିଳିବ କୋଟିଏ ଟଙ୍କାର ପ୍ୟାକେଜ

ଭୁବନେଶ୍ୱର : ମାଓବାଦୀଙ୍କ ପାଇଁ କୋଟି କୋଟିର ପ୍ୟାକେଜ । ବନ୍ଧୁକ ବଦଳରେ ମିଳିବ ଟଙ୍କା । ନକ୍ସଲମୁକ୍ତ ପାଇଁ ଓଡ଼ିଶା ସରକାରଙ୍କ ନୂଆ ରୋଡ୍ ମ୍ୟାପ୍ । ସଂଶୋଧିତ ହେଲା ଥଇଥାନ ଯୋଜନା । ଏଣିକି ନକ୍ସଲ ଆତ୍ମସମର୍ପଣର ୬୦…

ଭିଜିଲାନ୍ସ ଜାଲରେ କୋଟିପତି କିରାଣୀ

ଅନୁଗୁଳ : ଭିଜିଲାନ୍ସ ଜାଲରେ କୋଟିପତି କିରାଣୀ । ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କୋଟିପତି କିରାଣୀ ସୁବ୍ରତ ବେହେରାଙ୍କ ଘରେ ରେଡ୍ । ସୁସୁଡା ସ୍ଥିତ ବାସଭବନରେ ରେଡ୍ କରୁଛି ଭିଜିଲାନ୍ସ । ଗତକଲି ସୁବ୍ରତଙ୍କ ମାରାଥନ୍ ଜେରା ପରେ…

ଡିପଫେକ୍-AI କଣ୍ଟେଣ୍ଟ ଉପରେ କାର୍ଯ୍ୟାନୁଷ୍ଠାନ; ୨୦ରୁ ନୂଆ ନିୟମ

ନୂଆଦିଲ୍ଲୀ: ଇଣ୍ଟରନେଟ୍ ଏବଂ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଏଆଇ ଦ୍ୱାରା ସୃଷ୍ଟି ହେଉଥିବା ନକଲି ଏବଂ ଭ୍ରମାତ୍ମକ ବିଷୟବସ୍ତୁକୁ ରୋକିବା ପାଇଁ କେନ୍ଦ୍ର ସରକାର ସୂଚନା ପ୍ରଯୁକ୍ତିବିଦ୍ୟା (ମଧ୍ୟସ୍ଥି ମାର୍ଗଦର୍ଶିକା ଏବଂ ଡିଜିଟାଲ୍ ମିଡିଆ ନୀତିଶାସ୍ତ୍ର କୋଡ୍) ନିୟମ, ୨୦୨୧ରେ ଗୁରୁତ୍ୱପୂର୍ଣ୍ଣ…

ବାବ୍ରି ମସଜିଦ୍‌ ପୁନଃନିର୍ମାଣ କଦାପି ହେବ ନାହିଁ: ଯୋଗୀ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବଡ ବୟାନ । ଯୋଗୀ କହିଛନ୍ତି ଯେ ସେ ବିଚାର ଦିନ ପର୍ଯ୍ୟନ୍ତ ବାବ୍ରି ଢାଞ୍ଚାକୁ ପୁନଃନିର୍ମାଣ କରିବାକୁ ଦେବେ ନାହିଁ । ଉତ୍ତର ପ୍ରଦେଶର ବାରବାଙ୍କିରେ ଏକ କାର୍ଯ୍ୟକ୍ରମରେ ଯୋଗୀ କହିଛନ୍ତି ‘ଆମେ…

୧୨ରେ ବାଂଲାଦେଶରେ ଭୋଟ, ଶେଷ ପର୍ଯ୍ୟାୟରେ ପ୍ରଚାର

ଢ଼ାକା: ବାଂଲାଦେଶରେ ଜାତୀୟ ସଂସଦୀୟ ନିର୍ବାଚନ ପାଖେଇ ଆସୁଥିବାରୁ ରାଜନୈତିକ ପ୍ରଚାର ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଭୋଟରଙ୍କୁ ଆକର୍ଷିତ କରିବା ପାଇଁ ପ୍ରାର୍ଥୀମାନେ ଘରକୁ ଘର ବୁଲି ପ୍ରଚାର କରୁଛନ୍ତି। ଜାନୁଆରୀ ୨୨ ରେ ଆରମ୍ଭ ହୋଇଥିବା ନିର୍ବାଚନ ପ୍ରଚାର ଫେବୃଆରୀ…

ମଣିପୁରରେ ପୁଣି ଉତ୍ତେଜନା, ୫ ଦିନ ପାଇଁ ଇଣ୍ଟରନେଟ୍ ବନ୍ଦ

ଇମ୍ଫାଲ : ପୁଣି ମଣିପୁରରେ ଉତ୍ତେଜନା । ମଣିପୁରର ଉଖରୁଲ ଜିଲ୍ଲାରେ ସଶସ୍ତ୍ର ଆତଙ୍କବାଦୀମାନେ ଅନେକ ଘର ପୋଡ଼ି ଦେଇଛନ୍ତି ଏବଂ ଗୁଳି ଚଳାଇଛନ୍ତି । ଟାଙ୍ଗଖୁଲ ନାଗା ସମ୍ପ୍ରଦାୟର ଜଣେ ସଦସ୍ୟଙ୍କ ଉପରେ ଆକ୍ରମଣକୁ ନେଇ ଉତ୍ତେଜନା ବୃଦ୍ଧି ପାଉଥିବା…

ବଦଳିଲା CBSE ଦ୍ୱାଦଶ ପରୀକ୍ଷା ଖାତା ଯାଞ୍ଚ ପଦ୍ଧତି, ଏବେ ଡିଜିଟାଲ୍ ମାର୍କିଂ

କଟକ : CBSE ଦ୍ୱାଦଶ ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର । ବୋର୍ଡ ପରୀକ୍ଷାରେ ବଦଳିଗଲା ଖାତା ଯାଞ୍ଚ ପଦ୍ଧତି । ଏବେ ହେବ ଡିଜିଟାଲ୍ ମାର୍କିଂ । CBSE ଦ୍ୱାଦଶ ପରୀକ୍ଷା ଖାତା ଏବେ କଂପ୍ୟୁଟରରେ ଯାଞ୍ଚ ହେବ ।…

୧୧୪ଟି ରାଫେଲ୍ ବିମାନ କିଣିବ ଭାରତ, ଏହି ସପ୍ତାହରେ ଚୁକ୍ତିକୁ ମିଳିପାରେ ଅନୁମୋଦନ

ନୂଆଦିଲ୍ଲୀ: ଭାରତୀୟ ବାୟୁସେନାଙ୍କ ପାଇଁ ୧୧୪ଟି ରାଫେଲ୍ ଯୁଦ୍ଧ ବିମାନ କିଣିବାର ବଡ଼ ଡ଼ିଲକୁ ଏହି ସପ୍ତାହରେ ରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଅନୁମୋଦନ ମିଳିବାର ଆଶା କରାଯାଉଛି । ଏହି ନିଷ୍ପତ୍ତି ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ ଦିଲ୍ଲୀ ଗସ୍ତ ପୂର୍ବରୁ…

ଟିନା ଅମ୍ବାନୀଙ୍କୁ ଇଡି ସମନ, ତଦନ୍ତ ପାଇଁ ହୋଇନଥିଲେ ହାଜର

ନୂଆଦିଲ୍ଲୀ : ଆଜି ଶିଳ୍ପପତି ଅନିଲ ଅମ୍ବାନୀଙ୍କ ସ୍ତ୍ରୀ ଟୀନା ଅମ୍ବାନୀଙ୍କୁ ମନି ଲଣ୍ଡରିଂ ମାମଲାରେ ତଦନ୍ତ ପାଇଁ ଇଡ଼ି ସମନ ଜାରି କରିଛି । କିନ୍ତୁ ତଦନ୍ତ ପାଇଁ ଅମ୍ବାନୀ ହାଜର ହୋଇନଥିଲେ । ଖୁବ୍ ଶୀଘ୍ର ଟୀନା ଅମ୍ବାନୀଙ୍କୁ…

ବାଂଲାଦେଶ ଉପରୁ ଶୁଳ୍କ ହ୍ରାସ କଲା ଆମେରିକା

ନୂଆଦିଲ୍ଲୀ: ନିର୍ବାଚନ ପୂର୍ବରୁ ବାଂଲାଦେଶକୁ ବଡ଼ ଆଶ୍ୱସ୍ତି । ସୋମବାର ଦିନ ଦୁଇ ଦେଶ ମଧ୍ୟରେ ସ୍ୱାକ୍ଷରିତ ଏକ ବାଣିଜ୍ୟ ଚୁକ୍ତି ଅନୁଯାୟୀ ଆମେରିକା ବାଂଲାଦେଶ ଉପରୁ ୧୯% କୁ ଶୁଳ୍କ ହ୍ରାସ କରିଛି । ହ୍ୱାଇଟ୍ ହାଉସ୍ ଦ୍ୱାରା ଜାରି…