February 2026

ନିଜ ସର୍ଭିସ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ ଯବାନ

ରାଉରକେଲା: ନିଜକୁ ଗୁଳିକଲେ ସିଆରପିଏଫ୍ ଯବାନ । ରାଉରକେଲାରେ ନିଜ ସର୍ଭିସ ବନ୍ଧୁକରେ ନିଜକୁ ଗୁଳିକଲେ CRPF ଯବାନ । ଗୁରୁତର ଅବସ୍ଥାରେ ହସ୍ପିଟାଲ ସ୍ଥାନାନ୍ତର କରାଯାଇଥିଲା । ଡାକ୍ତର ମୃତ ଘୋଷଣା କରିଛନ୍ତି । ମୃତ ସିଆରପିଏଫ୍ ଯବାନ ଉତ୍ତରପ୍ରଦେଶ…

ଦୁଇ ବାଇକ୍ ମୁହାଁମୁହିଁ, ୩ ମୃତ

କୋରାପୁଟ୍: କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନସ୍ଥ ସୁଙ୍କି-ଅମ୍ପାବାଲି ରାସ୍ତାର ପେଟୁରୁ ଝକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଦମ୍ପତିଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ଘଟିଛି । ଦୁର୍ଘଟଣାରେ…

କମେଣ୍ଟ ମରାକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଗୁରୁତର

ଜଳେଶ୍ବର: କମେଣ୍ଟ ମରାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ । ୪ ଜଣ ଗୁରୁତର,ଜଣେ ଆହତ । ବାଲେଶ୍ବର ଜିଲ୍ଲା ବାଲିଆପାଳ ଥାନା କୁହ୍ଲାଚଢ଼ ଗାଁରେ ଗୋଷ୍ଠୀ ସଂଘର୍ଷ ହୋଇଛି । ଗୁରୁତର ଆହତଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର…

ଆନ୍ଦୋଳନକୁ ଓହ୍ଲାଇବେ ବିଦ୍ୟୁତ୍ କର୍ମଚାରୀ

ଭୁବନେଶ୍ବର: ବିଭିନ୍ନ ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇବ ଓଡ଼ିଶା ବିଦ୍ୟୁତ୍ କର୍ମଚାରୀ ସଂଗ୍ରାମ ମହାମଞ୍ଚ। ସୋମବାରଠାରୁ ୧୩ ତାରିଖ ପର୍ଯ୍ୟନ୍ତ କର୍ମଚାରୀମାନେ କଳାବ୍ୟାଜ୍ ପରିଧାନ କରିବେ। ୧୩ ତାରିଖ ଦିନ ଟିପିସିଓଡିଏଲର ୨୦ଟି ଡିଭିଜନ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯିବ। ୧୭ରୁ…

ପାକ୍ସରେ କମିବ ଦୁର୍ନୀତି, ଆସିବ ସ୍ୱଚ୍ଛତା: ଅନଲାଇନ୍‌ରେ ହେବ ଅଭିଯୋଗ ସମାଧାନ

ଭୁବନେଶ୍ୱର: ଆଉ ରହିବନି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହଜିବାର ଚିନ୍ତା। ପ୍ରାଥମିକ କୃଷି ସମବାୟ ସମିତି(ପାକ୍ସ) ଗୁଡ଼ିକରେ କମିବ କାଗଜପତ୍ରରେ କାରବାର। କମିବ ଦୁର୍ନୀତି, ଆସିବ ସ୍ୱଚ୍ଛତା। କାରଣ ରାଜ୍ୟର ସମସ୍ତ ପାକ୍ସଗୁଡ଼ିକ ହେବ ଡିଜିଟାଇଜେସନ୍‌। ଅନଲାଇନ୍‌ରେ ତଥ୍ୟ ରହିବା ସହିତ ପରିଚାଳିତ…

ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୪ ଜୀବନ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ପଣ୍ଡରେନ୍ ଗାଁ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଅଜଣା ଗାଡ଼ି ଧକ୍କାରେ ଅକାଳରେ ଚାଲିଗଲା ୪ ଜଣଙ୍କ ଜୀବନ । ଏଥିରେ ଅଜା ଓ ୨ ନାତି ସହ ଜଣେ ସମ୍ପର୍କୀୟ ମୃତ୍ୟୁ ହୋଇଛି…

କାରରୁ ମିଳିଲା ୩ ମୃତଦେହ

ନୂଆଦିଲ୍ଲୀ: ରବିବାର ଦିଲ୍ଲୀର ପିରାଗଢ଼ୀ ଫ୍ଲାଏଓଭରରେ ପାର୍କିଂ ହୋଇଥିବା ଏକ କାର ଭିତରୁ ୩ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି ।ପୁଲିସ ସୂଚନା ଅନୁଯାୟୀ, ଅପରାହ୍ନ ୩.୫୦ ସମୟରେ ଏକ PCR କଲ୍ ଆସିଥିଲା ​​ଯେ, ପିରାଗଢ଼ୀ ଫ୍ଲାଏଓଭରରେ ଏକ ଧଳା…

ମାଲେସିଆରୁ ଫେରିଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମାଲେସିଆର କୁଆଲାଲମ୍ପୁରରୁ ତାଙ୍କର ଦୁଇ ଦିନିଆ ଗସ୍ତ ସାରି ଦିଲ୍ଲୀରେ ପହଞ୍ଚିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଦୁଇ ଦିନିଆ ମାଲେସିଆ ଗସ୍ତ ସାରି ସ୍ୱଦେଶ ଫେରିଛନ୍ତି । ଏହି ଗସ୍ତ ସମୟରେ ସେ…

ବାୟୁସେନାରେ ସାମିଲ ହେବ ଆଉ ୧୧୪ ରାଫେଲ୍

ନୂଆଦିଲ୍ଲୀ: ଭାରତ ଏହାର ସୁରକ୍ଷା ଏବଂ ବାୟୁସେନାକୁ ମଜବୁତ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି। ଭାରତୀୟ ବାୟୁସେନା ପାଇଁ ୧୧୪ଟି ରାଫେଲ ଯୁଦ୍ଧ ବିମାନ କିଣିବା ପାଇଁ ପ୍ରସ୍ତୁତି ତ୍ୱରାନ୍ୱିତ ହୋଇଛି। ପ୍ରତିରକ୍ଷା ମନ୍ତ୍ରଣାଳୟ ଏବଂ ବାୟୁସେନା…

ପ୍ରାଇଭେଟ୍ ଟ୍ରେନିଂ ଏୟାରକ୍ରାଫ୍ଟ କ୍ରାସ୍, ୨ ଆହତ

କର୍ଣ୍ଣାଟକ: କର୍ଣ୍ଣାଟକର ବିଜୟପୁରରୁ ଆସିଛି ଏକ ବଡ଼ ଖବର । ଏଠାରେ ଏକ ପ୍ରାଇଭେଟ୍ ଟ୍ରେନିଂ ଏୟାରକ୍ରାଫ୍ଟ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ଦୁଇଜଣ ଆହତ ହୋଇଛନ୍ତି । ଆହତମାନଙ୍କୁ କ୍ୟାପ୍ଟେନ୍ ଏବଂ ଟ୍ରେନି ପାଇଲଟ୍ ଭାବରେ ଚିହ୍ନଟ କରାଯାଇଛି…