ସରିଲା ମହାନଦୀ ଟ୍ରିବ୍ୟୁନାଲର ୫୦ତମ ଶୁଣାଣି, ମାର୍ଚ୍ଚ ୧୪ରେ ପରବର୍ତ୍ତୀ ଶୁଣାଣି
ଭୁବନେଶ୍ୱର : ମହାନଦୀ ଟ୍ରିବୁନାଲର ୫୦ତମ ଶୁଣାଣି ସରିଲା । ପରବର୍ତ୍ତୀ ଶୁଣାଣି ମାର୍ଚ୍ଚ ୧୪ରେ ହେବ । ତା ପୂର୍ବରୁ ହେବ କ୍ଷେତ୍ର ପରିଦର୍ଶନ । ଫେବ୍ରୁଆରୀ ଶେଷ ସପ୍ତାହରୁ ମାର୍ଚ୍ଚ ପ୍ରଥମ ସପ୍ତାହ ଯାଏ କ୍ଷେତ୍ର ପରିଦର୍ଶନ କରିବେ ଟ୍ରିବ୍ୟୁନାଲ…
