ଏୟାର ଇଣ୍ଡିଆ ଡ୍ରିମଲାଇନର ବିମାନରେ ଯାନ୍ତ୍ରିକ ତ୍ରୁଟି : ଉଡ଼ାଣ ବାତିଲ
ନୂଆଦିଲ୍ଲୀ: ଏୟାର ଇଣ୍ଡିଆ ଡ୍ରିମ୍ଲାଇନର ବିମାନରେ ଗୁରୁତର ଯାନ୍ତ୍ରିକ ତ୍ରୁଟି ଏବଂ ଇନ୍ଧନ ନିୟନ୍ତ୍ରଣରେ ଗୁରୁତର ସମସ୍ୟା ଦେଖାଦେବା ପରେ ଏହାକୁ ଲଣ୍ଡନର ହିଥ୍ରୋ ବିମାନବନ୍ଦରରେ ଅଟକାଇ ଦିଆଯାଇଛି। ଆଜି ଲଣ୍ଡନରୁ ବେଙ୍ଗାଲୁରୁ ଅଭିମୁଖେ ଯାତ୍ରା କରିବାକୁ ଥିବା ବିମାନ ଏଆଇ…
