ଭାଲୁ ଆକ୍ରମଣରେ ମହିଳା ଗୁରୁତର

ଜୟପୁର: ଭାଲୁ ଆକ୍ରମଣରେ ମହିଳା ଗୁରୁତର । ଶୌଚ ପାଇଁ ଯାଉଥିବା ବେଳେ ଆକ୍ରମଣ କଲା ଭାଲୁ । କୋରାପୁଟ ଜିଲ୍ଲା ବୋରିଗୁମ୍ମା ବନାଞ୍ଚଳ ମୁଣ୍ଡାଗୁଡା ଅଞ୍ଚଳରେ ପୁଣି ଭାଲୁ ଆତଙ୍କ । ବୋରିଗୁମ୍ମା ମୁଣ୍ଡାଗୁଡା ଗାଁର ୪ ଜଣ ମହିଳା ଶୌଚ…

ତୋଷାଳୀ ଭବନରେ ଅଗ୍ନିକାଣ୍ଡ, ଜଳିଗଲା ଗୁରୁତ୍ୱପୂର୍ଣ୍ଣ ଫାଇଲ୍

ଭୁବନେଶ୍ବର: ତୋଷାଳୀ ଭବନରେ ଅଗ୍ନିକାଣ୍ଡ । ଭୁବନେଶ୍ବର ସତ୍ୟନଗର ସ୍ଥିତ ତୋଷାଳି ଭବନରେ ନିଆଁ ଲାଗିଛି । ଳୋକାୟୁକ୍ତଙ୍କ କାର୍ଯ୍ୟାଳୟ ରେକଡରୁମ ୩ରେ ନିଆଁ ଲାଗିଥିବା ସୂଚନା । ଘଟଣାୋସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି ଅଗ୍ନିଶମ ବିଭାଗ । ସରକାରୀ ଗୁରୁତ୍ୱପୂର୍ଣ୍ଣ…

କୋଲ୍ଡ ଷ୍ଟୋରେଜ୍ ପାଇପ୍ ଫାଟି ଆମୋନିଆ ଗ୍ୟାସ ଲିକ୍, ଲୋକେ ଆତଙ୍କିତ

ଭୁବନେଶ୍ୱର: ଭୁବନେଶ୍ୱର ଆଇଗିଣିଆ ଶୀତଳଭଣ୍ଡାରରେ ରାତି ଅଧରେ ଅଘଟଣ ।  ଫାଟିଲା କୋଲ୍ଡ ଷ୍ଟୋରେଜ୍ ପାଇପ୍ ।  ଆଳୁଗୋଦାମ ନିକଟ ଏକ ଶୀତଳଭଣ୍ଡାରରୁ ଆମୋନିଆ ଗ୍ୟାସ ଲିକ୍ ।  ଗ୍ୟାସ ଲିକ ହେବାରୁ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଥିଲା । ପ୍ରବଳ…

୨ ପଶ୍ଚିମବଙ୍ଗ ଅଧିକାରୀଙ୍କୁ ମାଡ଼, ୧୦୦ ଅଟକ

ଜଳେଶ୍ବର: ଏସ ଆଇ ଆର ସର୍ଭେ ପାଂଇ ଓଡିଶା ଭିତରକୁ ପଶି ଆସିଥିବା ଦୁଇ ପଶ୍ଚିମବଙ୍ଗ ଅଧିକାରୀଙ୍କୁ ମାଡ ମାରିବା ଘଟଣା ରେ ୧୦୦ ରୁ ଉର୍ଧ୍ବ ଲୋକଙ୍କୁ ଉଠାଇ ନେଲା ଜଳେଶ୍ବର ପୋଲିସ । ଗତକାଲି ଦୁଇ ଅଧିକାରୀଙ୍କୁ ପିଲା ଚୋର…

ଆସନ୍ତାକାଲିଠୁ ପିଜି ପ୍ରବେଶିକା ପରୀକ୍ଷା ପାଇଁ ଅନଲାଇନ୍ ଫର୍ମ ପୂରଣ

ଭୁବନେଶ୍ୱର:ଆସନ୍ତାକାଲି ଠାରୁ ପିଜି ନାମଲେଖା ପ୍ରବେଶିକା ପରୀକ୍ଷା (CPET) ପାଇଁ ଅନଲାଇନ୍ ଫର୍ମ ପୂରଣ କରିପାରିବେ ଛାତ୍ରଛାତ୍ରୀ । ଶିକ୍ଷାବର୍ଷ ୨୦୨୬-୨୭ ନିମନ୍ତେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ତରଫରୁ ନିଷ୍ପତ୍ତି ଗ୍ରହଣ…

ମାର୍ଚ୍ଚ ୧୬ ରେ ରାଜ୍ୟସଭା ନିର୍ବାଚନ; ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି

ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି । ମାର୍ଚ୍ଚ ୧୬ ତାରିଖରେ ହେବ ରାଜ୍ୟସଭା ନିର୍ବାଚନ।  ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ । ମାର୍ଚ୍ଚ ୫ ତାରିଖରେ ନାମାଙ୍କନ ଦାଖଲର ଶେଷ ତାରିଖ ।  ୬…

ଫଳରେ ବୋଳୁଥିଲେ ମୂଷା ମରା ଔଷଧ, ୨ ବ୍ୟବସାୟୀ ଗିରଫ

ମହାରାଷ୍ଟ୍ର: ମୁମ୍ବାଇର ଉତ୍ତର ଉପକଣ୍ଠ ମଲାଡରେ ଅଭାବନୀୟ ଘଟଣା ଘଟିଛି।  କିଛି ଫଳ ବିକ୍ରେତା ବଜାରରେ ମୂଷା ମରା ବିଷ ଲଗାଇ ଫଳ ବିକ୍ରି କରୁଥିବା ଅଭିଯୋଗ ହୋଇଛି।  ଏହି ଘଟଣାର ଅଭିଯୋଗ ପାଇବା ପରେ, ପୁଲିସ୍‌ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଦୁଇ ଦିନିଆ ଇସ୍ରାଏଲ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ଦିନ ଦୁଇ ଦିନିଆ ଇସ୍ରାଏଲ ଗସ୍ତରେ ଯାଇ ତେଲ ଅଭିଭରେ ପହଞ୍ଚିଛନ୍ତି। ଇସ୍ରାଏଲୀ ପ୍ରତିନିଧି ବେଞ୍ଜାମିନ ନେତାନ୍ୟାହୁଙ୍କ ନିମନ୍ତ୍ରଣରେ ମୋଦୀ ଇସ୍ରାଏଲ ଯାଇଛନ୍ତି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ତାଙ୍କ ପତ୍ନୀ ସାରା ନେତାନ୍ୟାହୁଙ୍କ ସହିତ ବେନ୍…

NCERTର ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତିଙ୍କ ତୀବ୍ର ଅସନ୍ତୋଷ

ନୂଆଦିଲ୍ଲୀ: ଗତକାଲି ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ (NCERT) ୮ମ ଶ୍ରେଣୀ ସାମାଜିକ ବିଜ୍ଞାନ ପାଠ୍ୟପୁସ୍ତକରେ “ନ୍ୟାୟପାଳିକାରେ ଦୁର୍ନୀତି” ଶୀର୍ଷକ ଏକ ଅଂଶ ଅନ୍ତର୍ଭୁକ୍ତ କରିଛି। ସୁପ୍ରିମକୋର୍ଟ ଏବେ ଏହି ମାମଲାର ସ୍ୱତଃ ତଦନ୍ତ କରିଛନ୍ତି। ମୁଖ୍ୟ ବିଚାରପତି…

ସ୍କୁଲ କ୍ୟାମ୍ପସରେ ପଶିଲା ଚିତା, ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆତଙ୍କ

ନୂଆଦିଲ୍ଲୀ: ବୁଧବାର ସକାଳ ପ୍ରାୟ ୬ଟା ସମୟରେ ଉତ୍ତର ପ୍ରଦେଶର ଗାଜିଆବାଦର ଏନଡିଆରଏଫ୍ ରୋଡରେ ଥିବା ଗ୍ରୀନ୍ ଫିଲ୍ଡ ସ୍କୁଲ କ୍ୟାମ୍ପସରେ ଏକ ଜଙ୍ଗଲୀ ଚିତାବାଘ ପ୍ରବେଶ କରିଥିଲା। ଜଣେ ସୁରକ୍ଷା କର୍ମୀ ଚିତାବାଘକୁ ସ୍କୁଲ ପରିସରରେ ବୁଲୁଥିବା ଦେଖି ତୁରନ୍ତ…