“କେବଳ ବିରୋଧୀ ଶାସିତ ରାଜ୍ୟରେ ହେଉଛି SIR” : ମମତା ବାନାର୍ଜୀ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ନିର୍ବାଚନ ଆୟୁକ୍ତଙ୍କୁ ନିଶାଣ କରି ଅଭିଯୋଗ କରିଛନ୍ତି ଯେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ର ପୀଡିତମାନଙ୍କୁ ସୁଯୋଗ ଦେଉନାହାନ୍ତି ସରକାର । ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟଗୁଡ଼ିକରେ SIRର ପଛରେ…

ଗୃହରେ ହଟ୍ଟଗୋଳ, ଆସନ୍ତାକାଲି ସକାଳ ୧୧ ଟା ପର୍ଯ୍ୟନ୍ତ ଲୋକସଭା ମୁଲତବୀ

ନୂଆଦିଲ୍ଲୀ: ଲୋକସଭାରେ ରାହୁଲ ଗାନ୍ଧୀଙ୍କ ଭାଷଣ ଲଗାତାର ଦ୍ୱିତୀୟ ଦିନ ପାଇଁ ବାଧାପ୍ରାପ୍ତ ହୋଇଛି। ଅପରାହ୍ନ ୨ଟାରେ, ରାହୁଲ ଗାନ୍ଧୀ ଗୃହରେ ଜଣେ ପୂର୍ବତନ ସେନା ମୁଖ୍ୟଙ୍କ ଦ୍ୱାରା ପ୍ରକାଶିତ ଏକ ଅପ୍ରକାଶିତ ପୁସ୍ତକରୁ ଏକ ଲେଖା ଉପସ୍ଥାପନ କରିଥିଲେ। ସେ…

ସଂସଦରେ ନାରାବାଜି, ପେପର ଚିରି ଫିଙ୍ଗିବାରୁ ୮ ସାଂସଦ ନିଲମ୍ବିତ

ନୂଆଦିଲ୍ଲୀ: ଆଜି ସଂସଦରେ ବିରୋଧୀ ପକ୍ଷର ୮ ଜଣ ସାଂସଦ ନିଲମ୍ବିତ ହୋଇଛନ୍ତି । ଚଳିତ ବଜେଟ୍‌ ଅଧିବେଶନରୁ ପୁରା ନିଲମ୍ବିତ କରାଯାଇଥିବା ସୂଚନା ମିଳିଛି । ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ବିବାଦୀୟ ମନ୍ତବ୍ୟରୁ ଗୃହରେ ପ୍ରବଳ ହଟ୍ଟଗୋଳ…

ଏୟାର ଇଣ୍ଡିଆର ଇନ୍ଧନ ସ୍ବିଚରେ ତ୍ରୁଟି, ବୋଇଂ ୭୮୭ ବିମାନର ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ : ଗତକାଲି ଲଣ୍ଡନରୁ ବାଙ୍ଗାଲୋର ଅଭିମୁଖେ ଯାତ୍ରା କରିବା ପୂର୍ବରୁ ଏୟାର ଇଣ୍ଡିଆର ଜଣେ ପାଇଲଟ୍ ବୋଇଂ ୭୮୭ ଡ୍ରିମଲାଇନର ବିମାନର ଇନ୍ଧନ ନିୟନ୍ତ୍ରଣ ସ୍ୱିଚ୍‌ରେ ତ୍ରୁଟି ଥିବା ଅଭିଯୋଗ କରିଥିଲେ । ଯାହା ଫଳରେ ବିମାନ ଉଡ଼ାଣକୁ ବାତିଲ କରାଯାଇଥିଲା…

ହ୍ବାଟ୍ସଆପକୁ ସୁପ୍ରିମ୍ ଚେତାବନୀ, ସମ୍ବିଧାନକୁ ଅନୁସରଣ ନକଲେ ଭାରତ ଛାଡ଼ିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ : ହ୍ବାଟ୍ସଆପ୍ କୁ ସୁପ୍ରିମ୍ ଚେତାବନୀ ।  ଯଦି ତୁମେ ଭାରତୀୟ ସମ୍ବିଧାନକୁ ଅନୁସରଣ କରିପାରୁନ ତେବେ ଭାରତ ଛାଡ଼ିଦିଅ ।  ଭାରତର ଯେକୌଣସି ନାଗରିକଙ୍କ ବ୍ୟକ୍ତିଗତ ତଥ୍ୟ ସହିତ ଖେଳିବାରେ ହ୍ବାଟ୍ସଆପର କୌଣସି ଅଧିକାର ନାହିଁ। ବାଣିଜ୍ୟିକ ଉଦ୍ଦେଶ୍ୟରେ ବ୍ୟବହାର…

ପଶ୍ଚିମବଙ୍ଗରେ ବେଆଇନ୍ ଖଣି ମାମଲା, ୧୦ ସ୍ଥାନରେ ଇଡି ରେଡ୍

କୋଲକାତା : ମଙ୍ଗଳବାର ଦିନ ଇଡି ପଶ୍ଚିମବଙ୍ଗର ୧୦ଟି ସ୍ଥାନକୁ ଚଢାଉ କରିଛି । ବେଆଇନ କୋଇଲା ଖଣି ଏବଂ ପରିବହନ ଅଭିଯୋଗରେ ମନି ଲଣ୍ଡରିଂ ତଦନ୍ତ ପାଇଁ ଇଡି ଚଢାଉ କରିଥିବା ଜଣାପଡିଛି । ରାଜ୍ୟ ପୋଲିସ ଅଧିକାରୀ ମନୋରଞ୍ଜନ ମଣ୍ଡଳଙ୍କ…

ଘାଟିକୁ ଖସିଲା ବସ୍, ୩ ମୃତ ଓ ଅନେକ ଆହତ

ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡର ଡେରାଡୁନ୍ ଜିଲ୍ଲାର କାଳସୀ ଅଞ୍ଚଳର ହିମାଚଳ ପ୍ରଦେଶର ଏକ ଯାତ୍ରବାହୀ ବସଟି ଗଭୀର ଘାଟିରେ ଘସି ପଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ୩ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି ।…

ଟ୍ରେକିଂ ବେଳେ ଚାଲିଗଲା ଆଇନ ଛାତ୍ରୀଙ୍କ ଜୀବନ, ୩୯୦ ଫୁଟ୍ ଘାଟିରୁ ମିଳିଲା ମୃତଦେହ

ମହାରାଷ୍ଟ୍ର : ମହାରାଷ୍ଟ୍ରର ଲୋନାୱାଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଲୋନାୱାଲାରେ ନବୀ ମୁମ୍ବାଇର ୧୯ ବର୍ଷୀୟ ଲ ଛାତ୍ରୀଙ୍କର ମୃତ୍ୟୁ ଘଟିଛି । ଟ୍ରେକିଂ ସମୟରେ ଏପରି ଘଟଣା ଘଟିଥିବା ଜଣାପଡିଛି । ମୃତକ ଶ୍ରେୟା ପତି ବୋଲି…

୨୫ ପ୍ରତିଶତରୁ ୧୮ ପ୍ରତିଶତକୁ ଟାରିଫ ହ୍ରାସ କଲେ ଡୋନାଲ୍ଡ ଟ୍ରମ୍ପ

ନୂଆଦିଲ୍ଲୀ: ଟାରିଫ ହ୍ରାସ କଲା ଆମେରିକା । ୨୫ ପ୍ରତିଶତରୁ ୧୮ ପ୍ରତିଶତକୁ ହ୍ରାସ କଲେ ଡୋନାଲ୍ଡ ଟ୍ରମ୍ପ ।  ଆଗକୁ ପୂରା ୨୫ ପ୍ରତିଶତ ହ୍ରାସ ହେବ । ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥାବାର୍ତ୍ତା ପରେ ଟାରିଫ ହ୍ରାସ ଘୋଷଣା କରିଛନ୍ତି…

ପୁରୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଆସନ୍ତାକାଲି ଶ୍ଵେତଗଙ୍ଗାରେ କରିବେ ପିଣ୍ଡଦାନ

ପୁରୀ: ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ।ଆଜି ପୁରୀରେ ରାତ୍ରି ଯାପନ କରିବା  ନେଇ ସୂଚନା ରହିଛି। ବୁଧବାର ସକାଳ ୭ଟା ସମୟରେ ପୁରୀର ବାଲିସାହି ଶ୍ଵେତଗଙ୍ଗା ଠାରେ ପିଣ୍ତ ଦାନ କରିବାର କାର୍ଯ୍ୟକ୍ରମ ରହିଛି। ପିଣ୍ତଦାନ କରିବା ପରେ…