ଚଢ଼ିଗଲା ପାଇଖାନା ଟାଙ୍କି ସଫେଇ ଗାଡ଼ି; ୨ମୃତ

ଆନନ୍ଦପୁର : ପାଇଖାନା ଟାଙ୍କି ସଫେଇ ଗାଡ଼ି ଧକ୍କାରେ ୨ମୃତ । କାମଶାରି ଫେରିବା ସମୟରେ ପଛରୁ ଧକ୍କା ଦେଲା ପାଇଖାନା ଟାଙ୍କି ସଫେଇ ଗାଡ଼ି । ସୂଚନା ଅନୁସାରେ ଘଷିପୁରା ଥାନା ଅନ୍ତର୍ଗତ ମର୍ଶାପାଳ ଗ୍ରାମର ନାରଣ ଟୁଡୁ, ଭାଗି…

ଉତ୍ତରାଖଣ୍ଡରେ ମଦ୍ରାସା ବୋର୍ଡ ଉଚ୍ଛେଦ

ଡେରାଡୁନ୍: ଉତ୍ତରାଖଣ୍ଡର ପୁଷ୍କର ସିଂହ ଧାମି ସରକାର ମଦ୍ରାସା ବୋର୍ଡ ଉଚ୍ଛେଦ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଉଚ୍ଛେଦ ପରେ ସରକାର ଏହାକୁ ଏକ ନୂତନ ପ୍ରାଧିକରଣ ସହିତ ବଦଳାଇବେ। ରାଜ୍ୟପାଳଙ୍କ ଅନୁମୋଦନ ପରେ ଧାମି ସରକାର ରାଜ୍ୟ ସଂଖ୍ୟାଲଘୁ ଶିକ୍ଷା ପ୍ରାଧିକରଣ…

ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ, ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ୟୁମନାମ୍ ଖେମଚାନ୍ଦ ସିଂହ

ମଣିପୁର : ପ୍ରାୟ ଏକ ବର୍ଷ ପରେ ମଣିପୁରରେ ରାଷ୍ଟ୍ରପତି ଶାସନ ପ୍ରତ୍ୟାହାର କରାଯାଇଛି । ଏନେଇ ଗୃହ ମନ୍ତ୍ରଣାଳୟ (MHA) ଦ୍ୱାରା ଏକ ସରକାରୀ ବିଜ୍ଞପ୍ତି ଜରି କରାଯାଇଛି । ଜାରି କରାଯାଇଥିବା ନୋଟିସରେ ଲେଖାଯାଇଛି ଯେ, ” ମୁଁ ଦ୍ରୌପଦୀ…

ତୁର୍କୀସ୍ ଏୟାରଲାଇନ୍ସ ବିମାନ ଇଞ୍ଜିନରେ ଲାଗିଲା ନିଆଁ ; ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ନୂଆଦିଲ୍ଲୀ: ବୁଧବାର ଅପରାହ୍ନରେ ତୁର୍କୀସ୍ ଏୟାରଲାଇନ୍ସର ଏକ ଯାତ୍ରୀବାହୀ ବିମାନର ଡାହାଣ ଇଞ୍ଜିନରେ ନିଆଁ ଲାଗିଯାଇଛି । ପରେ ବିମାନଟିକୁ କୋଲକାତା ବିମାନବନ୍ଦରରେ ଜରୁରୀ ଅବତାରଣା କରାଯାଇଛି । ନେପାଳ ରାଜଧାନୀରୁ ଇସ୍ତାନବୁଲ ଅଭିମୁଖେ ଯାଉଥିବା ତୁର୍କୀସ୍ ଏୟାରଲାଇନ୍ସର ବିମାନଟି ଉଡ଼ାଣ…

ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜୈଶ୍ ଆତଙ୍କୀ ନିହତ

ଉଧମପୁର : ଜମ୍ମୁ କାଶ୍ମୀରରେ ସୁରକ୍ଷା ବାହିନୀକୁ ଏକ ବଡ଼ ସଫଳତା ମିଳିଛି। ଉଧମପୁରରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜୈଶ୍ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ନିହତଙ୍କ ମଧ୍ୟରେ ଜୈସ୍‌ କମାଣ୍ଡର ଥିବା ଜଣାପଡିଛି। ଗତକାଲିଠାରୁ ସେନା ଏବଂ ଆତଙ୍କବାଦୀଙ୍କ…

ଲିବିୟା ପୂର୍ବତନ ଏକଛତ୍ରବାଦୀ କର୍ଣ୍ଣେଲ ମୁଅମ୍ମର ଗଦ୍ଦାଫିଙ୍କ ପୁଅ ସୈଫଙ୍କୁ ହତ୍ୟା

ନୂଆଦିଲ୍ଲୀ : ଲିବିୟା ପୂର୍ବତନ ଏକଛତ୍ରବାଦୀ କର୍ଣ୍ଣେଲ ମୁଅମ୍ମର ଗଦ୍ଦାଫିଙ୍କ ପୁଅ ସୈଫ ଅଲ-ଇସଲାମ ଗଦ୍ଦାଫିଙ୍କୁ ହତ୍ୟା । ସୈଫ ଅଲ୍ ଗଦ୍ଦାଫିଙ୍କୁ ତାଙ୍କ ଘରେ ପଶି ୪ ମୁଖା ପିନ୍ଧା ଦୁର୍ବୃତ୍ତ ହତ୍ୟା କରିଥିବା ସୂଚନା ମିଳିଛି । ୫୩ ବର୍ଷୀୟ…

ଅନଲାଇନ ଗେମ ସାଜିଲା କାଳ, ଏକା ସାଙ୍ଗରେ ଜୀବନ ହାରିଲେ ୩ ଭଉଣୀ

ଗାଜିଆବାଦ : ଅନଲାଇନ ଗେମ ହେଲା କାଳ । ଜୀବନ ହାରିଲେ ୩ ନାବାଳିକା ଭଉଣୀ । ଗାଜିଆବାଦରରେ ୩ ନାବାଳିକା ଭଉଣୀଙ୍କ ୯ ମହଲା ବିଲଡିଂରୁ ଡେଇଁ ଜୀବନ ହାରିଛନ୍ତି । ସମସ୍ତେ କୋରିଆନ୍ ଅନଲାଇନ୍ ଗେମରେ ଆସକ୍ତ ଥିଲେ…

ୱାଶିଂଟନରେ ଜୟଶଙ୍କରଙ୍କ ପାୱାର ମିଟିଂ

ୱାଶିଂଟନ : ୱାଶିଂଟନରେ ଜୟଶଙ୍କରଙ୍କ ପାୱାର ମିଟିଂ। ୱାଶିଂଟନ ଡିସିରେ ଆମେରିକାର ଟ୍ରେଜେରୀ ସେକ୍ରେଟାରୀ ସ୍କଟ୍ ବେସେଣ୍ଟ ଓ ବୈଦେଶିକ ସଚିବ ମାର୍କୋ ରୁବିଓଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି । ଭାରତ ଓ ଆମେରିକା ମଧ୍ୟରେ ବଡ଼ ଧରଣର ବାଣିଜ୍ୟିକ ଚୁକ୍ତି…

ବନାଗ୍ନି ରୋକିବାକୁ ଗ୍ରୀଷ୍ମ ଋତୁ ପୂର୍ବରୁ ପଦକ୍ଷେପ ନେବ ବନବିଭାଗ

ଭୁବନେଶ୍ବର: ବନାଗ୍ନି ରୋକିବାକୁ ବନବିଭାଗର ବଡ଼ ପ୍ରସ୍ତୁତି । ଗ୍ରୀଷ୍ମ ଋତୁ ପୂର୍ବରୁ ଜଙ୍ଗଲ ନିଆଁ ରୋକିବାକୁ ପଦକ୍ଷେପ ନିଆଯିବ । ଜାନୁଆରୀରେ ଜିଲ୍ଲା ସ୍ତରରେ ଆକ୍ସନ ପ୍ଲାନ ପ୍ରସ୍ତୁତ ହୋଇଛି । ଗତ ବର୍ଷ ଜାନୁୟାରୀ ୬୭୦ ପଏଣ୍ଟ ରେ ନିଆଁ…

ପତ୍ନୀଙ୍କ ସହ ରାଷ୍ଟ୍ରପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କ ପତ୍ନୀ ମଧ୍ୟ ରାଷ୍ଟ୍ରପତିଙ୍କୁ ଭେଟିଥିଲେ । ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ।…