ଦିଲ୍ଲୀରେ ଭୟଙ୍କର ଅଗ୍ନିକାଣ୍ଡ; ଜଳିଗଲା NDMC ଗୋଦାମ

ନୂଅଦିଲ୍ଲୀ: ଶୁକ୍ରବାର ସନ୍ଧ୍ୟାରେ ଦିଲ୍ଲୀ ସଫଦରଜଙ୍ଗ ଫ୍ଲାଏଓଭର ନିକଟରେ NDMC ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡର ତୀବ୍ରତା ଏତେ ମାତ୍ରାରେ ଥିଲା ଯେ, ୨୦ଟି ଦମକଳ ଗାଡ଼ି ଘଟଣାସ୍ଥଳରେ ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ ବୋଲି ଅଧିକାରୀ…

ଶାନ୍ତି ଆଲୋଚନା ପରେ ମୁକ୍ତ ହେଲେ ରୁଷ-ୟୁକ୍ରେନ ଯୁଦ୍ଧବନ୍ଦୀ

ନୂଆଦିଲ୍ଲୀ: ଆବୁଧାବିରେ ଆମେରିକା ମଧ୍ୟସ୍ଥତାରେ ଦୁଇ ଦିନ ଧରି ଚାଲିଥିବା ଶାନ୍ତି ଆଲୋଚନା ପରେ ୟୁକ୍ରେନ ଏବଂ ରୁଷ ପରସ୍ପରର ଯୁଦ୍ଧବନ୍ଦୀ ଏବଂ ସାଧାରଣ ନାଗରିକଙ୍କୁ ଅଦଳବଦଳ କରିଛନ୍ତି । ଚାରି ମାସ ମଧ୍ୟରେ ପ୍ରଥମ ଥର ପାଇଁ ହୋଇଥିବା ଏହି…

ପାକିସ୍ତାନରେ ମସଜିଦ ସାମ୍ନାରେ ଭୟଙ୍କର ବିସ୍ଫୋରଣ, ୭୦ ମୃତ

ପାକିସ୍ତାନ : ପାକିସ୍ତାନର ଇସଲାମାବାଦରେ ଭୟଙ୍କର ବିସ୍ଫୋରଣ ଘଟିଛି । ଯେଉଁଥିରେ ୭୦ ଜଣଙ୍କର ମୃତ୍ୟୁ ଘଟିଥିଲାବେଳେ ପାଖାପାଖି ୨୫୦ ଜଣ ଆହତ ହୋଇଛନ୍ତି । ସିଆ ମସଜିଦ୍ କସର୍-ଏ-ଖାଦିଜାତୁଲ କୁବ୍ରାରେ ନମାଜ ପାଠ କରୁଥିବା ସମୟରେ ଏହି ଆତ୍ମଘାତୀ ବିସ୍ଫୋରଣ ଘଟିଥିବା…

ଗାତରେ ପଡ଼ି ଚାଲିଗଲା ବ୍ୟାଙ୍କ ଆସିଷ୍ଟାଣ୍ଟ ମ୍ୟାନେଜରଙ୍କ ଜୀବନ

ନୂଆଦିଲ୍ଲୀ : ଦିଲ୍ଲୀ ଜନକପୁରୀ ଅଞ୍ଚଳରେ ନୋଏଡା ଘଟଣାର ପୁନରାବୃତ୍ତି । ଜନପୁରୀ ଅଞ୍ଚଳରେ ଏକ ଗାତରେ ପଡ଼ି ଯୁବକଙ୍କ ଜୀବନ ଚାଲିଯାଇଛି । ମୃତକଙ୍କ ପରିଚୟ ମିଳିଛି । ମୃତକ ଜଣକ କୈଳାଶପୁରୀରେ ରହୁଥିଲେ । ସୂଚନା ମୁତାବକ, କମଲ ଗତକାଲି…

ଏନକାଉଣ୍ଟର: ୩ ମାଓବାଦୀ ନିହତ, ଜଣେ କମାଣ୍ଡୋ ସହିଦ

ମହାରାଷ୍ଟ୍ର : ମହାରାଷ୍ଟ୍ରର ଗଢଚିରୋଲୀରେ ଆଜି ପୋଲିସ ଏବଂ ନକ୍ସଲଙ୍କ ମଧ୍ୟରେ ବଡ଼ ଏନକାଉଣ୍ଟର ହୋଇଛି । ଏହି ଏନକାଉଣ୍ଟରରେ ୩ ଜଣ ମାଓବାଦୀ ନିହତ ହୋଇଥିଲାବେଳେ ମହାରାଷ୍ଟ୍ର ପୋଲିସ c 60 କମାଣ୍ଡୋ ସହିଦ ହୋଇଛନ୍ତି । ଗୁଳିଚାଳନା ଯୋଗୁଁ ଜଣେ…

ଛାତ୍ରଛାତ୍ରୀମାନେ ଚାପମୁକ୍ତ ହୋଇ ପରୀକ୍ଷା ଦେବା ଉଚିତ : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀଙ୍କୁ ଟିପ୍ସ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମାର୍କ ଏକ ବେମାର ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ମନ୍ତ୍ର ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସମସ୍ତଙ୍କ ଖାଦ୍ୟ…

ଗୁରୁଦ୍ବାର ସାମ୍ନାରେ ଆପ୍ ନେତାଙ୍କୁ ଗୁଳି କରି ହତ୍ୟା

ପଞ୍ଜାବ : ଶୁକ୍ରବାର ପଞ୍ଜାବର ଜଳନ୍ଧରରେ ଆପ୍ ନେତା ଲକି ଓବରୟଙ୍କୁ ଗୁଳି କରି ହତ୍ୟା । ଏକ ବାଇକରେ ଆସି ଦୁଇ ଜଣ ବ୍ୟକ୍ତି ତାଙ୍କ ଉପରେ ଆଖିବୁଜା ଗୁଳିମାଡ଼ କରିଥିଲେ । ଘଟଣାକୁ ମଡେଲ ଟାଉନ ଗୁରୁଦ୍ବାର ସାହିବ ନିକଟରେ…

ସିକ୍କିମରେ ଭୂକମ୍ପ ଝଟକା

ସିକ୍କିମ : ଭାରତ ସମେତ ବିଭିନ୍ନ ଦେଶରେ ଲଗାତାର ଭୂକମ୍ପ ଝଟକା ଅନୁଭୂତ ହେଉଛି । ଏହାରି ଭିତରେ ପୁଣି ଭାରତର ସିକ୍କିମରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସିକ୍କିମରେ ରାତି ୧ଟାରୁ ସକାଳ ପର୍ଯ୍ୟନ୍ତ ୧୨ ଥର ଭୂକମ୍ପ ଝଟକା…

ରାଜଧାନୀରୁ ନକଲି ଡାକ୍ତର ଗିରଫ

ଭୁବନେଶ୍ୱର : ନିଜକୁ ଡାକ୍ତର ଦର୍ଶାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ନକଲି ଡାକ୍ତର ଗିରଫ । ନକଲି ଡାକ୍ତର ସରୋଜ ମିଶ୍ର ଓରଫ ଭବାନୀ ସିଦ୍ଧାର୍ଥ ଶଙ୍କରକୁ ଗିରଫ କରିଛି ମଞ୍ଚେଶ୍ୱର ଥାନା ପୁଲିସ । ଅଭିଯୋଗ ଅନୁସାରେ ନିଜକୁ…

ଆସନ୍ତା ୧୪ରେ ୨୦ ତମ ତୋଷାଳି ସ୍ଵଦେଶୀ ମେଳା

ଭୁବନେଶ୍ଵର: ୨୦ ତମ ଭବ୍ୟ ତୋଷାଳି ସ୍ଵଦେଶୀ ମେଳା ଉପଲକ୍ଷେ ସ୍ଥାନୀୟ ଏକାମ୍ର ହାଟ ଠାରୁ ପ୍ରଚାର ରଥ ଗଡିଛି । ଏହି କାର୍ଯ୍ୟକ୍ରମରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗ…