ଟି୨୦ ବିଶ୍ବକପ : ପାକିସ୍ତାନ ନେବ ୟୁଟର୍ଣ୍ଣ ! ନିଜ ସରକାର ସହିତ ପିସିବି ପୁଣି କରିବ ଆଲୋଚନା

ନୂଆଦିଲ୍ଲୀ: ଟି-୨୦ ବିଶ୍ୱକପରେ ପାକିସ୍ତାନର ଡ୍ରାମା ଥମିବାର ନା ନେଉନି । ଏବେ ପିସିବି ପୁଣିଥରେ ନିଜ ସରକାରଙ୍କ ପରାମର୍ଶ ନେବ । ଏହି ପରାମର୍ଶ ବୈଠକ ୧୫ ଫେବୃଆରୀରେ ହେବାକୁ ଥିବା ମ୍ୟାଚକୁ ନେଇ ହେବ । ଯେଉଁଥିରେ ଭାରତ-ପାକିସ୍ତାନ…

୧୦ ମିନିଟ୍‌ରେ ଆସିବ କିଷାନ କ୍ରେଡିଟ୍ କାର୍ଡ ଟଙ୍କା

ଆଜମଗଡ଼: ଚାଷୀମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ପାଇଁ ସରକାର ଅନେକ ଯୋଜନା ଚଳାଇଛନ୍ତି। ଚାଷୀମାନେ ସେମାନଙ୍କ ଫସଲ ଉପରେ ଆଧାରିତ ବ୍ୟାଙ୍କ ଏବଂ ସମବାୟ ସମିତି ଗୁଡ଼ିକରୁ ଆର୍ଥିକ ସହାୟତା ପାଇବାକୁ ନିଶ୍ଚିତ କରିବା ପାଇଁ କିଷାନ କ୍ରେଡିଟ୍ କାର୍ଡ…

ଅଗ୍ନି-୩ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କଲା ଭାରତ

ନୂଆଦିଲ୍ଲୀ: ପ୍ରତିରକ୍ଷା ପ୍ରସ୍ତୁତିକୁ ଆହୁରି ମଜବୁତ କରି, ଭାରତ ଅଗ୍ନି-୩ ମଧ୍ୟବର୍ତ୍ତୀ-ଦୂରବର୍ତ୍ତୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଛି। ଏହି ପରୀକ୍ଷଣ ଓଡ଼ିଶାର ଚାନ୍ଦିପୁରରେ ଥିବା ସମନ୍ୱିତ ପରୀକ୍ଷଣ ରେଞ୍ଜ (ITR) ରୁ କରାଯାଇଥିଲା। ପ୍ରତିରକ୍ଷା ମନ୍ତ୍ରଣାଳୟ ଅନୁଯାୟୀ, ପରୀକ୍ଷଣ ସମ୍ପୂର୍ଣ୍ଣ…

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି : ଔଷଧ, ହୀରା ଓ ଅନେକ କୃଷି ଉତ୍ପାଦ ଉପରେ ୦% ଟାରିଫ ଘଷଣା

ନୂଆଦିଲ୍ଲୀ: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିର ଢାଞ୍ଚା ପ୍ରକାଶ ପାଇଛି। ଗତକାଲି ବିଳମ୍ବିତ ରାତିରେ ଆମେରିକା ଏବଂ ଭାରତ ଏକ ମିଳିତ ବିବୃତ୍ତି ଜାରି କରିଛନ୍ତି। କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋଏଲ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଏ…

ସୁଦାନର ପାରାମିଲିଟ୍ରି ଗ୍ରୁପ ଉପରେ ଆକ୍ରମଣ, ୨୪ ମୃତ

ସୁଦାନ : ସୁଦାନର ଲୋକପ୍ରିୟ ପାରାମିଲିଟ୍ରି ଗ୍ରୁପ ରାପିଡ ସପୋର୍ଟ ଫୋର୍ସେସ ମଧ୍ୟ ସୁଦାନ ଉପରେ ବଡ଼ ଆକ୍ରମଣ କରିଛି । ଆଜି ଶନିବାରରେ ମଧ୍ୟ ସୁଦାନରେ ବିସ୍ଥାପିତ ପରିବାରକୁ ନେଇ ଯାଉଥିବା ଏକ ଗାଡ଼ି ଉପରେ ଆକ୍ରମଣ ହୋଇଛି । ଏହି…

ଜଳିଗଲା ବସ: ଅଳ୍ପକେ ବର୍ତ୍ତିଲେ ୩୯ ଯାତ୍ରୀ

ହାଇଦ୍ରାବାଦ : ହାଇଦ୍ରାବାଦରୁ ବିଜୟଓ୍ବାଡା ଯାଉଥିବା ଏକ ଘରୋଇ ବସରେ ଭୟଙ୍କର ନିଆଁ । ଆନ୍ଧ୍ରପ୍ରଦେଶ ଏନଟିଆର ଜିଲ୍ଲାର କାଞ୍ଚିକଚେରଲା ପୋଲିସ ଷ୍ଟେସନ ନିକଟ ନନ୍ଦୀଗାମା ନିକଟରେ କୀସାରା ଟୋଲ ନିକଟରେ ବସରେ ନିଆଁ ଲାଗିଯାଇଥିଲା । ଫଳରେ ୩୯ ଯାତ୍ରୀ ଜୀବନ…

ଦୁଇ ଦିନିଆ ମାଲେସିଆ ଗସ୍ତରେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜିଠାରୁ ଦୁଇ ଦିନିଆ ମାଲେସିଆ ଗସ୍ତରେ ଯାଉଛନ୍ତି । ଏହାକୁ ନେଇ ମାଲେସିଆରେ ଥିବା ଭାରତୀୟ ସମ୍ପ୍ରଦାୟ ମଧ୍ୟରେ ପ୍ରବଳ ଉତ୍ସାହ ଦେଖାଯାଇଛି । ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ୱାଗତ କରିବା ପାଇଁ ସମସ୍ତ ପ୍ରକାରର ପ୍ରସ୍ତୁତି…

ରୁଷିଆରୁ ଭାରତ ତେଲ କିଣିବା ଉପରେ ୨୫% ପେନାଲଟି ହଟାଇଲେ ଟ୍ରମ୍ପ

ନୂଆଦିଲ୍ଲୀ: ୨୫% ରୁଷିଆ ତେଲ ପେନାଲଟି ଶେଷ । ରୁଷିଆରୁ ଭାରତ ତେଲ କିଣିବା ଉପରେ ଲାଗୁ ୨୫% ପେନାଲଟି ହଟାଇଲେ ଟ୍ରମ୍ପ । ଏନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମାରେ ସ୍ୱାକ୍ଷର କରିଛନ୍ତି । ଗତ ଅଗଷ୍ଟରୁ…

ଅତ୍ୟାଧୁନିକ ବନ୍ଧୁକ ସହ ଆତ୍ମସମର୍ପଣ କଲେ ୨୧ ମାଓବାଦୀ

ମାଲକାନଗିରି : ଛତିଶଗଡ଼ରେ ଆତ୍ମସମର୍ପଣ କଲେ ଓଡିଶାରେ ସକ୍ରିୟ ଥିବା ୨୧ ମାଓବାଦୀ। ଅତ୍ୟାଧୁନିକ ବନ୍ଧୁକ ସହ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମୁଣ୍ଡରେ ଥିଲା ୭୬ ଲକ୍ଷ ଟଙ୍କାର ପୁରସ୍କାର ରାଶି। ଛତିଶଗଡ଼ ସୁକମା ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏମାନେ ସମସ୍ତେ…

ଯୌତୁକ ପାଇଁ ନବବଧୂକୁ ହତ୍ୟା!

ବାସୁଦେବପୁର : ଯୌତୁକ ଜୁଇରେ ଚାଲିଯାଇଛି ନବବଧୂର ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ବାସୁଦେବପୁର ଅଞ୍ଚଳରେ। ମୃତକ ସସ୍ମିତା ବୋଲି ଜଣାପଡିଛି। ଅଧିକ ଯୌତୁକ ଦାବି କରି ଶୁଶୁର ଘର ଲୋକେ ମାନସିକ ଶରୀରିକ ନିର୍ଯ୍ୟାତନା ଦେବା ସହ…