ମାନହାନୀ ମାମଲାରେ ଧୋନିଙ୍କୁ ୧୦ ଲକ୍ଷ ଜରିମାନା ନିର୍ଦ୍ଦେଶ

ନୂଆଦିଲ୍ଲୀ: ଆଇପିଏଲ୍ ୨୦୨୬ ମାର୍ଚ୍ଚ ୨୬ ରୁ ଆରମ୍ଭ ହେବାର ସମ୍ଭାବନା ରହିଛି। ଏହାପୂର୍ବରୁ ଏମ୍ଏସ୍‌ ଧୋନି ତାଙ୍କର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଆଇପିଏଲ୍‌ର ଆଗାମୀ ସିଜିନ ପୂର୍ବରୁ ମାନହାନୀ ମାମଲାରେ ଏମଏସ ଧୋନିଙ୍କୁ ମାଡ୍ରାସ ହାଇକୋର୍ଟ ୧୦ ଲକ୍ଷ ଟଙ୍କା…

ଆସନ୍ତାକାଲି ‘ସେବା ତୀର୍ଥ’ ଏବଂ ଡ୍ୟୁଟି ବିଲଡିଂ ଉଦଘାଟନ

ନୂଆଦିଲ୍ଲୀ: ଦେଶର ପ୍ରଶାସନିକ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ ୧୩ ତାରିଖରେ ସେଣ୍ଟ୍ରାଲ ଭିସ୍ତା ପ୍ରକଳ୍ପ ଅଧୀନରେ ନିର୍ମିତ ‘ସେବା ତୀର୍ଥ’ ଏବଂ ‘କର୍ତ୍ତବ୍ୟ ଭବନ-୧ ଏବଂ ୨’ର ଉଦଘାଟନ କରିବେ। ପ୍ରଧାନମନ୍ତ୍ରୀ ମୋଦୀ…

ରୁଷରେ ବ୍ୟାନ୍ ହେଲା ହ୍ବାଟ୍ସଆପ; ଆମେରିକାକୁ ଝଟକା

ରୁଷ୍ : ଆମେରିକାକୁ ବଡ଼ ଝଟକା ଦେଲା ଋଷିଆ । ଋଷ୍ ମେଟାର ସବୁଠାରୁ ଲୋକପ୍ରିୟ ପ୍ଲାଟଫର୍ମ ହ୍ବାଟ୍ସଆପକୁ ବ୍ୟାନ୍ କରିଦେଇଛି । ଋଷରେ ହ୍ବାଟ୍ସଆପ୍ ଉପରେ ସମ୍ପୂର୍ଣ୍ଣ ପ୍ରତିବନ୍ଧକ ଲାଗୁ କରାଯାଇଛି । ଏହି ନିଷ୍ପତ୍ତିକୁ ନିଶ୍ଚିତ କରି ମାସ୍କୋ କହିଛନ୍ତି…

ଭାରତ କିଣିବ ୧୧୪ଟି ରାଫେଲ ଜେଟ୍, ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ : ଭାରତକୁ ମିଳିବ ଆଉ ୧୧୪ଟି ରାଫେଲ ଯୁଦ୍ଧ ବିମାନ । ୩.୬୦ ଲକ୍ଷ କୋଟିର ପ୍ରସ୍ତାବକୁ ମଞ୍ଜୁରୀ । ଭାରତର ସାମରିକ ଶକ୍ତିକୁ ଆହୁରି ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ…

ଲାଲକିଲ୍ଲା ବିସ୍ଫୋରଣ ପଛରେ ଜୈଶ-ଏ-ମହମ୍ମଦର ହାତ

ନୂଆଦିଲ୍ଲୀ : ଲାଲକିଲ୍ଲା ନିକଟରେ ହୋଇଥିବା ଭୟଙ୍କର ବିସ୍ଫୋରଣର ଯାଞ୍ଚରେ ଏକ ବଡ଼ ଖୁଲାସା ହୋଇଛି । ୩୭ତମ ଜାତିସଂଘ ରିପୋର୍ଟରେ ଦିଲ୍ଲୀ ଲାଲକିଲ୍ଲା ଆକ୍ରମଣରେ ଜୈଶ-ଏ-ମହମ୍ମଦର ହାତ ଥିବା ସୂଚନା ମିଳିଛି । ଗତ ବର୍ଷ ନଭେମ୍ବର ୧୦ ତାରିଖରେ ଏହି…

ପାଟନା ସିଭିଲ କୋର୍ଟକୁ ବୋମା ଧମକ

ପାଟନା : ବିହାର ପାଟନା ସିଭିଲ କୋର୍ଟକୁ ବୋମାରେ ଉଡ଼ାଇବାକୁ ଧମକ । ବୋମା ଧମକ ମିଳିବା ପରେ ଚାରିଆଡେ ଭୟର ବାତାବରଣ ଦେଖାଦେଇଥିଲା । ସୂଚନା ମିଳିବା ପରେ ସୁରକ୍ଷା ଦୃଷ୍ଟିରୁ କୋର୍ଟ ପରିସରକୁ ଖାଲିକରିଦିଆଯାଇଥିଲା । କୋର୍ଟରେ ଥିବା ସୁରକ୍ଷାକର୍ମୀ…

ଥାନ୍ୟା ନାଥନ ଦେଶର ପ୍ରଥମ ୧୦୦% ଦୃଷ୍ଟିହୀନ ମହିଳା ବିଚାରପତି

ନୂଆଦିଲ୍ଲୀ: କେରଳ କନ୍ନୁରର ଜଣେ ୨୪ ବର୍ଷୀୟା ମହିଳା ଆଇନଜୀବୀ ଥାନ୍ୟା ନାଥନ ସି ରାଜ୍ୟ ତଥା ଦେଶର ପ୍ରଥମ ୧୦୦% ଦୃଷ୍ଟିହୀନ ମହିଳା ବିଚାରପତି ହୋଇଛନ୍ତି । ଜଣେ ଆଇନଜୀବୀ ଭାବେ ସେ ବର୍ଷେ ହେଲା ଅଭ୍ୟାସ କରୁଥିବା ବେଳେ କେରଳ…

AI ନ ଶିଖିଲେ ଛାଡ଼ିବାକୁ ହେବ ଚାକିରି

ନୂଆଦିଲ୍ଲୀ: ଟେକ୍ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏଣିକି କମ୍ପାନୀରେ ରହିବାକୁ ହେଲେ AI ବା କୃତ୍ରିମ ବୁଦ୍ଧିମତାକୁ ଆପଣେଇବାକୁ ହେବ, ନଚେତ୍ ସମ୍ମାନର ସହ ବିଦାୟ ନେବାକୁ ପଡ଼ିବ। ନିଜ କର୍ମଚାରୀଙ୍କୁ ଏମିତି କିଛି କଡ଼ା ଚେତାବନୀ…

ଏୟାର ଇଣ୍ଡିଆ ଦୁର୍ଘଟଣା: ୩ସପ୍ତାହ ମଧ୍ୟରେ ତଦନ୍ତ ରିପୋର୍ଟ ଦେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ବୁଧବାର (୧୧ ଫେବୃଆରୀ) କେନ୍ଦ୍ରକୁ ୧୨ ଜୁନ୍, ୨୦୨୫ରେ ହୋଇଥିବା ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା ମାମଲାରେ ଏପର୍ଯ୍ୟନ୍ତ ଅନୁସରଣ କରାଯାଇଥିବା ପ୍ରକ୍ରିୟାଗତ ପ୍ରୋଟୋକଲ ଉପରେ ଏକ ସଂକ୍ଷିପ୍ତ ରିପୋର୍ଟ ଦାଖଲ କରିବାକୁ କହିଛନ୍ତି। ଏୟାରକ୍ରାଫ୍ଟ ଆକ୍ସିଡେଣ୍ଟ ଇନଭେଷ୍ଟିଗେସନ୍…

ଡିମିରିଗୁଡା ଗ୍ରାମ ନିକଟରେ ବାଘ ପାଦଚିହ୍ନ; ଲୋକେ ଭୟଭୀତ

ମୁନିଗୁଡ଼ା : ମୁନିଗୁଡା ବନଖଣ୍ଡ ଅନ୍ତର୍ଗତ ଜଗଦଲପୁର ପଞ୍ଚାୟତର ଡିମିରିଗୁଡା ଗ୍ରାମ ନିକଟରେ ବାଘ ପାଦଚିହ୍ନ ଦେଖିବାକୁ ମିଳିଛି। ଗତକାଲି ରାତିରେ ଏକ ବାଛୁରୀକୁ ବାଘ ଖାଇଥିବା ସନ୍ଦେହ। ରାୟଗଡ଼ା ଜିଲ୍ଲା ଡିମିରିଗୁଡା ଗ୍ରାମ ନିକଟରେ ବାଘ ଆତଙ୍କ। ଗ୍ରାମ ନିକଟରେ…