ଇରାନ ଅଭିମୁଖେ ଯାତ୍ରା କରିବ ଦ୍ୱିତୀୟ ଆମେରିକୀୟ ଯୁଦ୍ଧ ବିମାନ ଜାହାଜ

ନୂଆଦିଲ୍ଲୀ: ଇରାନ ଆମେରିକା ୟୁଦ୍ଧ ଆଶଙ୍କା ମଧ୍ୟରେ ଆମେରିକାର ଏକ ବଡ଼ କାର୍ଯ୍ୟକଳାପ ସାମନାକୁ ଆସିଛି। ବିଶ୍ୱର ସର୍ବବୃହତ ବିମାନ ବାହକ ଜାହାଜକୁ ପଶ୍ଚିମ ଏସିଆକୁ ପଠାଇବ ଆମେରିକା। ପୂର୍ବରୁ ଥିବା ଅନ୍ୟ ଏକ ବିମାନକୁ ସମର୍ଥନ କରିବ ଏହି ଜାହାଜ।…

ହଟ୍ଟଗୋଳ ପରେ ଗୃହ ମୁଲତବୀ: ହରଦୀପ ପୁରୀଙ୍କ ନାଁରେ ସ୍ଲୋଗାନ

ନୂଆଦିଲ୍ଲୀ: ଶୁକ୍ରବାର ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟର ଶେଷ ଦିନ । ଆଜି ବି ଗୃହରେ ହଟ୍ଟଗୋଳ ଯୋଗୁଁ ଲୋକସଭାରେ ପ୍ରଶ୍ନକାଳ ବାଧାପ୍ରାପ୍ତ ହୋଇଥିଲା। ପାଞ୍ଚ ମିନିଟ୍ ଅଧିବେଶନ ସମୟରେ ବିରୋଧୀ ସାଂସଦମାନେ ହଟ୍ଟଗୋଳ କରିବା ସହ କେନ୍ଦ୍ରମନ୍ତ୍ରୀ ହରଦୀପ ପୁରୀଙ୍କ ଇସ୍ତଫା…

ସେବା ତୀର୍ଥ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ, ଗୁରୁତ୍ବପୂର୍ଣ୍ଣ ଫାଇଲରେ କଲେ ଦସ୍ତଖତ

ନୂଆଦିଲ୍ଲୀ : PMOର ନୂଆ ଠିକଣା ସେବା ତୀର୍ଥ । ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦେଶ ସ୍ବାଧୀନ ହେବା ପରେ ପ୍ରଥମ ଥର ପାଇଁ ନୂଆ ଠିକଣା ପାଇଛି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ। ଆନୁଷ୍ଠାନିକ ଭାବେ ସେବା ତୀର୍ଥ ଏବଂ…

ଗୋଟିଏ ପରିବାରର ୪ ସଦସ୍ୟଙ୍କ ସମେତ ୬ ଜଣଙ୍କୁ ଦଳିମାରିଲା ଦନ୍ତା

ଝାଡ଼ଖଣ୍ଡ : ଜଙ୍ଗଲୀ ହାତୀ ପଲଙ୍କ ହାବୁଡରେ ପଡ଼ିଗଲେ ପୂରା ପରିବାର । ଗୋଟିଏ ପରିବାରର ଚାରି ଜଣ ସଦସ୍ୟଙ୍କ ସମେତ ଅତି କମରେ ୬ ଜଣଙ୍କୁ ଦଳି ମାରିଦେଇଛି ହାତୀ । ଝାଡ଼ଖଣ୍ଡର ହଜାରୀବାଗ ଜିଲ୍ଲାରେ ଏହି ଦୁଃଖଦ ଘଟଣା ଘଟିଛି…

ପାର୍ଟିରୁ ଫେରିବା ବେଳେ ୬ ଜଣଙ୍କ ଉପରେ କାର ମଡ଼ାଇଦେଲା ଦ୍ଵାଦଶ ଶ୍ରେଣୀ ଛାତ୍ର

ଲକ୍ଷ୍ନୌ : ଲକ୍ଷ୍ନୌରେ ଛାତିଥରା ଦୁର୍ଘଟଣା । ୬ ଜଣଙ୍କୁ ଚାପିଦେଲା ଦ୍ଵାଦଶ ଶ୍ରେଣୀ ଛାତ୍ର । ଗାର୍ଲଫ୍ରେଣ୍ଡ୍ ସହ ଫେୟାରୱେଲ୍ ପାର୍ଟି ସାରି ଫେରିବା ବେଳେ ଘଟାଇଲା ଭୟଙ୍କର ଦୁର୍ଘଟଣା । ତେବେ ଦୁର୍ଘଟଣା ଘଟାଇବା ପରେ ଛାତ୍ର ଜଣଙ୍କ ଫେରାର୍…

ଦିଲ୍ଲୀର କିଛି ସ୍କୁଲକୁ ବୋମା ଧମକ, ତଦନ୍ତ କରୁଛି ପୋଲିସ

ନୂଆଦିଲ୍ଲୀ : ଦିଲ୍ଲୀର କେତେକ ସ୍କୁଲକୁ ପୁଣି ବୋମା ଧମକ ଖବର ସାମ୍ନାକୁ ଆସିଛି । ସ୍କୁଲ ପ୍ରଶାସନ ପକ୍ଷରୁ ପୋଲିସକୁ ଏହି ଧମକ ସମ୍ପର୍କରେ ସୂଚନା ମିଳିବା ପରେ ସୁରକ୍ଷା ଏଜେନ୍ସିଗୁଡିକୁ ହାଇ ଆଲର୍ଟରେ ରଖାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି…

ବେଙ୍ଗାଲୁରୁରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ଚାଲିଗଲା ୭ ଯାତ୍ରୀଙ୍କ ଜୀବନ

ବେଙ୍ଗାଲୁରୁ : ଆଜି ସକାଳୁ ସକାଳୁ ବେଙ୍ଗାଲୁରୁ ରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ବେଙ୍ଗାଳୁରୁ ହୋସକୋଟ-ଦାବାସପେଟ୍ ରାଜପଥରେ ଏହି ଭୟଙ୍କର ଦୁର୍ଘଟଣା ଘଟିଥିବା ଜଣାପଡିଛି । ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଛି । ଏକ ବାଇକ୍,…

ବାଂଲାଦେଶରେ BNP ମୁଖ୍ୟ ତାରିକ ରହମାନଙ୍କ ବିପୁଳ ବିଜୟ, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ବାଂଲାଦେଶ : ବାଂଲାଦେଶରେ BNP ର ବଡ଼ ବିଜୟ! ।  ୨୦୦ରୁ ଅଧିକ ଆସନରେ ଆଗୁଆ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି ।  ଶେଖ୍  ହସିନାଙ୍କ ବିଦାୟ ପରେ ବଦଳିଲା ବାଂଲାଦେଶ  ।  ବିପୁଳ ବିଜୟ ସହ ଇତିହାସ ରଚିଲେ ତାରିକ୍ ରହମାନ ।  …

ବିଗିଡ଼ିଲା ଇମ୍ରାନଙ୍କ ସ୍ବାସ୍ଥ୍ୟାବସ୍ଥା, ହରାଇଲେ ଦୃଷ୍ଟିଶକ୍ତି

ନୂଆଦିଲ୍ଲୀ : ଜେଲରେ ବିଗିଡ଼ିଲା ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା । ଜେଲରେ ଇମ୍ରାନ ଖାନ ହରାଇଲେ ତାଙ୍କ ଦୃଷ୍ଟିଶକ୍ତି । ପାକିସ୍ତାନ ସୁପ୍ରିମକୋର୍ଟଙ୍କୁ ଜଣାଇଲେ ଇମ୍ରାନଙ୍କ ଆଇନଜୀବୀ । ଜେଲ୍ ରେ ତାଙ୍କୁ ଠିକ୍ ଭାବେ ଚିକିତ୍ସା ସେବା ମିଳିପାରିନାହିଁ । ତେଣୁ…

ଚୋରା ମଦ ବେପାର ବନ୍ଦ ପାଇଁ ଅବକାରୀ କମିଶନରଙ୍କୁ ବିଧାୟକ ଚିଠି ଲେଖିବା ପରେ ଦୋକାନ ଭାଙ୍ଗିଲେ ମହିଳା

ଯାଜପୁର : ଧର୍ମଶାଳା ନିର୍ବାଚନମଣ୍ଡଳୀରେ ଚୋରା ମଦ ବେପାର ସମ୍ପୂର୍ଣ୍ଣ ବନ୍ଦ ପାଇଁ ବିଧାୟକ ହିମାଂଶୁ ଶେଖର ସାହୁ ନିକଟରେ ଅବକାରୀ କମିଶନରଙ୍କୁ ଚିଠି ଲେଖିବା ପରେ ବିଭାଗୀୟ ତତ୍ପରତା ପ୍ରକାଶ ପାଇଥିଲା। ଏନେଇ ଅବକାରୀ ସଚିବ ଯାଜପୁର ଅବକାରୀ ଅଧିକ୍ଷକ…