ଦିଲ୍ଲୀରେ ଭୟଙ୍କର ଅଗ୍ନିକାଣ୍ଡ; ଜଳିଗଲା ହେଲମେଟ କାରଖାନା

ନୂଆଦିଲ୍ଲୀ: ଶନିବାର ଦିଲ୍ଲୀ ବାହାରର ନିଲୋଥିରେ ଏକ ହେଲମେଟ ଉତ୍ପାଦନ କାରଖାନାରେ ବଡ଼ ଅଗ୍ନିକାଣ୍ଡ ଘଟିଛି। ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଛନ୍ତି ୨୦ଟି ଦମକଳ ଗାଡି । ଦିଲ୍ଲୀ ବାହାରର ନିଲୋଥି ଅଞ୍ଚଳରେ, ଶନିବାର ଅପରାହ୍ନରେ ଏକ ହେଲମେଟ ଉତ୍ପାଦନ…

ମେଟ୍ରୋ ପିଲାର ଭୁଶୁଡ଼ି ଜଣେ ମୃତ, ୩ ଆହତ

ମୁମ୍ବଇ: ମୁମ୍ବଇର ମୁଲୁଣ୍ଡରେ ଭୁଶୁଡିପଡିଲା ନିର୍ମାଣାଧୀନ ମେଟ୍ରୋ ପିଲାର। ଚଳନ୍ତା ଅଟୋ ଓ କାର ଉପରେ ପଡ଼ି ଜଣେ ମୃତ ଓ ତିନି ଜଣ ଆହତ। ଶନିବାର ଅପରାହ୍ନରେ ମୁମ୍ବଇର ମୁଲୁଣ୍ଡରେ ଏକ ନିର୍ମାଣାଧୀନ ମେଟ୍ରୋ ପିଲାରର ଏକ ଅଂଶ ଭୁଶୁଡ଼ି…

ସ୍ୱାଦ ଚାଖିବା ପାଇଁ ବିଷ ଖାଇଲେ ୫ ନାବାଳିକା, ୪ ମୃତ

ଔରଙ୍ଗାବାଦ: ବିଷର ସ୍ୱାଦ ପରୀକ୍ଷା କରିବା ପାଇଁ, ପାଞ୍ଚ ଜଣ ନାବାଳକ ବନ୍ଧୁ ପାଣି ଏବଂ ବଗ ମାରିବା ବିଷ ପିଇ ଦେଇଥିଲେ । ଯାହା ଫଳରେ ଘଟଣାସ୍ଥଳେ ଚାରି ଜଣ ଝିଅଙ୍କର ମୃତ୍ୟୁ ଘଟିଥିଲା। ଗୋଟିଏ ଝିଅ ସମୟ ମଧ୍ୟରେ…

ବିଷ ଦେଇ ବିରୋଧୀ ଦଳ ନେତା ନାଭାଲନିଙ୍କୁ ହତ୍ୟା କଲା ରୁଷ୍‌ !

ମସ୍କୋ: ରୁଷ୍ ଏହାର ବିରୋଧୀ ଦଳ ନେତା ଆଲେକ୍ସେସି ନାଭାଲନିଙ୍କୁ ବିଷ ଦେଇ ହତ୍ୟା କରିଥିବା ୟୁରୋପୀୟ ଦେଶଗୁଡ଼ିକ ଅଭିଯୋଗ କରିଛନ୍ତି। ନାଭାଲନିଙ୍କୁ ବେଙ୍ଗଠାରୁ ମିଳୁଥିବା ବିଷ ଏପିବାଟିଡିନ୍‌ ଦେଇ ହତ୍ୟା କରାଯାଇଛି। ୨୦୨୪ ମସିହାରେ ଜେଲରେ ନାଭାଲନିଙ୍କ ମୃତ୍ୟୁ ପୂର୍ବରୁ…

ଆମେରିକାରେ ପୁଣି ଜଣେ ଭାରତୀୟ ଛାତ୍ର ନିଖୋଜ

ନ୍ୟୁୟର୍କ: ଆମେରିକାରେ ପୁଣି ଜଣେ ଭାରତୀୟ ଛାତ୍ର ନିଖୋଜ ଅଭିଯୋଗ । ୟୁନିଭରସିଟି ଅଫ୍ କାର୍ଲିଫର୍ଣ୍ଣିଆରୁ ନିଖୋଜ । କର୍ଣ୍ଣାଟକର ୨୨ ବର୍ଷୀୟ ସାକେତ ଶ୍ରୀନିବାସ । ସାକେତ IIT ମାଡ୍ରାସର ପୂର୍ବତନ ଛାତ୍ର ହୋଇଥିବା ବେଳେ ଏବେ ସେ ୟୁନିଭର୍ସିଟି…

ଇଣ୍ଡିଗୋ ବିମାନରେ ବୋମା ଆତଙ୍କ

କୋଲକତା : କୋଲକାତାର ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଇଣ୍ଟରନ୍ୟାସନାଲ ଏୟାରପୋର୍ଟରେ ଇଣ୍ଡିଗୋ ବିମାନକୁ ବୋମା ଧମକ । କୋଲକାତା-ଶିଲଂ ଇଣ୍ଡିଗୋ ବିମାନକୁ ବୋମା ଧମକ ମିଳିଛି । ଶିଲଂ ଯାଉଥିବା ଏକ ଇଣ୍ଡିଗୋ ବିମାନ (6E3074) ରେ ବୋମା ଥିବା ଖବର…

ଆସାମ ହାଇୱେରେ ଅବତରଣ କଲା ବାୟୁସେନା ବିମାନ : ମୋଦି ଦେଖିଲେ ଏରିଅଲ ଶୋ

ଆସାମ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିମାନ ଦିବ୍ରୁଗଡ଼ ନିକଟସ୍ଥ ମୋରାନ ବାଇପାସରେ ଇଏଲଏଫରେ ଅବତରଣ କରିଛି । ବାୟୁସେନାର ମିଲିଟାରୀ ଟ୍ରାନ୍ସପୋର୍ଟ ଏୟାରକ୍ରାଫ୍ଟ ନ୍ୟାସନାଲ ହାଇୱେରେ ଅବତରଣ କରିଛି । ଏହି ବିମାନଘାଟି ରଣନୈତିକ ଭାବରେ ଗୁରୁତ୍ୱପୂର୍ଣ୍ଣ, କାରଣ ଏହା ଚୀନ…

ପୁଲୱାମା ଆକ୍ରମଣକୁ ପୂରିଲା ୭ ବର୍ଷ, ଘାଟିରେ ହାଇଆଲର୍ଟ

ନୂଆଦିଲ୍ଲୀ : ପୁଲୱାମା ଆତଙ୍କୀ ଆକ୍ରମଣକୁ ପୂରିଲା ୭ ବର୍ଷ । ସହିଦ ୪୦ ଜଣ CRPF ଯବାନଙ୍କ ସ୍ମୃତିରେ ବିଭିନ୍ନ ସ୍ଥାନରେ ଶ୍ରଦ୍ଧାଞ୍ଜଳି ସଭାର ଆୟୋଜନ କରାଯାଇଛି । ବଳିଦାନ ଦିବସ ପାଳନ ହେବାକୁ ଥିବାବେଳେ ସମଗ୍ର ଘାଟିରେ ସୁରକ୍ଷା ବାହିନୀ…

ଋଣ ଟଙ୍କା ପାଇଁ ସ୍ତ୍ରୀକୁ ପିଟିପିଟି ହତ୍ୟା

ବିଞ୍ଝାରପୁର : ବିଞ୍ଝାରପୁର ଥାନା ଅନ୍ତର୍ଗତ ଜରୀସାମଲ ସାହି କୁନୀତା ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ବିଞ୍ଝାରପୁର ପୁଲିସ। ଋଣ ଟଙ୍କା ସୁଝିବାକୁ ଜିଦ କରିବାରୁ କୁନୀତାଙ୍କୁ ରଡ଼ରେ ପିଟି ହତ୍ୟା ପରେ ପୋଡିଦେଇଥିଲେ ଶାଶୁଘର ଲୋକେ।ଶନିବାର ବିଞ୍ଝାରପୁର ପୁଲିସ ଅଭିଯୁକ୍ତ ସ୍ୱାମୀ,ଶାଶୁ,ଶ୍ୱଶୁର,ଦିଅର…

ଜାଗରଯାତ୍ରା ପାଇଁ ଉତ୍ସବମୁଖର ଆରଡି ପୀଠ: ରାତି ୧ଟାରେ ସୁନାବେଶ

ଆରଡି: ବାବା ଆଖଣ୍ଡଳମଣିଙ୍କ ପ୍ରସିଦ୍ଧ ଜାଗରଯାତ୍ରା ପାଇଁ ଉତ୍ସବମୁଖର ଆରଡିପୀଠ। ଆଜି ଜାଗରଯାତ୍ରା ଦିନ ତମାମ ମନ୍ଦିରରେ ଅନୁଷ୍ଠିତ ହେବା ସହ ସନ୍ଧ୍ୟାରୁ ରାତି ୧୨ଟା ଯାଏ ଚାରି ପ୍ରହର ରୁଦ୍ରାଭିଷେକ ଓ ଘର୍ଷଣ ଲାଗି,ରାତ୍ର ୧ଟାରେ ସୁନା ବେଶ ଓ…