ଗ୍ରୀଷ୍ମ ମୁକାବିଲା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କୁ ବିଭାଗର ଚିଠି, ପାନୀୟ ଜଳ ଓ ORS ପ୍ୟାକେଟ୍ ରଖିବା ପାଇଁ ନିର୍ଦ୍ଦେଶ
ଭୁବନେଶ୍ୱର: ଗ୍ରୀଷ୍ମ ମୁକାବିଲା ପାଇଁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପ୍ରସ୍ତୁତି ଆରମ୍ଭ ହୋଇଛି । ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି, ଯେଉଁଥିରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ପ୍ରସ୍ତୁତି ଏବଂ ସତର୍କତାମୂଳକ ପଦକ୍ଷେପ ସମ୍ପର୍କରେ ଉଲ୍ଲେଖ କରାଯାଇଛି…
