ଅଧିକୃତ ଜମି ଦଖଲ କଲେ ଜମି ମାଲିକ

ରାଜଗାଙ୍ଗପୁର : ଶିଳ୍ପ ଦ୍ୱାରା ଅଧିକୃତ ଜମି ଦାଖଲ କଲେ ଜମି ମାଲିକ। ଜମିରେ ଲାଲ ପତାକା ଉଡ଼ାଇବା ସହ ପ୍ରଶାସନ ଓ ଶିଳ୍ପ ସଂସ୍ଥାକୁ ଚ୍ୟାଲେଞ୍ଜ କରିଛନ୍ତି ବିଧାୟକ ଓ ଶତାଧିକ ଗ୍ରାମବାସୀ। ଗତ ଡିସେମ୍ବର ୧୩ରେ ଏକ ଶିଳ୍ପ…

DGCAର ନୂଆ ନିୟମ, ଟିକେଟ୍ କ୍ୟାନସଲ୍ କଲେ ମିଳିବ ପୂରା ରିଫଣ୍ଡ

ନୂଆଦିଲ୍ଲୀ : ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର । ଏଣିକି ଟିକେଟ୍ କ୍ୟାନ୍ସଲ୍ କଲେ ମିଳିବ ପୂରା ଟଙ୍କା । DGCA ଜାରି କଲା ନୂଆ ନିୟମ । ୪୮ ଘଣ୍ଟା ମଧ୍ୟରେ ଫ୍ରି କ୍ୟାନ୍ସଲ୍ । ୭ ଦିନରେ ମିଳିବ…

ସୁନେତ୍ରା ପାୱର ହେଲେ ଏନସିପି ରାଷ୍ଟ୍ରୀୟ ଅଧ୍ୟକ୍ଷ

ମହାରାଷ୍ଟ୍ର : ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ତଥା ଦିବଂଗତ ନେତା ଅଜିତ ପାୱରଙ୍କ ପତ୍ନୀ ସୁନେତ୍ର ପାୱରଙ୍କୁ ଏନସିପିର ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି । ଏହି ନିଷ୍ପତ୍ତି ପାର୍ଟିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକରେ ନିଷ୍ପତ୍ତି ନିଆଯାଇଛି । ଅଧିବେସନ…

ମାଲିକ ଘରେ ନକଲି ଇଡି ଚଢାଉ କଲା ଚାକରାଣୀ

ନୂଆଦିଲ୍ଲୀ : ଦିଲ୍ଲୀର ନ୍ୟୁ ଫ୍ରେଣ୍ଡସ୍ କଲୋନି ଅଞ୍ଚଳରେ ଏକ ଅଜବ ଘଟଣା । ଜଣେ ଚାକରାଣୀ ତାଙ୍କ ମାଲିକଙ୍କ ଘରେ ଏକ ନକଲି ED ଚଢାଉ କରିଛି । ଦିଲ୍ଲୀ ପୋଲିସ ଚାକରାଣୀ ଏବଂ ତାଙ୍କ ସହଯୋଗୀମାନଙ୍କୁ ଗିରଫ କରିଛି ।…

ପ୍ରଥମ ବିଶ୍ୱନେତା ଭାବେ ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ : ପ୍ରଥମ ବିଶ୍ୱନେତା ଭାବେ ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି । ଇନଷ୍ଟାଗ୍ରାମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରେକର୍ଡ । ଅତିକ୍ରମ କଲେ ୧୦୦ ମିଲିୟନ ଫଲୋଅର୍ସ । ଇନଷ୍ଟାରେ ସବୁଠୁ ଲୋକପ୍ରିୟ ନେତା ଭାବେ ସେ ରେକର୍ଡ ପ୍ରତିଷ୍ଠା କରିଛନ୍ତି…

NCERT ବହି ଉପରେ ରୋକ୍ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: NCERT ବହି ଉପରେ ରୋକ୍ ଲଗାଇଲେ ସୁପ୍ରିମକୋର୍ଟ! । “ନ୍ୟାୟପାଳିକାକୁ ବଦନାମ କରିବା ପାଇଁ ବଡ଼ ଷଡ଼ଯନ୍ତ୍ର ବୋଲି କଡ଼ା ମତ ରଖିଲେ ସୁପ୍ରିମକୋର୍ଟ । ଏହାସହ ଶିକ୍ଷା ବିଭାଗ ଓ NCERT ନିର୍ଦ୍ଦେଶକଙ୍କୁ କାରଣ ଦର୍ଶାଅ ନୋଟିସ୍ ହୋଇଛି ।…

ନୂଆଦିଲ୍ଲୀରେ ନିର୍ମାଣ ହେବ ନୂଆ ଓଡ଼ିଶା ଭବନ, ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ନୂଆଦିଲ୍ଲୀରେ ନିର୍ମାଣ ହେବ ନୂଆ ଓଡ଼ିଶା ଭବନ ।  ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  କଳିଙ୍ଗ ଶୈଳୀରେ ନିର୍ମିତ ହେବ ନୂଆ ‘ଓଡ଼ିଶା ଭବନ’ । ଚାଣକ୍ୟପୁରୀସ୍ଥିତ କୌଟିଲ୍ୟ ମାର୍ଗଠାରେ ନୂତନ ଓଡ଼ିଶା ଭବନର ହେଲା ଶିଳାନ୍ୟାସ ।…

ବିବାହ ମଣ୍ଡପରେ କନ୍ୟାଙ୍କୁ ଗୁଳି, ଅଭିଯୁକ୍ତ ଫେରାର

ବିହାର: ବିବାହ ମଣ୍ଡପରେ କନ୍ୟାଙ୍କୁ ଗୁଳି । ଅଭିଯୁକ୍ତ ପ୍ରେମିକ ଫେରାର। ବିହାର ବକସର ସହରରେ ଘଟିଛି ଏଭଳି ଅଘଟଣ । ମଙ୍ଗଳବାର ଏକ ବିବାହ ଉତ୍ସବ ଆୟୋଜିତ ହେଉଥିବାବେଳେ ଜଣେ ବ୍ୟକ୍ତି ହଠାତ ମଣ୍ଡପ ଉପରକୁ ଆସି କନ୍ୟାକୁ ଗୁଳି ଚଳାଇଥିବା…

ଇସ୍ରାଏଲ ସଂସଦରେ ଆତଙ୍କବାଦ ବିରୋଧରେ ଗର୍ଜିଲେ ମୋଦି

ନୂଆଦିଲ୍ଲୀ: ଇସ୍ରାଏଲ ସଂସଦରେ ଆତଙ୍କବାଦ ବିରୋଧରେ ଗର୍ଜିଲେ ମୋଦି । ଇସ୍ରାଏଲକୁ ଦେଲେ ବନ୍ଧୁତାର ବର୍ତ୍ତା । କହିଲେ ଭାରତ-ଇସ୍ରାଏଲର ଐତିହାସିକ ସଂପର୍କ କଥା । ଦୁଇ ଦିନିଆ ଇସ୍ରାଏଲ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଗସ୍ତର ପ୍ରଥମ ଦିନ…

ପଦ୍ମଶ୍ରୀ ଉତ୍ସବ ଚରଣ ଦାସଙ୍କ ପରଲୋକ

କଟକ : କଟକ ଜିଲ୍ଲା ଚୌଦ୍ୱାର ନିବାସୀ ପଦ୍ମଶ୍ରୀ ଉତ୍ସବ ଚରଣ ଦାସଙ୍କ ଆଜି ହୃଦଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା। ଚୌଦ୍ୱାରର ଏକ ଘରୋଇ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ବେଳେ ଆଜି ଭୋର୍…