ପଶ୍ଚିମବଙ୍ଗ ଏସ୍ଆଇଆର୍ରେ ନ୍ୟାୟିକ ଅଧିକାରୀଙ୍କ ପାଇଁ ତାଲିମ ମଡ୍ୟୁଲ୍
ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ସ୍ବତନ୍ତ୍ର ଭୋଟର ତାଲିକା ସଂଶୋଧନ (ଏସ୍ଆଇଆର୍)କୁ ନେଇ ରାଜ୍ୟ ସରକାର ଓ ନିର୍ବାଚନ ଆୟୋଗଙ୍କ ମଧ୍ୟରେ ବିବାଦ ଥମିବାର ନାଁ ନେଉ ନାହିଁ। ନ୍ୟାୟିକ ଅଧିକାରୀଙ୍କ ତାଲିମ ମଡ୍ୟୁଲ୍ ଉପରେ ଆପତ୍ତି ଗ୍ରହଣ କରିବାକୁ ପଶ୍ଚିମବଙ୍ଗ ସରକାରଙ୍କ ଆବେଦନକୁ…
