ରାମ ନବମୀରେ ରାମଲଲାଙ୍କ ସୂର୍ଯ୍ୟ ତିଳକ, ଦିବ୍ୟ ଦର୍ଶନ କଲେ ଭକ୍ତ

ଉତ୍ତରପ୍ରଦେଶ: ଅଯୋଧ୍ୟାର ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ପ୍ରଭୁ ରାମଲାଲାଙ୍କ କପାଳରେ ‘ସୂର୍ଯ୍ୟ ତିଳକ’ ଏକ ଅତ୍ୟନ୍ତ ଚମତ୍କାର ଦୃଶ୍ୟ ଦେଖାହୋଇଛି । ପ୍ରତିବର୍ଷ ରାମ ନବମୀ ତିଥିରେ ମଧ୍ୟାହ୍ନ ୧୨ଟା ସମୟରେ ସୂର୍ଯ୍ୟକିରଣ ସିଧାସଳଖ ଯାଇ ପ୍ରଭୁଙ୍କ କପାଳରେ ପଡ଼ିଥାଏ, ଯାହା…

ଜନଗଣନା ବେଳେ ଅଶାଳୀନ ପ୍ରଶ୍ନ ପଚାରିଲେ ଯିବାକୁ ପଡ଼ିବ ଜେଲ, ନିର୍ଦ୍ଦେଶ ଜାରି କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ : ଭାରତର ଆଗାମୀ ଜନଗଣନା ୨୦୨୭କୁ ନେଇ କେନ୍ଦ୍ର ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ଭାରତର ରେଜିଷ୍ଟରିଅର୍ ଜେନେରାଲଙ୍କ ଦ୍ବାରା ଜାରି ହୋଇଥିବା ଏକ ସର୍କୁଲାର ଅନୁଯାୟୀ, ଯଦି କୌଣସି ଜନଗଣନା ଅଧିକାରୀ ଜାଣିଶୁଣି ଅପମାନଜନିକ ତଥା ଅନୁଚିତ୍…

ଅଟୋକୁ ଧକ୍କା ଦେଲା ସ୍କର୍ପିଓ, ଗୋଟିଏ ପରିବାରର ୫ ମୃତ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶର ଗ୍ବାଲିୟରରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି । ସ୍କର୍ପିଓ ଏବଂ ଅଟୋର ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ଏହି ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ଘଟିଛି । ଏହି ସମସ୍ତ…

ପେଟ୍ରୋଲ୍‌ ଓ ଡିଜେଲ୍‌ ଉପରୁ କମିଲା ଏକ୍ସସାଇଜ୍‌ ଡ୍ୟୁଟି

ନୂଆଦିଲ୍ଲୀ: ତେଲ ଟିକସ କମାଇଲେ କେନ୍ଦ୍ର ସରକାର ।  ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ଯୋଗୁଁ ବିଶ୍ୱ ବଜାରରେ ଅଶୋଧିତ ତୈଳ ଦର ବଢ଼ିବାରେ ଲାଗିଛି । ଏହାର ପ୍ରଭାବରୁ ସାଧାରଣ ଜନତାଙ୍କୁ ରକ୍ଷା କରିବା ପାଇଁ ଭାରତ ସରକାର ଏକ…

ବସ୍-ପିକ ଅପ୍ ଧକ୍କା; ୧୦ ମୃତ

ନୂଆଦିଲ୍ଲୀ : ମଧ୍ୟପ୍ରଦେଶରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଫଳରେ ଏଥିରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୧ ଜଣ ଆହତ ହୋଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ସାମିଲ ହୋଇ ଫେରୁଥିବା ବେଳେ ଛିନ୍ଦୱାଡ଼ାର ନାଗପୁର ରୋଡର ସିମାରିୟା ନିକଟରେ…

୧୦ ଦିନ ପାଇଁ ଟ୍ରମ୍ପଙ୍କ ଯୁଦ୍ଧବିରତି

ନୂଆଦିଲ୍ଲୀ: ଇରାନ ଉପରେ ଆକ୍ରମଣ ବନ୍ଦ । ୧୦ ଦିନ ପାଇଁ ଟ୍ରମ୍ପଙ୍କ ଯୁଦ୍ଧବିରତି । ଇରାନ ଉପରେ ୧୦ ଦିନ ପାଇଁ ଆକ୍ରମଣ ସ୍ଥଗିତ ରଖିଲା ଆମେରିକା । ଏହି ସମୟ ମଧ୍ୟରେ ଇରାନର ବିଦ୍ୟୁତ ଓ ଶକ୍ତି ଭିତ୍ତିଭୂମି…

ନେପାଳ ପ୍ରଧାନମନ୍ତ୍ରୀ ଭାବେ ହିନ୍ଦୁ ରୀତିନୀତିରେ ଶପଥ ନେଲେ ବାଲେନ୍ ଶାହ, ଅଭିନନ୍ଦନ ଜଣାଇଲେ ମୋଦୀ

କାଠମାଣ୍ଡୁ: ନେପାଳ ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନ୍ୟାସନାଲ ଇଣ୍ଡିପେଣ୍ଡେଣ୍ଟ ପାର୍ଟି ନେତା ବାଲେନ ଶାହ ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ସେ ନେପାଳର ୪୭ତମ ପ୍ରଧାନମନ୍ତ୍ରୀ ହୋଇଛନ୍ତି।  ରାଷ୍ଟ୍ରପତି ରାମଚନ୍ଦ୍ର ପୌଡେଲ ସମ୍ବିଧାନର ଧାରା…

ରାଜମହଲ ଛକରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ ଯୁବକ ଆତ୍ମହୁତି ଉଦ୍ୟମ କରିଛନ୍ତି। ରାଜମହଲ ଛକରେ ଯୁବକ ଜଣକ ନିଜ ଦେହରେ ନିଆଁ ଲଗାଇ ଏପରି ଉଦ୍ୟମ କରିଛନ୍ତି। ରାମନବମୀ ଉତ୍ସବ ପାଳନରେ ରାଜଧାନୀ ଚଳଚଞ୍ଚଳ ହେଉଥିବା ସମୟରେ ପ୍ରମୁଖ ଛକ…

ଘରକୁ ମାଡ଼ିଗଲା ଲିଙ୍ଗରାଜଙ୍କ ରୁକୁଣା ରଥ

ଭୁବନେଶ୍ୱର : ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରାରେ ବଡ଼ ଅଘଟଣ ଦେଖିବାକୁ ମିଳିଛି। ରଥ ଟଣା ସମୟରେ ଜଣଙ୍କ ଘରକୁ ରଥ ମାଡ଼ି ଯାଇଛି। ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରାରେ ବଡ଼ ଅଘଟଣ ଦେଖିବାକୁ ମିଳିଛି। ଆଜି ଦ୍ଵିତୀୟଦିନରେ ରଥଟଣା ଚାଲିଥିବା ସମୟରେ…

୩ଦିନିଆ ଓଡିଶା ଗସ୍ତରେ ସ୍ଥଳସେନା ମୁଖ୍ୟ ଉପେନ୍ଦ୍ର ଦ୍ୱିବେଦୀ

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ ସ୍ଥଳସେନା ମୁଖ୍ୟ ଉପେନ୍ଦ୍ର ଦ୍ୱିବେଦୀ। ୩ଦିନିଆ ଗସ୍ତରେ ଓଡିଶା ଆସିଛନ୍ତି ଶ୍ରୀ ଦ୍ୱିବେଦୀ। ଭାରତୀୟ ସ୍ଥଳ ସେନା ମୁଖ୍ୟ ଉପେନ୍ଦ୍ର ଦ୍ୱିବେଦୀ ତିନି ଦିନିଆ ଓଡିଶା ଗସ୍ତରେ ଆସି ଆଜି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ସୂଚନା ଅନୁସାରେ ଶ୍ରୀ…