ରଥ ନିର୍ମାଣ ପାଇଁ ସୋନପୁରରୁ ଆସିବ କାଠ
ସୁବର୍ଣ୍ଣପୁର : ପୁରୀରେ ରଥ ନିର୍ମାଣ ପାଇଁ ସୋନପୁରରୁ ଆସିବ ରଥକାଠ । ପ୍ରଥମ ଥର ପାଇଁ ସୁବର୍ଣ୍ଣପୁରରୁ ଆସିବ ରଥ କାଠ l ପୁରୀ ରଥଯାତ୍ରା ପାଇଁ ରଥ ନିର୍ମାଣ ପାଇଁ ସୁବର୍ଣ୍ଣପୁର ଜିଲ୍ଲା ମଲ୍ଲିକ ମୁଣ୍ଡା ଗାଁରେ ରଥକାଠ କଟାଯାଇଛି …
ସୁବର୍ଣ୍ଣପୁର : ପୁରୀରେ ରଥ ନିର୍ମାଣ ପାଇଁ ସୋନପୁରରୁ ଆସିବ ରଥକାଠ । ପ୍ରଥମ ଥର ପାଇଁ ସୁବର୍ଣ୍ଣପୁରରୁ ଆସିବ ରଥ କାଠ l ପୁରୀ ରଥଯାତ୍ରା ପାଇଁ ରଥ ନିର୍ମାଣ ପାଇଁ ସୁବର୍ଣ୍ଣପୁର ଜିଲ୍ଲା ମଲ୍ଲିକ ମୁଣ୍ଡା ଗାଁରେ ରଥକାଠ କଟାଯାଇଛି …
ଚାନ୍ଦବାଲି : କାମ କରିବାକୁ ଦୁବାଇ ଯାଇଥିଲେ । କାମ କରି ଟଙ୍କା ଆଣିଲେ ଘରର ଛାତ ପଡିବ ବୋଲି କହିଯାଇଥିଲେ । ହେଲେ ଶବ ହୋଇ ଫେରିଲେ ଗାଁକୁ । ପାଖାପାଖି ଏକ ବର୍ଷ ହେବ ଭଦ୍ରକ ଜିଲ୍ଲା ଚାନ୍ଦବାଲି…
ଭୁବନେଶ୍ୱର : ରାଜ୍ୟରେ କିଛି ଜିଲ୍ଲାରେ କାଳବୈଶାଖୀର ତାଣ୍ଡବ । ବର୍ଷା ସହ କୁଆପଥର ମାଡ଼ ହେଉଛି । ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, କଟକ ଜିଲ୍ଲାରେ କୁଆପଥର ବର୍ଷା ହୋଇଛି । କାଳବୈଶାଖୀ ପ୍ରଭାବରେ ଗଞ୍ଜାମ ଜିଲ୍ଲାର ବିଭିନ୍ନ ଅଞ୍ଚଳ ପ୍ରଭାବିତ ହୋଇଛି…
ପୁରୀ: ଆଜି ଶ୍ରୀରାମ ନବମୀରେ ରଥକାଠ ଚିରଟର ଶୁଭ ଅନୁକୂଳ ହୋଇଛି । ଏଥିପାଇଁ ଶ୍ରୀମନ୍ଦିରରୁ ଲାଗି ହୋଇଥିବା ମାଳ, ମହାପ୍ରସାଦ ନେଇ ଏକ ଟିମ୍ କଟକ ଅଭିମୁଖେ ଯାତ୍ରା କରିଛନ୍ତି। କଟକ ଖପୁରିଆସ୍ଥିତ ସ’ ମିଲରେ ମାଳ ମହାପ୍ରସାଦ ଲାଗି…
ସୁବର୍ଣ୍ଣପୁର: ସ୍କୁଲ ପରିସରରେ ନବମ ଶ୍ରେଣୀ ଛାତ୍ରଙ୍କୁ ନିସ୍ତୁକ ମାଡ଼ । ବିଧା, ଗୋଇଠା ସହ ଚାପୁଡା । ସୋସିଆଲ ମିଡିଆରେ ଭାଇରାଲ ଭିଡିଓ । ସୁବର୍ଣ୍ଣପୁର ଜିଲ୍ଲାର ବିଦ୍ୟାଳୟରୁ ଆସିଛି ଅମାନବୀୟ ଭିଡିଓ । ଜଣେ ନବମ ଶ୍ରେଣୀ ଛାତ୍ରକୁ ତାର…
ଭୁବନେଶ୍ୱର : ଖରାଛୁଟି ଆରମ୍ଭ ହେବା ପୂର୍ବରୁ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ବଣ୍ଟନ କର ୟୁନିଫର୍ମ । ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ଏଭଳି ନିର୍ଦ୍ଦେଶ ଦେଇଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ । ପୂର୍ବ ଶିକ୍ଷାବର୍ଷରେ ପୋଷାକ ଦେବାରେ ହୋଇଥିଲା ବିଳମ୍ବ…
ପୁରୀ : ଆଜି ପବିତ୍ର ଶ୍ରୀରାମନବମୀ । ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ । ଶ୍ରୀମନ୍ଦିର ରୀତିନୀତି ସହ ସମ୍ପୃକ୍ତ ଏହି ସାହିଯାତରେ ରାମାୟଣ କଥାବସ୍ତୁ ଉପରେ ଆଧାରିତ ହୋଇଥାଏ । ଶ୍ରୀରାମ ଜନ୍ମ ଠାରୁ ଆରମ୍ଭ କରି ରାମାଭିଷେକ ପର୍ଯ୍ୟନ୍ତ…
ଭୁବନେଶ୍ୱର : ଉଚ୍ଚସ୍ତରୀୟ ବୈଠକରେ ପଶ୍ଚିମ ଏସିଆରେ ଯୁଦ୍ଧ ପାଇଁ ଦେଶ ତଥା ରାଜ୍ୟରେ ସୃଷ୍ଟି ହୋଇଥିବା ବିଭିନ୍ନ ଦ୍ରବ୍ୟର କୃତ୍ରିମ ଅଭାବଜନିତ ସମସ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ…
ପିପିଲି: ପିପିଲିରେ ମାତିଲେ ମୁଖା ପିନ୍ଧା ଲୁଟେରା । କଣାସ ଗୋଲରା ଗାଁରେ ୩ ମୁଖା ପିନ୍ଧା ଲୁଟେରା ଆତଙ୍କ ଖେଲାଇଛନ୍ତି । ଘରେ ପଶି ମହିଳାଙ୍କୁ ହାଣିଲେ । ବିଳମ୍ବିତ ରାତିରେ ଘରୁ ଲୁଟିନେଲେ ୩ ଲକ୍ଷ ଟଙ୍କା ଓ ସୁନା…
ଭୁବନେଶ୍ୱର: ଏକ୍ସସାଇଜ୍ ଡ୍ୟୁଟି ହ୍ରାସ୍ ପାଇଁ ପିଏମ ମୋଦିଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ନିଷ୍ପତ୍ତି ଲୋକଙ୍କୁ ଆଶ୍ୱସ୍ତି ଦେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ସ୍ଥିରତା ଓ ଜନ କଲ୍ୟାଣ ପାଇଁ ଭାରତ ସରକାରଙ୍କ ପ୍ରତିବଦ୍ଧତାକୁ ଏହା…