ବସ୍‌-ଟ୍ରକ ମୁହାଁମୁହିଁ : ଜଳିଗଲା ବସ୍, ୧୩ ଜୀବନ୍ତ ଦଗ୍ଧ

ନୂଆଦିଲ୍ଲୀ: ଗୁରୁବାର ସକାଳେ ଆନ୍ଧ୍ର ପ୍ରଦେଶର ମାର୍କାପୁରମ୍ ଜିଲ୍ଲାରେ ଏକ ଘରୋଇ ଟ୍ରାଭେଲ୍ସ ବସ୍‌ ଏକ ଟିପ୍ପର ଟ୍ରକ ସହିତ ଧକ୍କା ହୋଇ ନିଆଁ ଲାଗିଯିବାରୁ ୧୩ ଜଣଙ୍କ ମୃତ୍ୟୁ ହୋଇଛି। ସକାଳ ପ୍ରାୟ ୬ଟାରେ ହରିକୃଷ୍ଣ ଟ୍ରାଭେଲ୍ସର ବସ୍‌ଟି ତେଲେଙ୍ଗାନାର…

ସୋସିଆଲ ମିଡିଆ ବ୍ୟବହାରକାରୀଙ୍କ ପାଇଁ ଜରୁରୀ ସୂଚନା: ବିନା KYCରେ ଚାଲିବନି ଫେସବୁକ୍-ଇନଷ୍ଟାଗ୍ରାମ !

ନୂଆଦିଲ୍ଲୀ: ଆଜିର ସମୟରେ ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। କିନ୍ତୁ ଏହା ସହିତ ଜଡିତ ସମସ୍ୟା ଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି ଆକାଉଣ୍ଟ, ଅନଲାଇନ୍ ଠକେଇ ଏବଂ ମହିଳା ଏବଂ ଶିଶୁଙ୍କ…

ପଦ୍ମା ନଦୀକୁ ଖସିଲା ବସ୍, ୨୩ ମୃତ

ବାଂଲାଦେଶ : ବାଂଲାଦେଶର ରାଜବାରୀ ଜିଲ୍ଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ ଯାତ୍ରୀବାହୀ ବସ୍ ପଦ୍ମା ନଦୀକୁ ଖସିପଡିଛି। ଦୁର୍ଘଟଣାରେ ୨୩ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏଥିରେ ଅନେକ ଲୋକ ଆହତ ଏବଂ ନିଖୋଜ…

ଆବୁଧାବିରେ ମିସାଇଲ୍ ମାଡ଼ରେ ଭାରତୀୟଙ୍କ ମୃତ୍ୟୁ, ୩ ଆହତ

ନୂଆଦିଲ୍ଲୀ: ମିସାଇଲ୍ ମାଡ଼ରେ ଭାରତୀୟଙ୍କ ମୃତ୍ୟୁ । ୟୁଏଇର ରାଜଧାନୀ ଆବୁଧାବିରେ ଏକ ବଡ଼ ଧରଣର ମିସାଇଲ୍ ଆକ୍ରମଣ ।  ଏକ ବାଲିଷ୍ଟିକ ମିସାଇଲକୁ ଆକାଶମାର୍ଗରେ ଧ୍ୱଂସ କରାଯାଇଥିଲା, କିନ୍ତୁ ଏହାର ଭଙ୍ଗା ଅଂଶ ସ୍ୱେହାନ ଷ୍ଟ୍ରିଟ୍ ରେ ପଡ଼ିବାରୁ ଜଣେ…

ଆଜୀବନ ମାଗଣା ଟ୍ରେନ ଯାତ୍ରା କରିବେ ବୀରତ୍ଵ ପଦକ ବିଜେତା

ନୂଆଦିଲ୍ଲୀ : ​ସେନା ମେଡାଲ୍ ବିଜେତାଙ୍କୁ ସମ୍ମାନ। ଆଜୀବନ ଟ୍ରେନ୍ ଯାତ୍ରା ମାଗଣା! । ପ୍ରତିରକ୍ଷା ବିଭାଗ ପକ୍ଷରୁ ବଡ଼ ଘୋଷଣା କରାଯାଇଛି । ସେନା, ନୌସେନା କିମ୍ବା ବାୟୁସେନା ମେଡାଲ୍ ପାଇଥିବା ବୀର ଏବଂ ସେମାନଙ୍କ ପରିବାର ପାଇଁ ହୋଇଛି ଏହି…

ନାୟାରାରେ ବଢ଼ିଲା ତୈଳ ଦର, ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ୩ ଟଙ୍କା ମହଙ୍ଗା

ନୂଆଦିଲ୍ଲୀ: ନାୟାରା ପେଟ୍ରୋଲ ପମ୍ପରେ ବଢ଼ିଲା ଦର । ଲିଟର ପିଛା ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ୩ ଟଙ୍କା ମହଙ୍ଗା ହେଲା । ଦେଶର ସବୁଠାରୁ ବଡ଼ ଘରୋଇ ତୈଳ କମ୍ପାନୀ ନାୟାରା ଏନର୍ଜି ପେଟ୍ରୋଲ ଏବଂ ଡିଜେଲ…

ବିଶ୍ବର ସବୁଠୁ ଲୋକପ୍ରିୟ ଲିଡର୍ ମୋଦି, ୬୮% ଆପ୍ରୁଭାଲ୍ ରେଟିଂ ତାଲିକାର ଶୀର୍ଷରେ ରହିଲେ

ନୂଆଦିଲ୍ଲୀ : ବିଶ୍ବର ସବୁଠୁ ପପୁଲାର୍ ଲିଡର୍ ମୋଦି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣିଥରେ ବିଶ୍ୱର ସବୁଠାରୁ ଲୋକପ୍ରିୟ ନେତା ଭାବେ ଉଭା ହୋଇଛନ୍ତି । ୬୮% ରେଟିଂ ସହ ସମସ୍ତଙ୍କୁ ପଛରେ ପକାଇଲେ ।  ଆମେରିକାର ପ୍ରତିଷ୍ଠିତ ଡାଟା ଆନାଲିଟିକ୍ସ…

ପାକିସ୍ତାନରେ ଭୂମିକମ୍ପ, ତୀବ୍ରତା ୪.୬

ପାକିସ୍ତାନ : ପାକିସ୍ତାନରେ ଭୂକମ୍ପର ତୀବ୍ର ଝଟକା ଅନୁଭୂତ ହୋଇଛି । ଯାହାର ତୀବ୍ରତା ୪.୬ ଥିବା ଜଣାପଡିଛି । ଭୂକମ୍ପର କେନ୍ଦ୍ରସ୍ଥଳ ୯୨ କିଲୋମିଟର ଗଭୀରତାରେ ଥିବା NCS ପକ୍ଷରୁ ସୂଚନା ମିଳିଛି । କିନ୍ତୁ ଏହି ଏପର୍ଯ୍ୟନ୍ତ ଭୂକମ୍ପରେ କୌଣସି…

ନାବାଳିକା ବଳାତ୍କାରୀକୁ ମୃତ୍ୟୁ ଦଣ୍ଡାଦେଶ

ବ୍ରହ୍ମପୁର : ବ୍ରହ୍ମପୁରର ଆଡହକ୍ ଫାଷ୍ଟ ଟ୍ରାକ୍ ସ୍ପେଶାଲ୍ କୋର୍ଟ (ଏଫ୍‌ଟିଏସ୍‌ସି), ପୋକ୍ସୋ ଆଦାଲତ ଏକ ଗୁରୁତର ମାମଲାରେ ଅଭିଯୁକ୍ତ କେଶବ ନାହାକ (କେଶା  ଓରଫ କେଶବ), ପିତା ପଣ୍ଡିତ ନାହାକ, ଗ୍ରାମ ମାନସିଲା, ଥାନା ପୋଲସରାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି।…

ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ: ସୋମବାର ଯାଏଁ ଗୃହ ମୁଲତବୀ

ଭୁବନେଶ୍ଵର: ଆସନ୍ତା ସୋମବାର ପର୍ଯ୍ୟନ୍ତ ଗୃହ ମୁଲତବୀ। ବିରୋଧୀଙ୍କ ହଟ୍ଟଗୋଳ ଭିତରେ ସୋମବାର ପର୍ଯ୍ୟନ୍ତ ବିଧାନସଭାକୁ ମୁଲତବୀ ଘୋଷଣା କରାଯାଇଛି। ଆଜି ମଧ୍ୟ ଚାଲିପାରିନି ବିଧାନସଭା । ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ଏସସିବି ଅଗ୍ନିକାଣ୍ଡ ଏବଂ ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ପ୍ରସଙ୍ଗକୁ ନେଇ…