ଟେଷ୍ଟ ଡ୍ରାଇଭ୍ ଆଳରେ ଡିଫେଣ୍ଡର ଲୁଟିଲେ ବିହାରୀ ଲୁଟେରା
ଭୁବନେଶ୍ୱର : ଟେଷ୍ଟ ଡ୍ରାଇଭ୍ ଆଳରେ ଡିଫେଣ୍ଡର ଧରି ଛୁ । ଲୁଟ ଅଭିଯୋଗ ନେଇ ପୋଲିସର ହଟଚମଟ ପରେ ଡିଫେଣ୍ଡର ଛାଡ଼ି ଦେଇ ପଳାଇଲେ ଅଭିଯୁକ୍ତ । ଖୋର୍ଦ୍ଧା ଗୋଡିପଡା ଟୋଲ ଗେଟ୍ ନିକଟରୁ ଡିଫେଣ୍ଡରକୁ ଠାବ କଲା ପୋଲିସ ।…
ଭୁବନେଶ୍ୱର : ଟେଷ୍ଟ ଡ୍ରାଇଭ୍ ଆଳରେ ଡିଫେଣ୍ଡର ଧରି ଛୁ । ଲୁଟ ଅଭିଯୋଗ ନେଇ ପୋଲିସର ହଟଚମଟ ପରେ ଡିଫେଣ୍ଡର ଛାଡ଼ି ଦେଇ ପଳାଇଲେ ଅଭିଯୁକ୍ତ । ଖୋର୍ଦ୍ଧା ଗୋଡିପଡା ଟୋଲ ଗେଟ୍ ନିକଟରୁ ଡିଫେଣ୍ଡରକୁ ଠାବ କଲା ପୋଲିସ ।…
ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଭଞ୍ଜନଗର ଡହ ଜଳସେଚନ ବିଭାଗ ଏସଡିଓ ପଞ୍ଚୁ ବେହେରା। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୫ଟି ସ୍ଥାନରେ ଆଜି ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ ଜାରି ରହିଛି। ପଞ୍ଚୁ ବେହେରାଙ୍କ ବ୍ରହ୍ମପୁର ସ୍ଥିତ ବସନ୍ତ…
ନୂଆଦିଲ୍ଲୀ: ଫେସବୁକ୍, ଇନଷ୍ଟାଗ୍ରାମ୍ ଏବଂ ହ୍ୱାଟ୍ସଆପ୍ ମାଲିକାନା ମେଟାକୁ ଆମେରିକାର ନ୍ୟୁ ମେକ୍ସିକୋରେ ଏକ ବଡ଼ ଝଟକା ଲାଗିଛି। ‘ମେଟା’ ଉପରେ ୩୧ ଶହ କୋଟିର ଫାଇନ୍ ଲଗାଇଛନ୍ତି ଆମେରିକାର କୋର୍ଟ । ପିଲାଙ୍କ ପାଇଁ ଫେସବୁକ୍-ଇନଷ୍ଟାଗ୍ରାମ ନିୟମାବଳୀ ଉଲ୍ଲଂଘନ କରିଥିବା…
ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶରେ ରାମନବମୀ ଅବସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଇ ଦିନିଆ ଛୁଟି ଘୋଷଣା କରିଛନ୍ତି । ଶ୍ରଦ୍ଧାଳୁଙ୍କ ସଂଖ୍ୟା ବଢୁଥିବାରୁ ଏବଂ ଧାର୍ମିକ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ବଡ଼ ନିଷ୍ପତ୍ତି ନେଇଛନ୍ତି । ଏହି ନିଷ୍ପତ୍ତି…
ନୂଆଦିଲ୍ଲୀ : LPG ସିଲିଣ୍ଡର ବୁକିଂ ସମ୍ପର୍କରେ ଏକ ନୂଆ ଖବର ପ୍ରକାଶ ପାଉଛି । ଯାହାକୁ ଗୁଜବ ବୋଲି ସ୍ପଷ୍ଟ କରିଛନ୍ତି ସରକାର । ବିଭିନ୍ନ ଲୋକଙ୍କୁ ଗ୍ୟାସ ବୁକିଂ ପାଇଁ ବିଭିନ୍ନ ସମୟ ଅପେକ୍ଷା କରିବାକୁ ପଡିବ । ଯାହାର…
ନୂଆଦିଲ୍ଲୀ: ଇରାନ ଯୁଦ୍ଧ ନେଇ ଟ୍ରମ୍ପଙ୍କ ବଡ଼ ବୟାନ । କହିଛନ୍ତି, ଆମେ ଜିତି ସାରିଛୁ, ଇରାନ ଏବେ ବୁଝାମଣା ପାଇଁ ବ୍ୟାକୁଳ । ଇରାନରେ ଆମକୁ ବଡ଼ ସଫଳତା ମିଳିଛି । ସେମାନଙ୍କ ପାଖରେ ଏବେ ନା ଅଛି ନୌସେନା, ନା…
ନୂଆଦିଲ୍ଲୀ : ଦିଲ୍ଲୀ ନମ୍ବର-୧ ପ୍ରଦୂଷିତ ରାଜଧାନୀ । ବିଶ୍ୱର ସବୁଠାରୁ ପ୍ରଦୂଷିତ ରାଜଧାନୀ ହେଉଛି ଦିଲ୍ଲୀ । ୨୦୨୫ର ବିଶ୍ୱ ବାୟୁ ଗୁଣବତ୍ତା ରିପୋର୍ଟ ଅନୁସାରେ, ଦିଲ୍ଲୀ କ୍ରମାଗତ ଷଷ୍ଠ ଥର ପାଇଁ ବିଶ୍ୱର ସବୁଠାରୁ ପ୍ରଦୂଷିତ ରାଜଧାନୀ ହୋଇଛି…
ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ । ମଙ୍ଗଳବାର ବିଳମ୍ବିତ ରାତିରେ ତାଙ୍କୁ ନୂଆଦିଲ୍ଲୀର ସାର୍ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅସୁସ୍ଥ ଅନୁଭବ କରିବା ସହ ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା । ଡାକ୍ତର…
ନୂଆଦିଲ୍ଲୀ: ଲୋକସଭାରେ ଟ୍ରାନ୍ସଜେଣ୍ଡର ବିଲ୍ ୨୦୨୬ ବାଚନିକ ଭୋଟରେ ଗୃହୀତ ହୋଇଛି।ଏହି ବିଲ୍ ଅନୁଯାୟୀ, ଟ୍ରାନ୍ସଜେଣ୍ଡର ଚିହ୍ନଟ ପାଇଁ ମେଡିକାଲ୍ ବୋର୍ଡର ଯାଞ୍ଚକୁ ଗୁରୁତ୍ୱ ଦିଆଯାଇଛି। ବିରୋଧୀ ଦଳଗୁଡ଼ିକ ଏହାକୁ ମୌଳିକ ଅଧିକାରର ଉଲ୍ଲଙ୍ଘନ କହି ବିରୋଧ କରିଥିଲେ, କିନ୍ତୁ ଶେଷରେ…
ନୂଆଦିଲ୍ଲୀ: ଆତଙ୍କବାଦୀ ସଂଗଠନ ସହ ସମ୍ପର୍କ ଏବଂ ଆତଙ୍କବାଦକୁ ପ୍ରୋତ୍ସାହିତ କରୁଥିବା ଅଭିଯୋଗରେ ଦିଲ୍ଲୀର ଏକ ଅଦାଲତ ମଙ୍ଗଳବାର ଜାମ୍ମୁ-କାଶ୍ମୀରର ବିଚ୍ଛିନ୍ନତାବାଦୀ ନେତ୍ରୀ ତଥା ‘ଦୁଖ୍ତରାନ-ଇ-ମିଲାତ୍’ ସଂଗଠନର ମୁଖ୍ୟ ଆସିୟା ଆନ୍ଦ୍ରାବିଙ୍କୁ ଦୋଷୀସାବ୍ୟସ୍ତ କରିବା ସହ ଆଜୀବନ କାରାଦଣ୍ଡାଦେଶ ପ୍ରଦାନ କରିଛନ୍ତି।…