ଶ୍ରୀରାମ ନବମୀ ପାଳନ ପାଇଁ ବାଲେଶ୍ବରରେ ମୁତୟନ ହେବେ ୨୦ ପ୍ଲାଟୁନ ଫୋର୍ସ

ବାଲେଶ୍ଵର: ଶ୍ରୀରାମ ନବମୀ ପାଳନ ପୂର୍ବରୁ ଆଲର୍ଟରେ ବାଲେଶ୍ବର ପୋଲିସ । ଶାନ୍ତିଶୃଙ୍ଖଳାର ସହ ଶ୍ରୀରାମ ନବମୀ ପାଳନ କରିବା ପାଇଁ ବାଲେଶ୍ଵର ଜିଲ୍ଲା ପୋଲିସ ପକ୍ଷରୁ ସହରରେ ଫ୍ଲାଗ୍ ମାର୍ଚ୍ଚ କରାଯାଇଛି । ଟାଉନ୍ ଥାନା ଓ ସହଦେବ ଖୁଣ୍ଟା ଅଞ୍ଚଳରେ…

ରାମନବମୀରେ ଶାନ୍ତିଶୃଙ୍ଖଳା ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : ରାମନବମୀରେ ଶାନ୍ତିଶୃଙ୍ଖଳା ବଜାୟ ରଖିବାକୁ ପୋଲିସ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ । ଆସନ୍ତା ୨୭ ତାରିଖରେ ଉଲ୍ଲାସର ସହ ପାଳିତ ହେବ ଶ୍ରୀରାମ ନବମୀ । ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ…

ଭିଜିଲାନ୍ସ ଜାଲରେ ଅଡିଟର, ଘରୁ ମିଳିଲା ୨୮ ଲକ୍ଷ ନଗଦ ଟଙ୍କା

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଦୁର୍ନୀତିଗ୍ରସ୍ତ ଅଡିଟର!। ଘରୁ ମିଳିଲା ୨୮ ଲକ୍ଷ ନଗଦ ଟଙ୍କା। ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଶିକ୍ଷା ବିଭାଗର ଅଡିଟର। ଭୁବନେଶ୍ୱର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟର ଜଣେ ଅଡିଟରଙ୍କୁ ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି। ଜଣେ କର୍ମଚାରୀଙ୍କ…

ଗ୍ୟାସ ସଙ୍କଟ: ବିକଳ୍ପ ବ୍ୟବସ୍ଥା କରିବାକୁ ରାଜ୍ୟ ସରକାରଙ୍କ ପରାମର୍ଶ

ଭୁବନେଶ୍ୱର: ଗ୍ୟାସ ଅଭାବ ଦୂର ପାଇଁ ବିକଳ୍ପ ବ୍ୟବସ୍ଥା ବ୍ୟବହାର କରିବାକୁ ରାଜ୍ୟ ସରକାର ପରାମର୍ଶ ଦେଇଛନ୍ତି। ସମସ୍ତ ହୋଟେଲ ଓ ରେଷ୍ଟୁରାଣ୍ଟମାନଙ୍କୁ ପିଏନଜି, ବିଦ୍ୟୁତ ଓଭେନ୍, ଇଣ୍ଡକ୍ସନ୍, ବାଷ୍ପ ରନ୍ଧନ ପ୍ରଣାଳୀ ଇତ୍ୟାଦି ବିକଳ୍ପ ଇନ୍ଧନ ବ୍ୟବହାର କରିବାକୁ ପରାମର୍ଶ…

ଧର୍ମ ଆପଣାଇଲେ ମିଳିବନି ଅନୁସୂଚିତ ଜାତିର ମାନ୍ୟତା

ନୂଆଦିଲ୍ଲୀ : ଆଜି ସୁପ୍ରିମକୋର୍ଟ ଆନ୍ଧ୍ରପ୍ରଦେଶ ହାଇକୋର୍ଟର ଏକ ଆଦେଶକୁ ସମର୍ଥନ କରିଛନ୍ତି । ଯେଉଁଥିରେ ଜଣେ ବ୍ୟକ୍ତି ଖ୍ରୀଷ୍ଟିଆନ୍ ଧର୍ମ ଗ୍ରହଣ କରନ୍ତି ଏବଂ ଏହାକୁ ପାଳନ କରନ୍ତି ତେବେ ସେ ଅନୁସୂଚିତ ଜାତି ସମ୍ପ୍ରଦାୟର ସଦସ୍ୟ ରହିପାରିବେ ନାହିଁ ବୋଲି…

ଗ୍ୟାସ୍ ସିଲିଣ୍ଡର ବଣ୍ଟନ ପାଇଁ କୋଟା, ମଧ୍ୟପ୍ରଦେଶ ସରକାରଙ୍କ ନୂଆ ଗାଇଡ୍ ଲାଇନ୍

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ସରକାର ଗ୍ୟାସ୍ ସିଲିଣ୍ଡର ବଣ୍ଟନ ପାଇଁ ଏକ କୋଟା ସ୍ଥିର କରିଛନ୍ତି । ଘରୋଇ ଉପଭୋକ୍ତାଙ୍କୁ ପୂର୍ବ ଭଳି ୧୦୦ ପ୍ରତିଶତ ଯୋଗାଣ ପାଇପାରିବେ । ସେହିପରି ଶିକ୍ଷା ଏବଂ ଚିକିତ୍ସା କ୍ଷେତ୍ରରେ ସମ୍ବନ୍ଧିତ ଜିଲ୍ଲାରେ ଉପଲବ୍ଧ ହେଉଥିବା…

ସେନାରେ ମହିଳା ଅଧିକାରୀଙ୍କୁ ମିଳିବ ସ୍ଥାୟୀ ନିଯୁକ୍ତି

ନୂଆଦିଲ୍ଲୀ : ସୁପ୍ରିମକୋର୍ଟ ସେନାରେ ମହିଳା ଅଧିକାରୀମାନଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଦେଇଛନ୍ତି। ଭାରତୀୟ ସେନାରେ ଲିଙ୍ଗଗତ ସମାନତାକୁ ସୁଦୃଢ଼ କରି ସୁପ୍ରିମକୋର୍ଟ ଏକ ବଡ଼ ପଦକ୍ଷେପ ସ୍ୱରୂପ, ଆଜି ମହିଳା ଅଧିକାରୀଙ୍କୁ ସ୍ଥାୟୀ ନିଯୁକ୍ତି ମିଳିବା ନେଇ ଘୋଷଣା କରିଛନ୍ତି । ମୁଖ୍ୟ…

ଟୋଙ୍ଗାରେ ଶକ୍ତିଶାଳୀ ଭୂକମ୍ପ : ତୀବ୍ରତା ୭.୬, ସୁନାମୀ ଆଲର୍ଟ

ଟୋଙ୍ଗା : ଆଜି ଓସେନିଆର ମହାଦେଶର ଟୋଙ୍ଗା ଅଞ୍ଚଳ ନିକଟସ୍ଥ ନେଇଫୁରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି । ଯାହାର ତୀବ୍ରତା ୭.୬ ଥିବା ଜଣାପଡିଛି । ଭୂକମ୍ପ କେନ୍ଦ୍ରସ୍ଥଳ ୨୩୫ କିଲୋମିଟର ଗଭୀରତାରେ ଥିବା USGS ପକ୍ଷରୁ ସୂଚନା ମିଳିଛି ।…

ଦିଲ୍ଲୀ ବିଧାନସଭାକୁ ବୋମା ଧମକ, ଟାର୍ଗେଟରେ ମୋଦି ଓ ଅମିତ ଶାହ !

ନୂଆଦିଲ୍ଲୀ : ଦିଲ୍ଲୀ ସରକାର ଆଜି ବଜେଟ୍ ଉପସ୍ଥାପନ କରିବାକୁ ଯାଉଛନ୍ତି । କିନ୍ତୁ ଏହା ପୂର୍ବରୁ ବୋମା ଧମକ ମିଳିଛି । ଯାହା ହଇଚଇ ସୃଷ୍ଟି କରିଛି । ଦିଲ୍ଲୀ ବିଧାନସଭା ବାଚସ୍ପତି ବିଜେନ୍ଦ୍ର ଗୁପ୍ତା ଏବଂ ବିଧାନସଭା ମେଟ୍ରୋ ଷ୍ଟେସନକୁ…

ଇସ୍ରାଏଲ ଏୟାର ଷ୍ଟ୍ରାଇକରେ ଇରାନର ୨ ବୈଜ୍ଞାନିକ ମୃତ

ନୂଆଦିଲ୍ଲୀ: ଇସ୍ରାଏଲ ଏୟାର ଷ୍ଟ୍ରାଇକରେ ଇରାନର ଦୁଇ ବୈଜ୍ଞାନିକଙ୍କ ମୃତ୍ୟୁ । ଆକ୍ରମଣରେ ମିସାଇଲ୍ କିଙ୍ଗ୍ ନିହତ! । ତେହେରାନରେ ଇସ୍ରାଏଲର ଏୟାରଷ୍ଟ୍ରାଇକରେ ଇରାନର ମିସାଇଲ୍ ବିଶେଷଜ୍ଞ ଓ ତାଙ୍କ ପରିବାର ନିହତ । ଏକ ଆବାସିକ ଅଞ୍ଚଳରେ ଇସ୍ରାଏଲ୍ ପକ୍ଷରୁ ଶକ୍ତିଶାଳୀ…