କଲମ୍ବିଆ ମିଲିଟାରୀ ପ୍ଲେନ କ୍ରାସ: ଚାଲିଗଲା ୬୬ ଜୀମନ, ୬୦ରୁ ଉର୍ଦ୍ଧ୍ବ ଆହତ
ନୂଆଦିଲ୍ଲୀ: କଲମ୍ବିଆ ମିଲିଟାରୀ ପ୍ଲେନ କ୍ରାସ । ୬୬ ମୃତ । ଦକ୍ଷିଣ କଲମ୍ବିଆ ସୀମା ପେରୁ ନିକଟରେ ବିମାନ କ୍ରାସ । ୧୨୫ ଜଣଙ୍କୁ ନେଇ କଲମ୍ବିଆର ପୁଏର୍ଟୋ ଲେଗୁଇଜାମୋ ବିମାନ ବନ୍ଦରରୁ ଉଡ଼ାଣ ଭରିବାର କିଛି ସମୟ ପରେ ଘଟିଛି…
