ମହିଳାଙ୍କୁ ଗାଁ ଦାଣ୍ଡରେ ଘୋଷାଡ଼ି ଘୋଷାଡ଼ି ନିସ୍ତୁକ ମାଡ଼

ବ୍ରହ୍ମପୁର : ସୀମା ଟପିଲା ବର୍ବରତା । ମହିଳାଙ୍କୁ ଗାଁ ଦାଣ୍ଡରେ ଘୋଷାରି ଘୋଷାରି ମାରିଲେ ଗାଁଲୋକେ । ଗଞ୍ଜାମ ଜିଲ୍ଲା ଜରଡ଼ା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଜଗନ୍ନାଥପୁର ଗାଁର ଅଭାବନୀୟ ଘଟଣା । ବକେୟ ଟଙ୍କାର ନେଣଦେଣକୁ ନେଇ ମହିଳାଙ୍କୁ…

ଗାଡ଼ି କାଗଜପତ୍ର ଯାଞ୍ଚ ବେଳେ ତହସିଲଦାରଙ୍କୁ ଆକ୍ରମଣ କଲେ ବାଲି ମାଫିଆ

ସୋର : ଥାନାଠୁ ମାତ୍ର ଗୋଟିଏ କିଲୋମିଟର ଦୂରରେ ତହସିଲଦାରଙ୍କୁ ଆକ୍ରମଣ । ଗାଡ଼ି କାଗଜପତ୍ର ଯାଞ୍ଚ ସମୟରେ ସୋର ତହସିଲଦାରଙ୍କୁ ବାଲି ମାଫିଆ ଆକ୍ରମଣ ଅଭିଯୋଗ ହୋଇଛି । ତହସିଲଦାର ଚିନ୍ମୟ ରାଉତ ଓ ଅତିରିକ୍ତ ତହସିଲଦାର କୃଷ୍ଣ ମୋହନ ସିଂହ…

ପାରାଦୀପରେ ଦୁଇ ଦିନିଆ ସମରାଭ୍ୟାସ ସାଗର କବଚ-୨ ଆରମ୍ଭ

ପାରାଦୀପ: ପାରାଦୀପରେ ଦୁଇ ଦିନିଆ ମିଳିତ ସମରାଭ୍ଯାସ ସାଗର କବଚ-୧ ଆରମ୍ଭ । ଆଜି ସକାଳୁ ଜଳପଥ ସମେତ ସ୍ଥଳ ପଥରେ ସମରାଭ୍ୟାସ ଆରମ୍ଭ ହୋଇଯାଇଛି । ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ପରେ ଉପକୂଳର ସୁରକ୍ଷା ପାଇଁ ଉଭୟ ରାଜ୍ୟ ସରକାର…

ଯୁଦ୍ଧ ପାଇଁ ଆସି ପାରୁନି ତେଲ ଟ୍ୟାଙ୍କର, ରାଜ୍ୟରେ ସୃଷ୍ଟି ହେଲାଣି ପେଟ୍ରୋଲ ସମସ୍ୟା

ଭୁବନେଶ୍ୱର : ରାଜ୍ୟରେ ଅଭାବ ହେଲାଣି ପେଟ୍ରୋଲ । ପେଟ୍ରୋଲ ନମିଳିବାରୁ ହଇରାଣ ହେଉଛନ୍ତି ଗାଡି ଚାଳକ। ଗତ ଦୁଇ ଦିନ ଧରି ସହରର ଅଧିକାଂଶ ପେଟ୍ରୋଲ ପମ୍ପରେ ପେଟ୍ରୋଲ ମିଳୁନଥିବା ଅଭିଯୋଗ କରିଛନ୍ତି ଚାଳକମାନେ । ଏହାର ସିଧାସଳଖ ପ୍ରଭାବ ପଡିଛି…

ଭୁବନେଶ୍ବର ଏୟାରପୋର୍ଟରୁ ୩ କୋଟିରୁ ଅଧିକ ଟଙ୍କାର ମାରିଜୁଆନା ଜବତ

ଭୁବନେଶ୍ବର : ଆମ୍ବସଢା ଆଳରେ ଗଞ୍ଜେଇ ଚାଲାଣ । ଭୁବନେଶ୍ବର ଏୟାରପୋର୍ଟରୁ ୩ କୋଟିରୁ ଅଧିକ ଟଙ୍କାର ମାରିଜୁଆନା ଜବତ । ବ୍ୟାଙ୍କକରୁ ଭୁବନେଶ୍ବର ଚାଲାଣବେଳେ ମାଡ଼ି ବସିଲା DR I । ଟ୍ରଲି ବ୍ୟାଗରେ ସିକ୍ରେଟ ଚାମ୍ବରରେ ରଖି ଚାଲାଣ କରାଯାଉଥିଲା…

ସାମାନ୍ୟ ବଚସାରୁ ରୋଷେୟାଙ୍କ ତଣ୍ଟି କାଟିଲା ହେଲପର

ଭୁବନେଶ୍ବର: ରାଜଧାନୀରେ ଥମୁନି ଅପରାଧ । ସାମାନ୍ୟ ବଚସାରୁ କଟିଲା ତଣ୍ଟି । ହୋଟେଲ ରୋଷେୟାଙ୍କ ତଣ୍ଟି କାଟି ହତ୍ୟା ଉଦ୍ୟମ କଲା ହେଲପର । ଭୁବନେଶ୍ବର ପଟିଆ ଷ୍ଟେସନ ନିକଟର ଅଭାବନୀୟ ଘଟଣା । ଗୁରୁତର ମିସ୍ତ୍ରୀ ହେଲେ ଆଶିଷ ମହାନ୍ତି…

ଯୁଦ୍ଧବିରତି ନେଇ ଆଲୋଚନା ହୋଇନଥିବା କହିଲା ଇରାନ

ନୂଆଦିଲ୍ଲୀ : ଟ୍ରମ୍ପଙ୍କୁ ଝଟକା  ! ଇରାନ ମନା କଲା ।  ଆମେରିକା ସହ କୌଣସି ସିଧାସଳଖ ଆଲୋଚନା ହୋଇନଥିବା କହିଛି ଇରାନ ।  ଇରାନର ବୈଦେଶିକ ମନ୍ତ୍ରୀ ଆମେରିକାର ଦାବିକୁ ଖଣ୍ଡନ କରି କହିଛନ୍ତି ଯେ, ୱାଶିଂଟନ୍ ସହିତ ସେମାନଙ୍କର କୌଣସି…

୪୧ ଦେଶରୁ ଭାରତ ଆମଦାନୀ କରୁଛି ଏନର୍ଜି : ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ୨୪ଦିନରେ ପହଞ୍ଚିଛି। ଲୋକସଭାରେ ବଜେଟ ଅଧିବେଶନ ଚାଲିଛି। ଏହି ବୈଠକ ସମୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଲୋକସଭାରେ ଅଭିଭାଷଣ ରଖିଛନ୍ତି। ସେ କହିଛନ୍ତି ଯେ ପଶ୍ଚିମ ଏସିଆର ପରିସ୍ଥିତି ଚିନ୍ତାଜନକ।…

ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବରେ ମହଙ୍ଗା ହେବାରେ ଲାଗିଛି ଅତ୍ୟାବଶ୍ୟକ ସାମଗ୍ରୀ : ପୁଣି ହେବ ଲକ୍‌ଡାଉନ୍ !

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ମୂଳକ ପରିସ୍ଥିତି ହର୍ମୁଜ୍ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି।  ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଅଶୋଧିତ ତୈଳ ମୂଲ୍ୟ ବ୍ୟାରେଲ ପ୍ରତି $୧୧୨ ରେ ପହଞ୍ଚିଥିବାବେଳେ ଆମେରିକାରେ…

୫ ଦିନ ପାଇଁ ଇରାନ ଉପରେ ଆକ୍ରମଣ ସ୍ଥଗିତ, ଘୋଷଣା କଲେ ଟ୍ରମ୍ପ

ନୂଆଦିଲ୍ଲୀ: ୫ ଦିନ ପାଇଁ ସ୍ଥଗିତ ରହିଲା ଇରାନ ଉପରେ ଆକ୍ରମଣ ।  ସମସ୍ତ ପ୍ରକାର ସାମରିକ ଆକ୍ରମଣକୁ ଆମେରିକା ରଖିଲା ସ୍ଥଗିତ ।  ଏନେଇ ସୋସିଆଲ ମିଡିଆ ଟ୍ରୁଥରେ ଉଲ୍ଲେଖ କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ।  ଏଥିପାଇଁ…