ତେହେରାନ ଉପରେ ଆମେରିକାର ପ୍ରଚଣ୍ଡ ଏୟାରଷ୍ଟ୍ରାଇକ୍: ବିଦ୍ୟୁତ ସେବା ଠପ୍
ନୂଆଦିଲ୍ଲୀ : ଅନ୍ଧାରରେ ଇରାନର ରାଜଧାନୀ । ! ଆମେରିକାର ପ୍ରଚଣ୍ଡ ଏୟାରଷ୍ଟ୍ରାଇକ୍ ପରେ ଥରିଲା ତେହେରାନ । ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମାମାଡ଼! । ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର । ଟ୍ରମ୍ପଙ୍କ ଚେତାବନୀ:…
