ଆସନ୍ତା ୭ ଦିନ ଯାଏଁ କାଳବୈଶାଖୀ ବର୍ଷା ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର : ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷା ।  ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ।  ବର୍ଷା ସମୟରେ ୩୦ ରୁ ୪୦ କିମି ବେଗରେ ପବନ ବହିପାରେ ।  ତେବେ ଆସନ୍ତା…

ବଢୁଛି ତାତି, ଖୁବଶୀଘ୍ର ହୋଇପାରେ ସକାଳୁଆ ସ୍କୁଲ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ବଢୁଛି ତାତି ।  ଏପ୍ରିଲ ନ ପସୁଣୁ ଖରା ଖଇ ଫୁଟିଲାଣି । ଖୁବଶୀଘ୍ର ହୋଇପାରେ ସକାଳୁଆ ସ୍କୁଲ ।  ତାତିକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ ବାବଦରେ ନିଷ୍ପତ୍ତି ନିଆଯିବ । ଏ ନେଇ ବୈଠକ ବସିବ । …

କଟକ ତଳ ବାଲିଯାତ୍ରା ପଡିଆରେ ପୁସ୍ତକମେଳା ଉଦଘାଟିତ

କଟକ :  କଟକ ତଳ ବାଲିଯାତ୍ରା ପଡିଆରେ ପୁସ୍ତକମେଳା ଉଦଘାଟିତ ହୋଇଯାଇଛି ।  ମେୟର ସୁବାସ ସିଂ ପୁସ୍ତକମେଳାକୁ ଉଦଘାଟନ କରିଛନ୍ତି ।  କଟକ ମହାନଗର ନିଗମ ପକ୍ଷରୁ ଆୟୋଜିତ ଏହି ପୁସ୍ତକମେଳା ୧୦ ଦିନ ଧରି ଚାଲିବ ବୋଲି ଆୟୋଜକଙ୍କ ପକ୍ଷରୁ…

ପୂର୍ବତନ ପିସିସି ସଭାପତି ଜୟଦେବ ଜେନାଙ୍କୁ ହତ୍ୟା ଧମକ

ଭୁବନେଶ୍ବର: ପୂର୍ବତନ ପିସିସି ସଭାପତି ଜୟଦେବ ଜେନାଙ୍କୁ ହତ୍ୟା ଧମକ । ଭୁବନେଶ୍ୱର ଆସିଲେ ଜୀବନରୁ ମାରିଦେବାକୁ ଧମକ ଦେଲେ ଦୁର୍ବୃତ୍ତ । ମାର୍ଚ୍ଚ ୯ ତାରିଖରୁ ଆସିଥିଲା ହତ୍ୟା ଧମକ । ଏନେଇ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା କେନ୍ଦୁଝର…

ମିନି ସିଲିଣ୍ଡର ଫିଲିଂ ବେଳେ ଫାଟିଲା ଟାଙ୍କି, ଜଣେ ଗୁରୁତର

ଭୁବନେଶ୍ବର: ଫାଟିଲା ଗ୍ୟାସ ଟାଙ୍କି । ଉଡ଼ିଲା ଦୋକାନ । ଭୁବନେଶ୍ବର ଘାଟିକିଆରେ ଅଘଟଣ । ଗ୍ୟାସ ଦୋକାନରେ ମିନି ସିଲିଣ୍ଡର ଫିଲିଂ ବେଳେ ଫାଟିଲା ଟାଙ୍କି । ଗୋଟିଏ ଗ୍ୟାସରୁ ଗ୍ୟାସ ବ୍ୟାପି ଦୁଇ ତିନୋଟି ସିଲିଣ୍ଡର ଫାଟି ଥିବା ସୂଚନା…

ଅଖାରୁ ମିଳିଲା ନିଖୋଜ ଛାତ୍ରୀଙ୍କ ମୃତଦେହ

 କରଞ୍ଜିଆ: ଅଖା ଭିତରୁ ମିଳିଲା ନିଖୋଜ ଛାତ୍ରୀଙ୍କ ମୃତଦେହ। ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ। କରଞ୍ଜିଆ ଏନଏସି ୱାର୍ଡ ନ ୧୫ ବଣସାହି ନିକଟରେ ଅଖା ଭିତରୁ ମିଳିଲା ନିଖୋଜ ନାବାଳିକାଙ୍କ ମୃତଦେହ । ନିଖୋଜ ହୋଇଥିବା ନେଇ ଗତକାଲି…

ଦୁର୍ଘଟଣାରେ ଡ୍ରାଇଭରଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ଓଏସ୍ଆରଟିସି ଅଫିସ ଆଗରେ ପ୍ରତିବାଦ

ଭୁବନେଶ୍ବର: ଦୁର୍ଘଟଣାରେ ଓଏସ୍ଆରଟିସି ଡ୍ରାଇଭରଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା । କ୍ଷତିପୂରଣ ଦାବିରେ ଭୁବନେଶ୍ବର ଓଏସ୍ଆରଟିସି ଅଫିସ ଆଗରେ ମୃତଦେହ ରଖି ପ୍ରତିବାଦ କରୁଛନ୍ତି ପରିବାର । ଗତକାଲି ରାତିରେ ପଶ୍ଚିମବଙ୍ଗର ମେଦିନୀପୁର ପାଖରେ ଘଟିଛି ଦୁର୍ଘଟଣା । ମୃତକ ହେଉଛନ୍ତି କଟକ…

ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଘର ଆଗରେ ହଙ୍ଗାମା: ୨ ଗିରଫ

ଭୁବନେଶ୍ୱର : ପ୍ରତାପ ଜେନାଙ୍କ ବାସଭବନ ଆଗରେ ହଙ୍ଗାମା ଘଟଣାରେ ଦୁଇ ଗିରଫ। ହଙ୍ଗାମା କରିଥିବା ଦୁଇ ଯୁବକ ଗତକାଲି ବିଜୁ ଛାତ୍ର ଜନତା ଦଳରୁ ନିଲମ୍ବିତ ହୋଇଥିଲେ। ବିଜେଡି ନେତା ତଥା ପୂର୍ବତ୍ତନ ମନ୍ତ୍ରୀ ପ୍ରତାପ ଜେନା ରହୁଥିବା ସରକାରୀ…

ମହିଳାଙ୍କୁ ଗୁଳିମାଡ଼ କରି ଦୁର୍ବୃତ୍ତ ଫେରାର

ଝାରସୁଗୁଡା: ମହିଳାଙ୍କୁ ଫାୟାରିଂ । ଝାରସୁଗୁଡା ସହରରେ ଫୁଟିଲା ଗୁଳି । ଜଣେ ମହିଳା ଆହତ । ଆହତ ମହିଳାଙ୍କୁ ବୁର୍ଲା ମେଡିକାଲ ସ୍ଥାନାନ୍ତର । ସରବାହଲ ଅଞ୍ଚଳରେ ରାତି ସାଢ଼େ ୧୦ଟାରେ ଗୁଳିକାଣ୍ଡ ଘଟିଛି । ଘର ବାରଣ୍ଡାରେ ଠିଆ ହୋଇଥିବା…

ଜଳିଗଲା ବିଧାୟକ ଯାଉଥିବା ବସ, ବର୍ତ୍ତିଲେ ୪୦ ଯାତ୍ରୀ

ମାଲକାନଗିରି: ହୁ ହୁ ଜଳିଲା ବସ । ବିଧାୟକ ଯାଉଥିବା ବସ୍ ରେ ଲାଗିଲା ନିଆଁ । ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ ମାଲକାନଗିରି ଯିବା ବେଳେ ବସରେ ଅଗ୍ନିକାଣ୍ଡ । ଭୁବନେଶ୍ୱରର…