SCB ଅଗ୍ନିକାଣ୍ଡ ଘଟଣା ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଇସ୍ତଫା ଦାବି, ରାଜ୍ୟପାଳଙ୍କୁ ଭେଟିଲେ ବିରୋଧୀ
ଭୁବନେଶ୍ବର: ଜୋର ଧରିଲା ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଇସ୍ତଫା ଦାବି । SCB ଅଗ୍ନିକାଣ୍ଡ ଘଟଣାରେ ରାଜ୍ୟପାଳଙ୍କୁ ଭେଟି ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛନ୍ତି ବିରୋଧୀ । କଟକ ଏସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଘଟିଥିବା ଭୟାବହ ଅଗ୍ନିକାଣ୍ଡରେ ୧୩ ଜଣଙ୍କ…
