ମାର୍ଚ୍ଚ ଶେଷ ସୁଦ୍ଧା ମାଲକାନଗିରି ବିମାନ ବନ୍ଦରରୁ ନିୟମିତ ଉଡ଼ିବ ବିମାନ
ମାଲକାନଗିରି : ମାଲକାନଗିରି ଜିଲ୍ଲାବାସୀଙ୍କ ପାଇଁ ଖୁସି ଖବର । ମାର୍ଚ୍ଚ ଶେଷ ସୁଦ୍ଧା ମାଲକାନଗିରି ବିମାନ ବନ୍ଦରରୁ ନିୟମିତ ଉଡ଼ିବ ବିମାନ । ଏଥିପାଇଁ ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ ଟିମ୍ ଏବଂ ଇଣ୍ଡିଆ ୱାନ ଏୟାର କମ୍ପାନୀର ଏକ ବୈଷୟିକ ଟିମ ବିମାନ…
