ଏସସିବିରେ ଅଗ୍ନିକାଣ୍ଡ: ୧୦ ମୃତ, ମୃତକଙ୍କ ପରିବାରକୁ ୨୫ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା
କଟକ: କଟକ ଏସସିବି ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ନିଆଁ ଲାଗିଥିବା ହେତୁ ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଅଗ୍ନିକାଣ୍ଡରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତକଙ୍କ ପରିବାରକୁ ୨୫ ଲକ୍ଷ ଲେଖାଏଁ…
