ଇସଲାମାବାଦ ଏୟାରପୋର୍ଟରେ ଡ୍ରୋନ୍ ଆଟାକ କଲା ତାଲିବାନ, ପାକ୍ ସୈନ୍ୟ ନିହତ

ଇସଲାମାବାଦ : ଆମେରିକା, ଇସ୍ରାଏଲ ଏବଂ ଇରାନରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆଫଗାନିସ୍ତାନ ଏବଂ ପାକିସ୍ତାନ ଯୁଦ୍ଧରେ ନୂଆ ମୋର୍ଚ୍ଚା ଖୋଲିଛି । ପ୍ରଥମେ ପାକିସ୍ତାନ ଆଫଗାନିସ୍ତାନର କାବୁଲ, କାନ୍ଦାହାର, ପାକଟିଆ ଏବଂ ପାକଟିକାରେ ଏୟାର ଷ୍ଟ୍ରାଇକ୍ କରିଥିଲା । ପ୍ରତିଶୋଧ ପରାୟଣ…

ଆମେରିକାର ପ୍ରଚଣ୍ଡ ଆକ୍ରମଣରେ ଧ୍ୱଂସ ହେଲା ଇରାନର ‘ଖାର୍ଗ ଦ୍ୱୀପ’

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆରେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ତାଙ୍କ ନିର୍ଦ୍ଦେଶରେ ଆମେରିକୀୟ ସେନା ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଖାର୍ଗ ଦ୍ୱୀପ (Kharg Island) ଉପରେ ଏକ ଭୟଙ୍କର ବୋମା ମାଡ଼ କରିଛି।…

ଇରାନ-ଆମେରିକା ଯୁଦ୍ଧରେ ହସ୍ତକ୍ଷେପ କଲେ ପୁଟିନ

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ ଭୟଙ୍କର ହେଉଛି ଯୁଦ୍ଧ । ଇରାନ-ଆମେରିକା ଯୁଦ୍ଧରେ ପୁଟିନଙ୍କ ଏଣ୍ଟ୍ରି? ଟ୍ରମ୍ପ ଦେଲେ ବଡ଼ ସଙ୍କେତ । ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, ଆମେରିକା ଓ ଇସ୍ରାଏଲ୍ ସହ ଚାଲିଥିବା ଯୁଦ୍ଧ ମଧ୍ୟରେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଇରାନକୁ ‘ଅଳ୍ପ…

ରାଜ୍ୟସଭା ନିର୍ବାଚନ ଲାଗି ୧୬ରେ ବିଧାନସଭା ବୈଠକ ବନ୍ଦ

ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ଲାଗି ଚଳିତ ମାସ ୧୬ ପୂର୍ବାହ୍ଣ ୯ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ଥିବାରୁ ଏହିଦିନ ବିଧାନସଭା ବୈଠକ ହେବନାହିଁ। ଶୁକ୍ରବାର ଗୃହରେ ଗୃହୀତ କାର୍ଯ୍ୟ ପରାମର୍ଶଦାତା କମିଟିଙ୍କ ରିପୋର୍ଟ ଅନୁଯାୟୀ ଏହା ସ୍ଥିରିକୃତ ହୋଇଛି।…

ରାଜ୍ୟସଭା ନିର୍ବାଚନକୁ ନେଇ ନବୀନ-ଜୟନାରାୟଣ ମୁହାଁମୁହିଁ

ଭୁବନେଶ୍ଵର: ଆସନ୍ତା ୧୬ ତାରିଖରେ ରାଜ୍ୟସଭା ନିର୍ବାଚନ ଅନୁଷ୍ଠିତ ହେବ । ଏହାକୁ  ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏବଂ ଭାଜପା ବିଧାୟକ ଜୟନାରାୟଣ ମିଶ୍ର ମୁହାଁମୁହିଁ ହୋଇଛନ୍ତି। ଘୋଡ଼ା ବେପାର ନେଇ ଦୁଇ ନେତା ପରସ୍ପରକୁ ଆକ୍ଷେପ…

ଭୁବନେଶ୍ୱରରେ ‘ଏକା- ଦି ୱାନ’ ଜାତୀୟ କଳା ପ୍ରଦର୍ଶନୀ ଉଦ୍‌ଘାଟିତ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ବୁଦ୍ଧ ଆର୍ଟ ଗ୍ୟାଲେରୀଠାରେ ଏକ ନିଆରା ଜାତୀୟ ଭ୍ରାମ୍ୟମାଣ କଳା ପ୍ରଦର୍ଶନୀ ‘ଏକା-ଦି ୱାନ’ (EKA- The One) ଉଦ୍‌ଘାଟିତ ହୋଇଯାଇଛି। କଳାକାର ତଥା ସାମାଜିକ ଉଦ୍ୟୋଗୀ ଡ. ବୀଣା ଉନ୍ନିକ୍ରିଷ୍ଣନ୍‌ଙ୍କ ପରିକଳ୍ପନାରେ ପ୍ରସ୍ତୁତ ଏହି ତିନି ଦିନିଆ ପ୍ରଦର୍ଶନୀ ଆସନ୍ତା…

କଟକରୁ ଭୁବନେଶ୍ୱର ପ୍ରତି ଅଧ ଘଣ୍ଟାରେ ଗଡ଼ିବ ନମୋ ଟ୍ରେନ: ରେଳମନ୍ତ୍ରୀ

ଭୁବନେଶ୍ୱର : ସଂସଦରେ ବଡ଼ ଘୋଷଣା କରିଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।  କଟକରୁ ଭୁବନେଶ୍ୱର ଏବଂ ଭୁବନେଶ୍ୱରରୁ କଟକ ମଧ୍ୟରେ ପ୍ରତି ଅଧ ଘଣ୍ଟାରେ ନମୋ ଟ୍ରେନ ଚଳାଚଳ କରିବ ବୋଲି ସେ ଘୋଷଣା କରିଛନ୍ତି ।  ଏହି ଟ୍ରେନ ଚଳାଚଳ…

ରାଜ୍ୟରେ ବଢ଼ୁଛି ତାତି; ଝାରସୁଗୁଡାରେ ସର୍ବାଧିକ ତାପମାତ୍ରା ୪୦.୬ ଡିଗ୍ରୀ ସେଲସିଅସ

ଭୁବନେଶ୍ୱର : ରାଜ୍ୟରେ ଧୀରେ ଧୀରେ ବଢ଼ୁଛି ତାପମାତ୍ରା । ସର୍ବାଧିକ ତାପମାତ୍ରା ଝାରସୁଗୁଡାରେ ୪୦.୬ ଡିଗ୍ରୀ ସେଲସିଅସ ରେକର୍ଡ ହୋଇଥିବା ବେଳେ ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ୧୫.୫ ଡିଗ୍ରୀ ସେଲସିଅସ ରହିଛି। କିଛି ଅଞ୍ଚଳରେ ତାପମାତ୍ରା ୩୮ରୁ ୪୦ ଡିଗ୍ରୀ ମଧ୍ୟରେ…

ଏସଆଇଆର ପ୍ରସଙ୍ଗରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର : ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆରମ୍ଭ ହେଲା ଗୁରୁତ୍ୱପୂର୍ଣ୍ଣ ବୈଠକ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବୈଠକ ବସିଛି । ଉପସ୍ଥିତ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦଳୀୟ ବିଧାୟକ। ପ୍ରଥମେ ଏସଆଇଆର ପ୍ରସଙ୍ଗରେ ଚାଲିଛି…

ବଲାଙ୍ଗିର ଜେଲରେ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

ବଲାଙ୍ଗିର: ପୁଣି କଏଦୀ ମୃତ୍ୟୁ । ବଲାଙ୍ଗିର ଜେଲ ଭିତରେ କଏଦୀଙ୍କ ସନ୍ଦେହ ଜନକ ମୃତ୍ୟୁ । ମୃତ କଏଦୀ ବଲାଙ୍ଗିର ସଦର ଥାନା କୁଶଙ୍ଗ ଗାଁର ଭୀଷ୍ମଦେବ ସାହୁ ଓରଫ ଗୋପାଳ । ୨୦୨୧ ମସିହାରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ଜେଲ…