ନିଜ ଇଚ୍ଛାରେ ଯେଉଁଠିବି ରହିପାରିବ ପ୍ରାପ୍ତବୟସ୍କ ଝିଅ: ହାଇକୋର୍ଟ
କଟକ : ଜଣେ ପ୍ରାପ୍ତବୟସ୍କ ବ୍ୟକ୍ତି ଯଦି ସ୍ବାଧୀନ ଭାବେ ବଞ୍ଚି ରହିବାକୁ ନିଷ୍ପତ୍ତି ନିଅନ୍ତି ତେବେ ଏପରି ନିର୍ଣ୍ଣୟରେ କୌଣସି ବାଧା ନାହିଁ । ଏପରି ଝିଅଙ୍କୁ ଶ୍ଵଶୁରଘର ବା ବାପା-ମା’ଙ୍କ ପାଖରେ ରହିବାକୁ ବାଧ୍ୟ କରିବା ଭଳି ଆଇନରେ ବ୍ୟବସ୍ଥା…
