ପଦ୍ମ ଶିବିରରେ ରବିନ୍ଦ୍ର ଜେନା
ଭୁବନେଶ୍ଵର: ବିଜେପି ଶିବିରରେ ସାମିଲ ହେଲେ ବାଲେଶ୍ଵର ପୂର୍ବତନ ସାଂସଦ ରବିନ୍ଦ୍ର ଜେନା । ବିଜେପିର ରାଜ୍ୟ କାର୍ଯ୍ୟାଳୟରେ ମିଶ୍ରଣ ପର୍ବରେ ଯୋଗ ଦେଲେ ବାଲେଶ୍ଵର ପୂର୍ବତନ। ଶତାଧିକ ସମର୍ଥକଙ୍କ ବିରାଟ ପଟୁଆରରେ ଆସି ପଦ୍ମ ଧରିଲେ ରବିନ୍ଦ୍ର। ରାଜ୍ୟ ସଭାପତି…
ଭୁବନେଶ୍ଵର: ବିଜେପି ଶିବିରରେ ସାମିଲ ହେଲେ ବାଲେଶ୍ଵର ପୂର୍ବତନ ସାଂସଦ ରବିନ୍ଦ୍ର ଜେନା । ବିଜେପିର ରାଜ୍ୟ କାର୍ଯ୍ୟାଳୟରେ ମିଶ୍ରଣ ପର୍ବରେ ଯୋଗ ଦେଲେ ବାଲେଶ୍ଵର ପୂର୍ବତନ। ଶତାଧିକ ସମର୍ଥକଙ୍କ ବିରାଟ ପଟୁଆରରେ ଆସି ପଦ୍ମ ଧରିଲେ ରବିନ୍ଦ୍ର। ରାଜ୍ୟ ସଭାପତି…
ଭୁବନେଶ୍ଵର:ରାଜ୍ୟରେ ରାସକାର୍ଡର ଏକ ବଡ କେଳେଙ୍କାରୀ ଦେଖିବାକୁ ମିଳିଛି । ରାଜ୍ୟରେ ୭ ଲକ୍ଷ ଭୂତ ରାସନକାର୍ଡ ହିତାଧିକାରୀ ନାଁରେ ଲୁଟ ହେଉଥିଲା ରାସନ। ଲକ୍ଷାଧିକ ଅଯୋଗ୍ୟ ହିତାଧିକାରୀ ବି ହାତେଇ ଥିଲେ ରାସନକାର୍ଡ । ନୂଆ ସରକାର ଇ-କେଓ୍ବାସି ପ୍ରକିୟା…
କନ୍ଧମାଳ : ମାଓବାଦୀଙ୍କ ଆତ୍ମସମର୍ପଣ । କନ୍ଧମାଳ ପୋଲିସ୍ ନିକଟରେ ଆତ୍ମମର୍ପଣ କଲେ ୧୦ ମାଓବାଦୀ । ଫୁଲବାଣୀ ସ୍ଥିତ ପୋଲିସ୍ ରିଜର୍ଭ ପଡିଆ ଠାରେ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ଆଇନଶୃଙ୍ଖଳା ADG ସଂଜୀବ ପଣ୍ଡା, ସ୍ପେଶାଲ ଇଣ୍ଟେଲିଜେନ୍ସ ୱିଙ୍ଗ୍ DIG…
ବାରଙ୍ଗ : ନନ୍ଦନକାନନ ଆସିଲେ ନୂଆ ଅତିଥି । ପ୍ରଥମଥର ପାଇଁ ପର୍ଯ୍ୟଟକ ଦେଖିବାକୁ ପାଇବେ ‘ରିଙ୍ଗ ଟେଲଡ୍ ଲେମୁର୍’। ଚଳିତ ବର୍ଷର ପ୍ରଥମ ଜନ୍ତୁ ଅଦଳବଦଳ ପ୍ରକ୍ରିୟାରେ ଏହି ଜନ୍ତୁ ନନ୍ଦନକାନନ ଆସିଛନ୍ତି । ପ୍ରାଣୀଉଦ୍ୟାନ ନନ୍ଦନକାନନ ଓ ବିଶାଖାପାଟଣାର ଇନ୍ଦିରା…
ଭଦ୍ରକ: ଗର୍ଭବତୀଙ୍କୁ ଜୀବନରୁ ମାରିଦେଇ ନଦୀକୁ ଫିଙ୍ଗି ଦେଲେ ଶ୍ବଶୁର ଘର ଲୋକ । ଭଦ୍ରକ ଜିଲ୍ଲା ପୀରହାଟ ଥାନା ସାପକାତିଆ ଗାଁରେ ଜଣେ ଗର୍ଭବତୀ ମହଳାଙ୍କୁ ଯୋଜନାବଦ୍ଧ ଭାବରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମହିଳାଙ୍କୁ ଶ୍ୱଶୁର ଘର ଲୋକେ…
ଭୁବନେଶ୍ୱର : ରାଜରାସ୍ତାରେ ବିଜେଡିର ପ୍ରତିବାଦ । ରନ୍ଧନ ଗ୍ୟାସ୍ ଦରବୃଦ୍ଧି ପ୍ରତିବାଦରେ ଆଜି ବିଜୁ ମହିଳା, ଯୁବ ଏବଂ ଛାତ୍ର ଜନତା ଦଳ ତରଫରୁ ମାଷ୍ଟର କ୍ୟାଣ୍ଟିନ ଛକରେ ଆନ୍ଦୋଳନ କରିଛି ବିଜେଡି । ଅଭିନବ ଢଙ୍ଗରେ ରାସ୍ତାରେ ଚୁଲି…
କଟକ: ଭିଜିଲାନ୍ସ ଜାଲରେ OAS ବାବୁ । କଟକ କଣ୍ଟାପଡା ତହସିଲଦାର ପ୍ରସନ୍ନ ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବର୍ହିଭୂତ ସମ୍ପତ୍ତି ଯାଞ୍ଚ କରୁଛି ଟିମ୍ ।OAS ବାବୁଙ୍କ ବ୍ୟାଙ୍କରେ ୭ କୋଟିରୁ ଅଧିକ ଜମା । ଏବେ…
କେନ୍ଦ୍ରାପଡା : ମଧ୍ୟପ୍ରାଚ୍ୟରେ ଫସିଛନ୍ତି ଓଡ଼ିଆ ଶ୍ରମିକ । ଆମେରିକା ଓ ଇରାନ ଯୁଦ୍ଧର ଖବର ଶୁଣି ଫସିଥିବା ଓଡ଼ିଆ ଶ୍ରମିକଙ୍କ ପରିବାର ଲୋକ ଅସ୍ତବ୍ୟସ୍ତ । ଘର ଲୋକଙ୍କ କାନ୍ଦବୋବାଳିରେ ଫାଟୁଛି ଗାଁ ଦାଣ୍ଡ । କେନ୍ଦ୍ରାପଡା ଜିଲ୍ଲା ଆଳି ଓ…
ରେଢାଖୋଲ: ଜଳୁଛି ଜଙ୍ଗଲ। ରେଢାଖୋଲ ବନଖଣ୍ଡର ବିଭିନ୍ନ ରେଞ୍ଜର ଜଙ୍ଗଲରେ ଲାଗିଛି ନିଆଁ । ହୁ ହୁ ହୋଇ ଜଳୁଛି ଜଙ୍ଗଲ । କେହି ଦୁର୍ବୃତ୍ତ ନିଆଁ ଲଗାଇଦେଇଥିବା ସନ୍ଦେହ କରାଯାଉଛି । ଅଗ୍ନିକାଣ୍ଡ ଯୋଗୁ ବହୁ ମୂଲ୍ୟବାନ ଗଛ ପୋଡି ପାଉଁଶ ହୋଇଯାଇଛି । ଜୀବଜନ୍ତୁ ମଧ୍ଯ ଅକାରଣେ ମୃତ୍ଯୁବରଣ କରୁଛନ୍ତି । ରେଢ଼ାଖୋଲ ବନଖଣ୍ଡ ଅନ୍ତର୍ଗତ ଗିରିଶ୍ଚନ୍ଦ୍ରପୁର,ଚାରମାଳ,ବଡମାଳରେଞ୍ଜ,ନାକଟିଦେଉଳ, ବଡବାହାଳ ବନାଞ୍ଚଳର ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଲାଗିଛି ନିଆଁ । ପ୍ରକୋପ ଏତେ ଜୋରରେ ଥିଲା ଯେ ବନବିଭାଗ ଆୟତ୍ତ କରିବାକୁ ନାକେଦମ ହୋଇପଡିଥିଲା । ଖରାଦିନ ଆସିନଥିବାବେଳେ ଏବେଠୁ ଜଙ୍ଗଲ ନିଆଁ ଚିନ୍ତାର କାରଣ ପାଲଟିଛି । ଗତକାଲି ସେହିଭଳି, ଗ୍ରୀଷ୍ମ ଋତୁ ଆରମ୍ଭ ନହେଉଣୁ ଡରାଇଲାଣି ଜଙ୍ଗଲ ନିଆଁ ଭୟ । ନିଆଁ ଆୟତ୍ତ କରିବା ପାଇଁ ନାକେଦମ ହେଲେଣି ବନବିଭାଗ କର୍ମଚାରୀ । ନୟାଗଡ଼ ଜିଲ୍ଲା…
କଟକ: ଜଲାରପୁର ଗାଁର ଜ୍ୟୋତିରଞ୍ଜନ ବାରିକଙ୍କ ପତ୍ନୀ ଚନ୍ଦ୍ରକାନ୍ତାଙ୍କର ଗଲ୍ ବ୍ଲାଡରରେ ଷ୍ଟୋନ ଅପରେସନ ପାଇଁ ଭର୍ତ୍ତି କରାଯାଇଥିଲା । ଅପରେସନ ପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ତାଙ୍କର…