ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ନୀତୀଶ କୁମାର
ନୂଆଦିଲ୍ଲୀ : ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଛନ୍ତି । ଗୃହମନ୍ତ୍ରୀ ଅମିତ ଶାହ ଏବଂ ଏନଡିଏ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ନାମାଙ୍କନ ଭରିଛନ୍ତି । ନୀତୀଶ କୁମାର, ବିଜେପି ସଭାପତି ନୀତିନ ନବୀନଙ୍କ ସମେତ ୫…
