March 2026

ଛେଳି ଚୋରକୁ ପିଟିପିଟି ମାରିଦେଲେ ଗ୍ରାମବାସୀ

ରାଇରଙ୍ଗପୁର: ଛେଳି ଚୋରକୁ ପିଟିପିଟି ହତ୍ୟା । ରାଇରଙ୍ଗପୁରର ତିରିଂ ଥାନା ଇନ୍ଦକୋଳି ଗାଁରେ ନୃଶଂସ ହତ୍ୟାକାଣ୍ଡ ହୋଇଛି । ଗାଁର ୪ଜଣ ଛେଳି ଚୋର ୨ଟି ବାଇକରେ ଆସି ଛେଳି ଚୋରି କରୁଥିବା ବେଳେ ମାଡ଼ିବସିଲେ ଲୋକେ । ୨ଜଣ…

ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର

ଭୁବନେଶ୍ୱର : ଯୁବକଙ୍କୁ ମାରିଲା କିଏ ? ବିଲଡରଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର । ଲିଙ୍ଗରାଜ ଷ୍ଟେସନର ଟ୍ରାକରୁ ବିଲଡରଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର କଲା ଜିଆରପି ପୋଲିସ । ମୃତକ ହେଲେ ବୋତଣ୍ଡାର ପପୁ ବେହେରା । ଜମି ଓ…

ଚନ୍ଦ୍ରଗ୍ରହଣ ପାଇଁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି, ମହାପ୍ରଭୁଙ୍କ ସୁନା ବେଶ ଦର୍ଶନ କରିବେ ଭକ୍ତ

ପୁରୀ : ଚନ୍ଦ୍ରଗ୍ରହଣ ପାଇଁ ପୁରୀ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଛି । ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ଦୋଳପୂର୍ଣ୍ଣିମା ଅବସରରେ ଶ୍ରୀ ଜୀଉଙ୍କ ସୁନା ବେଶ ଅନୁଷ୍ଠିତ ସହ ଦୋଳ ବେଦୀ ଠାରେ ସ୍ୱତନ୍ତ୍ର ଦୋଳ ନୀତି…

୨୫ରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି !

ପୁରୀ : ମାର୍ଚ୍ଚ ୨୫ରୁ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି !। ପୁରୀ ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ଵପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ମାହେନ୍ଦ୍ର ବେଳା ଚୈତ୍ର ଶୁକ୍ଳ ସପ୍ତମୀ ତିଥିରେ ହେବ ଗଣତିମଣତି। ମଧ୍ୟାହ୍ନ ୧୨ଟା୧୨ମିନିଟରୁ ଦିନ ଗୋଟାଏ…

ମାଟ୍ରିକ୍‌ ପରୀକ୍ଷାର୍ଥୀଙ୍କୁ କପି ଯୋଗାଇ ଫ୍ଲାଇଂ ସ୍କ୍ୱାଡ୍ ହାତରେ ଧରାପଡ଼ିଲେ ୩ ଶିକ୍ଷକ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା କୋଲନରା ବ୍ଲକ କୈଳାସପୁର ସରକାରୀ ହାଇସ୍କୁଲରେ ଦଶମ ପରୀକ୍ଷା ବେଳେ ଧରାପଡିଲା ଶିକ୍ଷକଙ୍କ କାଣ୍ଡ। ବାହାର ସ୍କୁଲର ୩ ଜଣ ଶିକ୍ଷକଙ୍କୁ କପି ଦେଉଥିବା ଅଭିଯୋଗରେ ଧରିଛି ଫ୍ଲାଇଂ ସ୍କ୍ବାଡ୍‌ । ମାଟ୍ରିକ ପରୀକ୍ଷା ସମୟରେ ପରୀକ୍ଷାର୍ଥୀଙ୍କୁ…

ହୋଲିରେ ଆଇନ ହାତକୁ ନେଲେ ନିଆଯିବା କଠୋର କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଆଜି ପବିତ୍ର ଦୋଳ ପୂର୍ଣ୍ଣମୀ। ହୋଲିରେ ମତୁଆଲା ହେବା ପାଇଁ ଏବେ ସମସ୍ତେ ପ୍ରସ୍ତୁତ। ରାଗ ରୁଷାକୁ ଭୁଲି ପରସ୍ପରକୁ ରଙ୍ଗ ଲଗାଇ ହୋଲି ଖେଳିବାର ମଜା ପ୍ରତ୍ୟେକ ଭାରତୀୟଙ୍କ ପାଇଁ ସ୍ଵତନ୍ତ୍ର ହୋଇଥାଏ। ହେଲେ ହୋଲିରେ କିଛି ବିଶୃଙ୍ଖଳା…

ମାର୍ଚ୍ଚ ଆରମ୍ଭରୁ ରେକର୍ଡ ଭାଙ୍ଗିଲା ତାତି, ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ୩୫ ଡିଗ୍ରୀ ଟପିଲା ପାରଦ

ଭୁବନେଶ୍ୱର: ମାର୍ଚ୍ଚ ଆରମ୍ଭରୁ ରେକର୍ଡ ଭାଙ୍ଗିଲା ତାତି। ହୋଲିରେ ତାତି ଦେଖାଇବ ତାଉ, ଆହୁରି ବଢ଼ିବ ଖରା। ଏବେଠୁ ଡରେଇଲାଣି ଖରା । ଦିନ ଦଶଟା ପରେ ଘରୁ ବାହାରିଲେ ଦେହ ଜଳି ପୋଡି ଗଲାଭଳି ଲାଗୁଛି । ମାର୍ଚ୍ଚ ପହିଲାରୁ…

ଜିନ୍ଦଲ ଓ ବିଏମସି ମିଳିତ ଆନୁକୂଲ୍ୟରେ ମୋବାଇଲ୍ ସାନିଟେସନ୍ ୟୁନିଟ୍ ଆରମ୍ଭ

ଭୁବନେଶ୍ବର: ସାମୁଦାୟିକ କଲ୍ୟାଣ ଏବଂ ଉନ୍ନତ ସହରାଞ୍ଚଳ ପରିମଳ ପ୍ରତି ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ ​​କରି ଜିନ୍ଦଲ ଫାଉଣ୍ଡେସନ, ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (BMC) ସହିତ ମିଳିତ ଭାବରେ, ସହର ସାରା ସାର୍ବଜନୀନ କାର୍ଯ୍ୟକ୍ରମ, ଉତ୍ସବ ଏବଂ ବଡ଼ ସମାବେଶ ସମୟରେ…

ସରିଲା ୪ଦିନିଆ ଦକ୍ଷତା ମହାକୁମ୍ଭ; ୧୩୨ କୃତି ପ୍ରତିଯୋଗୀ ପୁରସ୍କୃତ

ଭୁବନେଶ୍ୱର: ପୂର୍ବ ଭାରତ ପାଇଁ ଆୟୋଜିତ ଇଣ୍ଡିଆସ୍କିଲ୍ସ ଆଞ୍ଚଳିକ ପ୍ରତିଯୋଗିତା ୨୦୨୫-୨୬ ଭୁବନେଶ୍ୱରସ୍ଥିତ ଏସଡିଆଇ (SDI) ଅଡିଟୋରିୟମରେ ଉଦଯାପିତ ହୋଇଛି। ଏହା ଥିଲା ଯୁବ ପ୍ରତିଭା, ବୈଷୟିକ ଉତ୍କର୍ଷତା ଏବଂ ଆଞ୍ଚଳିକ ଗୌରବର ମହାକୁମ୍ଭ। କେନ୍ଦ୍ର କୌଶଳ ବିକାଶ ମନ୍ତ୍ରଣାଳୟର ତତ୍ତ୍ୱାବଧାନରେ…

ଯୁଦ୍ଧ ସ୍ଥିତି ନେଇ ଟେଲିଫୋନ୍‌ରେ ନେତାନ୍ୟାହୁଙ୍କ ସହ କଥା ହେଲେ ମୋଦୀ

ନୂଆଦିଲ୍ଲୀ: ମଧ୍ୟ-ପୂର୍ବ ଏସିଆ ଭୟଙ୍କର ଯୁଦ୍ଧର ନିଆଁରେ ଜଳୁଛି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଗୋଟିଏ ପରେ ଗୋଟିଏ ବଡ଼ ଆକ୍ରମଣ କରିଚାଲିଛନ୍ତି। ଯେଉଁଥିରେ ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମନେଇଙ୍କ ସମେତ ବହୁ ସଂଖ୍ୟକ ଶୀର୍ଷ ନେତାଙ୍କ ମୃତ୍ୟୁ…