ଶ୍ରୀମନ୍ଦିରରେ ନୀତି ବିଳମ୍ବ ପ୍ରସଙ୍ଗ, ମହାପ୍ରସାଦ ରନ୍ଧା ବନ୍ଦ ଚେତାବନୀ

ପୁରୀ : ଗତ 28 ତାରିଖରେ ଶ୍ରୀମନ୍ଦିରରେ ନୀତି ବିଳମ୍ବ ପ୍ରସଙ୍ଗ ।  ମହାପ୍ରସାଦ ରନ୍ଧା ବନ୍ଦ ଚେତାବନୀ ଦେଲା ସୁଆରମହାସୁଆର ନିଯୋଗ ।  ସିଂହଦ୍ଵାର ସମ୍ମୁଖରେ ଆନ୍ଦୋଳନ ଚେତାବନୀ ଦେଲା ସୁଆରମହାସୁଆର ନିଯୋଗ ।  କ୍ଷତିପୂରଣ ସହ ନୀତି ବିଳମ୍ବରେ ସମ୍ପୃକ୍ତ…

କେଜିଏ ସୁନା ଓ ୪ କେଜି ରୁପା ଅଳଙ୍କାର ଜବତ, ୪ ଗିରଫ

ଭଦ୍ରକ : ଭଦ୍ରକ ପୋଲିସ ହାତରେ ଦୁର୍ଦ୍ଦାନ୍ତ ଡକାୟତ ଗ୍ୟାଙ୍ଗର ୪ ସଦସ୍ୟ ।  ଭଦ୍ରକ ସହର ଓ ଗ୍ରାମାଞ୍ଚଳ ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଘରେ କେହି ନ ଥିବାର ସୁଯୋଗ ନେଇ ଘରେ ପଶି ଲୁଟ କରନ୍ତି ।  ଦୁର୍ଦ୍ଦାନ୍ତ…

ସରିଲା ମାଟ୍ରିକ ପରୀକ୍ଷା, ୧୯ରୁ ଖାତାଦେଖା

କଟକ : ସରିଲା ମାଟ୍ରିକ ପରୀକ୍ଷା ।  ଆସନ୍ତା ୧୯ରୁ ଆରମ୍ଭ ହେବ ଖାତାଦେଖା ।  ଆଜି ଅନ୍ତିମ ଦିନରେ ଗଣିତ ପରୀକ୍ଷା ସୁରୁଖୁରୁରେ ସରିଛି। ଶେଷ ପର୍ଯ୍ୟନ୍ତ କୌଣସି ବି ସେଣ୍ଟରରେ କପି ଧରାପଡ଼ିବା କିମ୍ବା ପ୍ରଶ୍ନପତ୍ର ଭାଇରାଲ ଭଳି ପରିସ୍ଥିତି…

ତେଲେଙ୍ଗାନାରୁ ୧୫ ଦାଦନ ଶ୍ରମିକ ଉଦ୍ଧାର

ସୁବର୍ଣ୍ଣପୁର: ଦାସତ୍ବ ପ୍ରଥା ହଟିଛି ହେଲେ ହଟିନି ଦାଦନ ଶ୍ରମିକଙ୍କ ଦୁଃଖ । ଇଟାଭାଟିରେ ବନ୍ଧା ପଡି ବନ୍ଦୀ ଜୀବନ ଅତିବାହିତ କରୁଥିଲେ ୧୫ ଜଣ ଦାଦନ ଶ୍ରମିକ । ସମସ୍ତଙ୍କୁ ଉଦ୍ଧାର କରି ପରିବାରଙ୍କୁ ହସ୍ତାନ୍ତର କରିଛି ସୁବର୍ଣ୍ଣପୁର ପୋଲିସ…

ରାଜ୍ୟସଭା ନିର୍ବାଚନ ପାଇଁ ୧୬ ସେଟ୍ ଫର୍ମ କିଣିଲା ବିଜେପି

ଭୁବନେଶ୍ୱର : ରାଜ୍ୟସଭା ନିର୍ବାଚନ । ୧୬ ସେଟ୍ ଫର୍ମ କିଣିଲା ବିଜେପି ।  ରିଟର୍ଣ୍ଣିଂ ଅଫିସରଙ୍କଠାରୁ ଫର୍ମ କିଣିଲେ ୪ ବିଜେପି ବିଧାୟକ ।  ଆଜି ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ବିଜେପି ବିଧାୟକ ଦଳ ବୈଠକ ବସିଥିଲା ।  ଏହାପରେ ୪ ବିଜେପି…

ହଷ୍ଟେଲରୁ ବେଆଇନ ସିମ୍ ବକ୍ସ ଜବତ

ଭୁବନେଶ୍ୱର: ଭୁବନେଶ୍ୱରରେ ବେଆଇନ ସିମ୍ ବକ୍ସ । ଚନ୍ଦ୍ରଶେଖରପୁର ଥାନା ଓ ଇନଫୋସିଟି ଥାନା ଅଞ୍ଚଳରେ ଚଢ଼ାଉ । ଚନ୍ଦ୍ରଶେଖରପୁରର ଏକ ହଷ୍ଟେଲରୁ ଠାବ ହୋଇଛି ସିମ୍ ବକ୍ସ । ୧୨ଟି ସିମ୍ ବକ୍ସ ଜବତ କରିବା ସହ ୨ଜଣ କେରଳ ଯୁବକଙ୍କୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ ପରିସ୍ଥିତି: ଭୁବନେଶ୍ବର-ଦୁବାଇ ବିମାନ ସେବା ବାତିଲ

ଭୁବନେଶ୍ୱର : ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁଁ ଭୁବନେଶ୍ବର-ଦୁବାଇ ବିମାନ ବାତିଲ୍ କରାଯାଇଛି । ଏନେଇ ସୂଚନା ଦେଲେ ଭୁବନେଶ୍ବର ବିମାନ ବନ୍ଦର ନିର୍ଦ୍ଦେଶକ। ଆଜି ଦୁବାଇକୁ ଉଡ଼ିବାକୁ ଥିବା ବିମାନ ବାତିଲ୍ । ବୁଧବାର ଦୁବାଇକୁ ବିମାନ ଉଡ଼ିବ କି ନାହିଁ କାଲିର…

ବଢୁଛି ତାତି; ବିଶ୍ୱବିଦ୍ୟାଳୟ ଓ କଲେଜ ପାଇଁ ଏସଓପି ଜାରି, ସକାଳେ ହେବ ସବୁ ପରୀକ୍ଷା

ଭୁବନେଶ୍ୱର : ଧିରେ ଧିରେ ବଢୁଛି ତାତି । ତେଣୁ ହିଟ୍ ୱେଭଙ୍କୁ ନେଇ ସବୁ ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜଗୁଡିକ ପାଇଁ ଏସଓପି ଜାରି କଲା ଉଚ୍ଚ ଶିକ୍ଷା ବିଭାଗ । ସକାଳ ସମୟରେ ସବୁ ପରୀକ୍ଷା କରିବାକୁ କୁହାଯାଇଛି ।…

ଇଷ୍ଟର୍ନ ଓଡିଶା ଯାତ୍ରାପାର୍ଟି ବସ ଦୁର୍ଘଟଣାଗ୍ରସ୍ତ, ୨୦ କଳାକାର ଗୁରୁତର

ଦେବଗଡ଼: ଓଲଟିଲା ଇଷ୍ଟର୍ନ ଓଡିଶା ଯାତ୍ରାପାର୍ଟି ବସ । ୨୦ରୁ ଅଧିକ କଳାକାର ଗୁରୁତର ହୋଇଛନ୍ତି । ଦେବଗଡ଼ ଜିଲ୍ଲା ରିଆମାଳ ଥାନା କଂସର ଫାଣ୍ଡି ଅନ୍ତର୍ଗତ ସଡୋ -ଭୁଗୁରାପାଳ ଘାଟି ରାସ୍ତାରେ ଯାତ୍ରା ପାର୍ଟି ବସ ଓଲଟି ୨୦ରୁ ଅଧିକ କଳାକାର…

ସମ୍ବଲପୁର କୋର୍ଟକୁ ବୋମା ଧମକ, ତଦନ୍ତ ଜାରି

ସମ୍ବଲପୁର: କିଛି ଦିନ ବ୍ୟବଧାନ ପରେ ପୁଣି କୋର୍ଟକୁ ବୋମା ଧମକ ମିଳିଛି । ସମ୍ବଲପୁର ଜିଲ୍ଲା ଦୌରାଜଜ୍ କୋର୍ଟକୁ ବୋମା ଧମକ ମିଳିଥିବା ଖବର ରହିଛି । ବୋମା ଧମକ ମିଳିବା ପରେ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ କରୁଛି ପୋଲିସ…