କିଶୋରୀ ନେବେ HPV ଟିକା, ଅଧାର କାର୍ଡ ଓ ବୟସ ପ୍ରମାଣପତ୍ର ସହିତ ୟୁୱିନ୍ ପୋର୍ଟାଲରେ ପଞ୍ଜୀକରଣ ଆରମ୍ଭ

ଭୁବନେଶ୍ୱର: ସର୍ଭାଇକାଲ୍ କ୍ୟାନସର ମୁକ୍ତ ହେବେ ଓଡ଼ିଶା। ଆଜିଠୁ ଏଚ୍‌ପିଭି ଟୀକାକରଣ କାର୍ଯ୍ୟକ୍ରମ ଆରମ୍ଭ। ରାଜ୍ୟରେ ହ୍ୟୁମାନ ପାପିଲୋମା ଭାଇରସ୍ (ଏଚ୍‌ପିଭି) ଟିକାକରଣ କାର୍ଯ୍ୟକ୍ରମ ଜୋରଦାର କରାଯିବ। ଯେଉଁମାନେ ଟିକା ନେବାକୁ ଚାହିଁବେ ସେମାନେ ଅଧାର କାର୍ଡ ସହିତ ବୟସ ପ୍ରମାଣପତ୍ର…

ଓମାନ ଉପକୂଳରେ ତେଲ ଟ୍ୟାଙ୍କର ଉପରେ ଆକ୍ରମଣ, ଜାହାଜରେ ଥିଲେ ୧୫ ଭାରତୀୟ

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ ଆହୁରି ଭୟଙ୍କର ହେଉଛି ଯୁଦ୍ଧ । ଏହାରି ଭିତରେ ଓମାନ ଉପକୂଳରେ ଏକ ତେଲ ଟ୍ୟାଙ୍କର ଉପରେ ଆକ୍ରମଣ ହୋଇଥିବା ଖବର ଆସୁଛି । ଆକ୍ରମଣରେ ତୈଳ ଜାହାଜରେ ଥିବା ୪ଜଣ ସଦସ୍ୟ ଆହତ ହୋଇଛନ୍ତି । ଜାହାଜରେ…

CBSE ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ମଧ୍ୟପ୍ରାଚ୍ୟର ପରିସ୍ଥିତି ଯୋଗୁଁ ମାର୍ଚ୍ଚ ୨ରେ ହେବାକୁ ଥିବା ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିଛି। ବୋର୍ଡ କହିଛି ଯେ ନୂତନ ତାରିଖ ପରେ ଘୋଷଣା କରାଯିବ। ବାହାରିନ,…

ଖାମେନେଇଙ୍କ ମୃତ୍ୟୁ ପରେ ଭାରତରେ ପ୍ରତିବାଦ

ନୂଆଦିଲ୍ଲୀ: ଇରାନର ସର୍ବୋଚ୍ଚ ଶାସନ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ପରେ ଭାରତର ବିଭିନ୍ନ ସ୍ଥାନରେ ପ୍ରତିବାଦ ପ୍ରଦର୍ଶନ ଦେଖା ଦେଇଛି। ଖାମେନେଇଙ୍କ ପରଲୋକରେ ଶୋକ ପ୍ରକାଶ କରିବା ସହ ଆମେରିକା ଏବଂ ଇସ୍ରାଏଲ ବିରୋଧୀ ସ୍ଲୋଗାନ ଦେଇଛନ୍ତି ପ୍ରତିବାଦକାରୀ।…

ଦୁବାଇରେ ଫସିଛନ୍ତି ବ୍ୟାଡମିଣ୍ଟନ ଷ୍ଟାର ପିଭି ସିନ୍ଧୁ

ଦୁବାଇ : ଦୁବାଇ ବିମାନବନ୍ଦରରେ ଫସିଲେ ବ୍ୟାଡମିଣ୍ଟିନ ଷ୍ଟାର ପି.ଭି. ସିନ୍ଧୁ । ଦୁବାଇ ବିମାନବନ୍ଦରରେ ଇରାନର ଆକ୍ରମଣ ଯୋଗୁଁ ସୃଷ୍ଟି ହୋଇଥିବା ଭୟଙ୍କର ସ୍ଥିତି ମଧ୍ୟରେ ପି.ଭି. ସିନ୍ଧୁ ଫସି ରହିଛନ୍ତି । ସେ ନିଜର ଅନୁଭୂତି ବାଣ୍ଟିଛନ୍ତି । ସିନ୍ଧୁ…

ଇରାନ-ଇସ୍ରାଏଲ ଯୁଦ୍ଧ : ଅନେକ ଦେଶର ପ୍ରମୁଖ ଇଣ୍ଟରନ୍ୟାସନାଲ ଏୟାରପୋର୍ଟରେ ବିମାନ ସେବା ବନ୍ଦ

ନୂଆଦିଲ୍ଲୀ: ଇସ୍ରାଏଲ ଏବଂ ଆମେରିକାର ମିଳିତ ଆକ୍ରମଣର ଜବାବ ଦେଇ ଇରାନ ଇସ୍ରାଏଲ ସହିତ କତର, କୁଏତ, ବାହରିନ, ୟୁଏଇ ସମତେ ଅନେକ ଦେଶ ଉପରେ ମିସାଇଲ ଆକ୍ରମଣ କରିଛି । ମଧ୍ୟପ୍ରାଚ୍ୟରେ ବଢୁଥିବା ତିକ୍ତତା ଯୋଗୁଁ ଅନେକ ଦେଶର ପ୍ରମୁଖ…

ଖାମେନେଇଙ୍କ ମୃତ୍ୟୁ ପରେ କରାଚୀରେ ହିଂସା, ୧୦ ମୃତ, ୩୦ରୁ ଅଧିକ ଆହତ

ନୂଆଦିଲ୍ଲୀ: ଇସ୍ରାଏଲ ଏବଂ ଆମେରିକାର ମିଳିତ ଆକ୍ରମଣରେ ଇରାନର ସର୍ବୋଚ୍ଚ ନେତା ଖାମେନେଇଙ୍କ ମୃତ୍ୟୁ ହୋଇଛି । ବଙ୍କରରେ ଲୁଚିଥିଲେ ମଧ୍ୟ ସେ ବର୍ତ୍ତିପାରି ନାହାଁନ୍ତି । ପାକିସ୍ତାନ ଇରାନ ସମର୍ଥନରେ ବାହାରି ଉପଦ୍ରବକାରୀମାନେ ଆମେରିକା ଦୂତାବାସ କାର୍ଯ୍ୟାଳୟରେ ଭଙ୍ଗାରୁଜା କରିବା…

ନାଗପୁର SBL କମ୍ପାନୀରେ ବିସ୍ଫୋରଣ, ୧୫ ମୃତ

ମହାରାଷ୍ଟ୍ର : ମହାରାଷ୍ଟ୍ରର ନାଗପୁର ଜିଲ୍ଲାରେ ଏକ ଭୟଙ୍କର ବିସ୍ଫୋରଣ ଘଟିଛି । ଯେଉଁଥିରେ ୧୫ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି । ନାଗପୁରର କାଟୋଲ ତାଲୁକାରେ ଥିବା SBL କମ୍ପାନୀରେ ଏହି ଭୟଙ୍କର ବିସ୍ଫୋରଣ ଘଟିଛି । ଆଗକୁ ମୃତ୍ୟୁସଂଖ୍ୟା ବଢିପାରେ ବୋଲି…

ଆୟୋତଲା ଅଲ୍ଲୀ ଖାମେନେଇଙ୍କ ମୃତ୍ୟୁ, ଇରାନରେ ୪୦ ଦିନିଆ ରାଷ୍ଟ୍ରୀୟ ଶୋକ

ଇରାନ : ଇରାନର ସର୍ବୋଚ୍ଚ ନେତା ଆୟୋତଲା ଅଲ୍ଲୀ ଖାମେନେଇଙ୍କ ମୃତ୍ୟୁ ନେଇ ସ୍ପଷ୍ଟ କରିଛି ଇରାନ । ଆମେରିକା ଓ ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ଖାମେନେଇଙ୍କ ସମେତ ତାଙ୍କ ଜ୍ୱାଇଁ, ଝିଅ ଏବଂ ପତ୍ନୀଙ୍କ ମୃତ୍ୟୁ ହୋଇଥିବା ଇରାନର ପକ୍ଷରୁ କୁହାଯାଇଛି…

ନକ୍ସଲମୁକ୍ତ ହେଲା ବଲାଙ୍ଗୀର ଓ ବରଗଡ ଜିଲ୍ଲା: ଡିଜିପି

ଭୁବନେଶ୍ବର: ରାଜ୍ୟରେ ନକ୍ସଲ ବିରୋଧୀ ଅଭିଯାନରେ ଓଡିଶା ପୁଲିସକୁ ଆଜି ଐତିହାସିକ ସଫଳତା ମିଳିଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ବଲାଙ୍ଗୀର ଓ ବରଗଡ ଜିଲ୍ଲାକୁ ନକ୍ସଲ ମୁକ୍ତ ଜିଲ୍ଲା ଭାବେ ଘୋଷଣା କରିଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ଆଜି…