୨୩ଟି ଦେଶକୁ ମାଡ଼ିଲାଣି କରୋନା ଭୂତାଣୁର ନୂଆ ଭାରିଆଣ୍ଟ ‘ସିକାଡ଼ା’
ନୂଆଦିଲ୍ଲୀ: ପୁଣି ଫେରିଲା କରୋନା ଡର। ନୂଆ ଭାରିଆଣ୍ଟର ନାଁ ‘ସିକାଡ଼ା’। ପ୍ରଥମେ ଦକ୍ଷିଣ ଆଫ୍ରିକାରେ ଠାବ ହୋଇଥିଲା । ବର୍ତ୍ତମାନ ୨୩ଟି ଦେଶକୁ ମାଡ଼ିଗଲାଣି । ବୈଜ୍ଞାନିକ ଏହାର ନାଁ BA.3.2 ବା ‘ସିକାଡ଼ା ରଖିଛନ୍ତି । ଏହା ଓମିକ୍ରନ୍ ପରିବାରର…
