ସଙ୍ଗଠନ ଓ ସରକାରକୁ ନେଇ ଦଳୀୟ ନେତାଙ୍କ ସହ ଆଲୋଚନା କଲେ ଶାହା

ଭୁବନେଶ୍ବର:ରାଜ୍ୟ ବିଜେପି କାର୍ଯ୍ୟାଳୟରେ  ଗୃହମନ୍ତ୍ରୀ ଅମିତ ଶାହାଙ୍କ ବୈଠକ। ସଙ୍ଗଠନ ଓ ସରକାର କୁ ନେଇ ବୈଠକରେ ଆଲୋଚନା ହୋଇଥିବା ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ରାଜ୍ୟ କାର୍ଯ୍ୟାଳୟରେ ଦଳୀୟ ନେତାଙ୍କ ସହ ଆଲୋଚନା କରିଥିଲେ ଶାହା। …

ଆଗାମୀ ୪ ସପ୍ତାହ ପର୍ଯ୍ୟନ୍ତ ଟିଭି ଚ୍ୟାନେଲର TRP ରେଟିଂ ବନ୍ଦ

ନୂଆଦିଲ୍ଲୀ : ଯୁଦ୍ଧ ପାଇଁ ଟିଭି ଚ୍ୟାନେଲ୍ ର TRP ବନ୍ଦ । ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ବଡ଼ ପଦକ୍ଷେପ । ଇସ୍ରାଏଲ୍ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ କିଛି ନ୍ୟୁଜ୍ ଚ୍ୟାନେଲ୍ ଅତ୍ୟଧିକ ଭୟଭୀତ କରିବା ଭଳି…

ପାଣିପାଗ ବିଭାଗ କେନ୍ଦ୍ରକୁ ବୋମା ଧମକ

ତେଲଙ୍ଗାନା : ହାଇଦ୍ରାବାଦ ବେଗମପେଟ ସ୍ଥିତ ପାଣିପାଗ ବିଭାଗ କେନ୍ଦ୍ରକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ସକାଳ ୯ଟା ବେଳେ ଧମକପୂର୍ଣ୍ଣ ଇମେଲ ଆସିଛି । ଏଥିରେ କୁହାଯାଇଛି କି, କାର୍ଯ୍ୟାଳୟ ପରିସରରେ ୧୪ଟି ବୋମା ଲଗାଯାଇଛି । ଯାହା କେତେ…

ମଧ୍ୟପ୍ରାଚ୍ୟ ପାଇଁ ୧୭ ବିମାନ ଚଳାଚଳ କରିବ ଇଣ୍ଡିଗୋ

ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟ ରାଷ୍ଟ୍ରରେ ଯୁଦ୍ଧ ଚାଲିଥିବା ବେଳେ ଅଧିକାଂଶ ବିମାନ ବାତିଲ ହେଉଛି । ଏହାରି ଭିତରେ ଇଣ୍ଡିଗୋ ଏୟାରଲାଇନ୍ସ ଆଜିଠାରୁ ମଧ୍ୟପ୍ରାଚ୍ୟ ରାଷ୍ଟ୍ରର ୮ଟି ଅଲଗା ଅଲଗା ସହରକୁ ୧୭ ଉଡ଼ାଣ ସଂଚାଳନ କରିବ । ଏୟାରଲାଇନ ମୋଟ୍ ୩୨…

ସୋସିଆଲ ମିଡିଆ ବ୍ୟବହାର କରିପାରିବେନି ୧୬ ବର୍ଷରୁ କମ୍ ବୟସର ପିଲା

କର୍ଣ୍ଣାଟକ : କର୍ଣ୍ଣାଟକରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍। ପିଲାଙ୍କ ପାଇଁ ଫେସବୁକ୍, ଇନଷ୍ଟାଗ୍ରାମ ବନ୍ଦ । ଭାରତର ପ୍ରଥମ ରାଜ୍ୟଭାବେ କର୍ଣ୍ଣାଟକ ଏହି ନିୟମ ଲାଗୁ କରିଛି । କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ରାଜ୍ୟ ବଜେଟରେ…

ୟୁଏଇରେ ଡ୍ରୋନ ଆଟାକ: ଅତି ଜରୁରୀ ନହେଲେ ବାହାରକୁ ନଯିବାକୁ ପରାମର୍ଶ

ନୂଆଦିଲ୍ଲୀ : ୟୁଏଇରେ ଡ୍ରୋନ ଆଟାକ । ଦୁବାଇରେ ଏମରଜେନ୍ସି ଆଲର୍ଟ । ୟୁଏଇରେ ଡ୍ରୋନ ଷ୍ଟ୍ରାଇକ ପରେ ଦୁବାଇ ବାସିନ୍ଦାଙ୍କ ମୋବାଇଲକୁ ଏକ ଜରୁରୀକାଳୀନ ସତର୍କତା ବାର୍ତ୍ତା ପଠାଯାଇଛି । ଡ୍ରୋନ ଆକ୍ରମଣର ଆଶଙ୍କା ଥିବାରୁ ସମସ୍ତଙ୍କୁ ଘର ଭିତରେ ରହିବାକୁ…

UPSC ସିଭିଲ ସର୍ଭିସ ପରୀକ୍ଷା ଫଳ ପ୍ରକାଶିତ, ଅନୁଜ ଅଗ୍ନିହୋତ୍ରୀ ପ୍ରଥମ

ନୂଆଦିଲ୍ଲୀ : UPSC ସିଭିଲ ସର୍ଭିସ ପରୀକ୍ଷା ଫଳ ପ୍ରକାଶିତ । ଚଳିତଥର ଅନୁଜ ଅଗ୍ନିହୋତ୍ରୀ ଟପ୍ପର ହୋଇଛନ୍ତି । ଦ୍ବିତୀୟରେ ରାଜେଶ୍ବରୀ ସୁଭେ ଏମ, ୩ୟରେ ଅକାଂଶ ଧୂଲ, ଚତୁର୍ଥରେ ରାଘବ ଝୁନଝୁନଓ୍ବାଲା, ପଞ୍ଚମରେ ଇଶାନ ଭଟ୍ଟନାଗର, ଷଷ୍ଠରେ ଜିନିଆ ଅରୋରା,…

ବାୟୁସେନାର ସୁଖୋଇ-୩୦ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ ମୃତ

ନୂଆଦିଲ୍ଲୀ: ବାୟୁସେନାର ସୁଖୋଇ-୩୦ ବିମାନ କ୍ରାସ୍ । ଆସାମରେ ବାୟୁସେନାର ସୁଖୋଇ ଯୁଦ୍ଧବିମାନ ଦୁର୍ଘଟଣାଗ୍ରସ୍ତ । ସୁଖୋଇ (Su-30MKI) ଯୁଦ୍ଧବିମାନ କାଲି ସନ୍ଧ୍ୟାରେ ଆସାମରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ବିମାନଟି ଯୋରହାଟ ଏୟାରବେସରୁ ଏକ ପ୍ରଶିକ୍ଷଣ ଉଡ଼ାଣ ପାଇଁ ବାହାରିଥିଲା ।…

ରୁଷିଆରୁ ତେଲ କିଣିବ ଭାରତ, ଅନୁମତି ଦେଲା ଆମେରିକା

ନୂଆଦିଲ୍ଲୀ: ରୁଷିଆରୁ ତେଲ କିଣିପାରିବ ଭାରତ ।  ଭାରତକୁ ରୁଷିଆରୁ ତେଲ କିଣିବା ପାଇଁ ଆମେରିକାର ଅନୁମତି ।  ତେବେ କେବଳ ୩୦ ଦିନର ଅସ୍ଥାୟୀ ଅନୁମତି ମିଳିଛି ।  ଆମେରିକାର ଅର୍ଥମନ୍ତ୍ରୀ ସ୍କଟ୍ ବେସେଣ୍ଟ ଏକ ଟ୍ୱିଟ୍ କରି କହିଛନ୍ତି, ବିଶ୍ୱ…

ନିର୍ଦ୍ଧାରଣ ହେବ ନିର୍ମାଣ ସାମଗ୍ରୀର ସର୍ବଶ୍ରେଷ୍ଠ ମୂଲ୍ୟ: ପୂର୍ତ୍ତ ମନ୍ତ୍ରୀ

ଭୁବନେଶ୍ୱର : ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ନିର୍ମାଣ ସାମଗ୍ରୀର ମୂଲ୍ୟ ନିର୍ଦ୍ଧାରଣ ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ନିର୍ମାଣ କ୍ଷେତ୍ରରେ ସାମଗ୍ରୀର ଉଚିତ ମୂଲ୍ୟ ନିର୍ଦ୍ଧାରଣ ଓ ସାମଗ୍ରୀର ଗୁଣବତ୍ତା ଉପରେ ଗୁରୁତ୍ୱ ଦିଆଯାଇଥିବା…