ରାଜ୍ୟରେ ବଢ଼ିଲା ଅଫିସରଙ୍କ ଆର୍ଥିକ କ୍ଷମତା, ବିଭାଗୀୟ ମୁଖ୍ୟ କରିପାରିବେ ୧୦ କୋଟିର ଅର୍ଥ ମଞ୍ଜୁରୀ
ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ପ୍ରକଳ୍ପ ଓ ଯୋଜନାର କାର୍ଯ୍ୟକାରିତାରେ ସ୍ୱଚ୍ଛତା ଏବଂ ଗତିଶୀଳତା ଆଣିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ୧୯୭୮ ମସିହାର ଆର୍ଥିକ କ୍ଷମତା ପ୍ରତିନିଧିତ୍ଵ ନିୟମାବଳୀ (DFPR) ରେ ସଂଶୋଧନ କରାଯାଇ ପ୍ରଶାସନିକ…
