ଉତ୍ସାହର ସହ ଦେଶବାସୀ ପାଳିଲେ ଇଦ-ଉଲ-ଫିତର: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ସାରା ଦେଶରେ ଈଦ-ଉଲ-ଫିତର ପର୍ବକୁ ବହୁତ ଉତ୍ସାହର ସହିତ ପାଳନ କରାଯାଉଛି । ଇସଲାମ ଧର୍ମରେ ଏହା ସବୁଠାରୁ ବଡ଼ ଏବଂ ମହତ୍ତ୍ବପୂର୍ଣ୍ଣ ପର୍ବ । ରମଜାନ ମାସ ଶେଷ ହେବା ପରେ ଏହାକୁ ପାଳନ କରାଯାଏ । ଆଜି…

ଭାରତ ମହାସାଗରରେ ଥିବା ଆମେରିକାର ‘ଡିଏଗୋ ଗାର୍ସିଆ’କୁ ଟାର୍ଗେଟ କଲା ଇରାନ

ନୂଆଦିଲ୍ଲୀ : ଭାରତ ମହାସାଗରରେ ଯୁଦ୍ଧର ନିଆଁ । ଆମେରିକାର ସବୁଠାରୁ ବଡ଼ ଘାଟି ‘ଡିଏଗୋ ଗାର୍ସିଆ’କୁ ଟାର୍ଗେଟ କଲା ଇରାନ । ଭାରତ ମହାସାଗରରେ ଥିବା ଆମେରିକାର ଶକ୍ତିଶାଳୀ ସାମରିକ ଘାଟି ‘ଡିଏଗୋ ଗାର୍ସିଆ’ ଉପରେ ଇରାନର ଆଟାକ । ଆମେରିକା…

ଚୀନର ଆକାଶ ସୀମାରୁ ଫେରିଲା ଦିଲ୍ଲୀରୁ ଭାନକୁଭର ଯାଉଥିବା ଏୟାର ଇଣ୍ଡିଆର ବିମାନ, ଦିଲ୍ଲୀରେ କଲା ଲ୍ୟାଣ୍ଡିଂ

ନୂଆଦିଲ୍ଲୀ : ଦିଲ୍ଲୀରୁ ଭାନକୁଭର ଯାଉଥିବା ଏୟାର ଇଣ୍ଡିଆର ବିମାନ AI ୧୮୫ ଭୁଲ ବିମାନ ପଠାଇଦେଲା । ତେଣୁ ଏୟାର ଇଣ୍ଡିଆର ବିମାନ ଚୀନର ମଝି ଆକାଶରେ ୮ ଘଣ୍ଟା ଧରି ବୁଲିବା ପରେ ୟୁ ଟର୍ଣ୍ଣ କରି ଦିଲ୍ଲୀ ଫେରିଥିଲା …

ଦିଲ୍ଲୀରେ UNI ନ୍ୟୁଜ୍ ଏଜେନ୍ସି କାର୍ଯ୍ୟାଳୟ ସିଲ୍, କାର୍ଯ୍ୟାନୁଷ୍ଠାନକୁ ସାମ୍ବାଦିକ ସଂଘର ନିନ୍ଦା 

ନୂଆଦିଲ୍ଲୀ: ଦିଲ୍ଲୀରେ ୟୁଏନଆଇ ନ୍ୟୁଜ୍ ଏଜେନ୍ସି କାର୍ଯ୍ୟାଳୟ ସିଲ୍ । ପୋଲିସ ବିରୋଧରେ ସାମ୍ବାଦିକାଙ୍କୁ ଦୁର୍ବ୍ୟବହାର ଅଭିଯୋଗ ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଦେଶର ଅନ୍ୟତମ ପୁରାତନ ନ୍ୟୁଜ୍ ଏଜେନ୍ସି ‘ୟୁନାଇଟେଡ୍ ନ୍ୟୁଜ୍ ଅଫ୍ ଇଣ୍ଡିଆ‘ ର କାର୍ଯ୍ୟାଳୟକୁ ପୋଲିସ ସିଲ୍ କରିଛି…

ଆସନ୍ତା ୭ ଦିନ ଯାଏଁ କାଳବୈଶାଖୀ ବର୍ଷା ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର : ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷା ।  ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ।  ବର୍ଷା ସମୟରେ ୩୦ ରୁ ୪୦ କିମି ବେଗରେ ପବନ ବହିପାରେ ।  ତେବେ ଆସନ୍ତା…

ବଢୁଛି ତାତି, ଖୁବଶୀଘ୍ର ହୋଇପାରେ ସକାଳୁଆ ସ୍କୁଲ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ବଢୁଛି ତାତି ।  ଏପ୍ରିଲ ନ ପସୁଣୁ ଖରା ଖଇ ଫୁଟିଲାଣି । ଖୁବଶୀଘ୍ର ହୋଇପାରେ ସକାଳୁଆ ସ୍କୁଲ ।  ତାତିକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ ବାବଦରେ ନିଷ୍ପତ୍ତି ନିଆଯିବ । ଏ ନେଇ ବୈଠକ ବସିବ । …

କଟକ ତଳ ବାଲିଯାତ୍ରା ପଡିଆରେ ପୁସ୍ତକମେଳା ଉଦଘାଟିତ

କଟକ :  କଟକ ତଳ ବାଲିଯାତ୍ରା ପଡିଆରେ ପୁସ୍ତକମେଳା ଉଦଘାଟିତ ହୋଇଯାଇଛି ।  ମେୟର ସୁବାସ ସିଂ ପୁସ୍ତକମେଳାକୁ ଉଦଘାଟନ କରିଛନ୍ତି ।  କଟକ ମହାନଗର ନିଗମ ପକ୍ଷରୁ ଆୟୋଜିତ ଏହି ପୁସ୍ତକମେଳା ୧୦ ଦିନ ଧରି ଚାଲିବ ବୋଲି ଆୟୋଜକଙ୍କ ପକ୍ଷରୁ…

ପୂର୍ବତନ ପିସିସି ସଭାପତି ଜୟଦେବ ଜେନାଙ୍କୁ ହତ୍ୟା ଧମକ

ଭୁବନେଶ୍ବର: ପୂର୍ବତନ ପିସିସି ସଭାପତି ଜୟଦେବ ଜେନାଙ୍କୁ ହତ୍ୟା ଧମକ । ଭୁବନେଶ୍ୱର ଆସିଲେ ଜୀବନରୁ ମାରିଦେବାକୁ ଧମକ ଦେଲେ ଦୁର୍ବୃତ୍ତ । ମାର୍ଚ୍ଚ ୯ ତାରିଖରୁ ଆସିଥିଲା ହତ୍ୟା ଧମକ । ଏନେଇ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା କେନ୍ଦୁଝର…

ମିନି ସିଲିଣ୍ଡର ଫିଲିଂ ବେଳେ ଫାଟିଲା ଟାଙ୍କି, ଜଣେ ଗୁରୁତର

ଭୁବନେଶ୍ବର: ଫାଟିଲା ଗ୍ୟାସ ଟାଙ୍କି । ଉଡ଼ିଲା ଦୋକାନ । ଭୁବନେଶ୍ବର ଘାଟିକିଆରେ ଅଘଟଣ । ଗ୍ୟାସ ଦୋକାନରେ ମିନି ସିଲିଣ୍ଡର ଫିଲିଂ ବେଳେ ଫାଟିଲା ଟାଙ୍କି । ଗୋଟିଏ ଗ୍ୟାସରୁ ଗ୍ୟାସ ବ୍ୟାପି ଦୁଇ ତିନୋଟି ସିଲିଣ୍ଡର ଫାଟି ଥିବା ସୂଚନା…

ଅଖାରୁ ମିଳିଲା ନିଖୋଜ ଛାତ୍ରୀଙ୍କ ମୃତଦେହ

 କରଞ୍ଜିଆ: ଅଖା ଭିତରୁ ମିଳିଲା ନିଖୋଜ ଛାତ୍ରୀଙ୍କ ମୃତଦେହ। ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ। କରଞ୍ଜିଆ ଏନଏସି ୱାର୍ଡ ନ ୧୫ ବଣସାହି ନିକଟରେ ଅଖା ଭିତରୁ ମିଳିଲା ନିଖୋଜ ନାବାଳିକାଙ୍କ ମୃତଦେହ । ନିଖୋଜ ହୋଇଥିବା ନେଇ ଗତକାଲି…