ମଧ୍ୟପ୍ରାଚ୍ୟ ଯୁଦ୍ଧ ପରିସ୍ଥିତି ନେଇ ପ୍ରଧାନମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ
ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ଯୁଦ୍ଧ ପରିସ୍ଥିତି ମଧ୍ୟରେ ପେଟ୍ରୋଲିୟମ, ଅଶୋଧିତ ତୈଳ, ଗ୍ୟାସ, ବିଦ୍ୟୁତ୍ ଏବଂ ସାର କ୍ଷେତ୍ର ସହିତ ଜଡିତ ପରିସ୍ଥିତି ସମୀକ୍ଷା କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଧ୍ୟକ୍ଷତା ଏକ ଉଚ୍ଚସ୍ତରୀୟ ବୈଠକର। ଏହି ବୈଠକରେ ସ୍ଵରାଷ୍ଟ୍ରମନ୍ତ୍ରୀ ଅମିତ…
