ଧର୍ମ ଆପଣାଇଲେ ମିଳିବନି ଅନୁସୂଚିତ ଜାତିର ମାନ୍ୟତା
ନୂଆଦିଲ୍ଲୀ : ଆଜି ସୁପ୍ରିମକୋର୍ଟ ଆନ୍ଧ୍ରପ୍ରଦେଶ ହାଇକୋର୍ଟର ଏକ ଆଦେଶକୁ ସମର୍ଥନ କରିଛନ୍ତି । ଯେଉଁଥିରେ ଜଣେ ବ୍ୟକ୍ତି ଖ୍ରୀଷ୍ଟିଆନ୍ ଧର୍ମ ଗ୍ରହଣ କରନ୍ତି ଏବଂ ଏହାକୁ ପାଳନ କରନ୍ତି ତେବେ ସେ ଅନୁସୂଚିତ ଜାତି ସମ୍ପ୍ରଦାୟର ସଦସ୍ୟ ରହିପାରିବେ ନାହିଁ ବୋଲି…
