ପ୍ରବଳ ଖରାକୁ ନଜରରେ ରଖି ଗଞ୍ଜାମରେ ୩ ଦିନ ସ୍କୁଲ ଛୁଟି
ଭୁବନେଶ୍ବର: ଗଞ୍ଜାମରେ ୩ ଦିନ ସ୍କୁଲ ଛୁଟି । ପ୍ରବଳ ଖରାକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି । ୨୧, ୨୨ ଓ ୨୩ ତାରିଖ ଜିଲ୍ଲାର ସବୁ ସ୍କୁଲ ଛୁଟି । ଶିଶୁବାଟିକାଠାରୁ ଦ୍ବାଦଶ ଶ୍ରେଣୀ ଯାଏ ଛୁଟି…
ଭୁବନେଶ୍ବର: ଗଞ୍ଜାମରେ ୩ ଦିନ ସ୍କୁଲ ଛୁଟି । ପ୍ରବଳ ଖରାକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି । ୨୧, ୨୨ ଓ ୨୩ ତାରିଖ ଜିଲ୍ଲାର ସବୁ ସ୍କୁଲ ଛୁଟି । ଶିଶୁବାଟିକାଠାରୁ ଦ୍ବାଦଶ ଶ୍ରେଣୀ ଯାଏ ଛୁଟି…
ବ୍ରହ୍ମପୁର: ବ୍ରହ୍ମପୁର କୋର୍ଟରେ ଜଣେ ଯୁବକଙ୍କ ଆତଙ୍କରାଜ । ମାରଣାସ୍ତ୍ର ଧରି ଗୋଡାଉଥିବା ବେଳେ କାବୁ କରିଲେ ଆଇନଜୀବୀ । ଆଇନଜୀବୀ ମାନେ ଯୁକକକୁ କାବୁ କରିବା ପରେ ପୋଲିସ ହସ୍ତାନ୍ତର କଲେ । ବୈଦ୍ୟନାଥପୁର ଥାନାରେ ଯୁବକକୁ ଅଟକ ରଖି ତଦନ୍ତ…
ଭୁବନେଶ୍ବର: ରାଜ୍ୟର ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର । ୪୩.୩ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର । ରାଜ୍ୟର ୧୩ ସହରର ତାପମାତ୍ରା ୪୦ ଉପରେ ରହିଛି । ଆସନ୍ତା କିଛି ଦିନ ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ…
ରାଉରକେଲା: ଆସନ୍ତାକାଲି ରାଉରକେଲା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏଥିପାଇଁ ସଜେଇ ହୋଇଛି ରାଉରକେଲା ସହର । ରାଉରକେଲା ସହର ସମେତ ସମ୍ପୂର୍ଣ୍ଣ ଜିଲ୍ଲାର ପ୍ରାୟ ତିନି ହଜାର ଛାତ୍ରଛାତ୍ରୀ ରାଷ୍ଟ୍ରପତିଙ୍କ ସମ୍ମୁଖରେ ସଙ୍ଗୀତ ଓ ନୃତ୍ୟ ପରିବେଷଣ କରିବେ ।…
ଭୁବନେଶ୍ୱର : ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ । କଟକସ୍ଥିତ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ରଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅଖିମୁଠି ଅନୁକୂଳ କରିଛନ୍ତି। ପୂଜାର୍ଚ୍ଚନା ଓ ହୋମଯଜ୍ଞ ପରେ ଅନୁକୂଳ କରିଛନ୍ତି ଅଖିମୁଠି। ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ…
ଭୁବନେଶ୍ଵର : ରାଜ୍ୟରେ ଭୋଟ୍ ତାଲିକାରୁ କଟିଛି ୯ ଲକ୍ଷ ୮୦ ହଜାର ଭୋଟରଙ୍କ ନାଁ । ଭୋଟର ମ୍ୟାପିଂ ପ୍ରକ୍ରିୟା ଆରମ୍ଭ ହେବା ପରଠାରୁ ରାଜ୍ୟରେ ପ୍ରାୟ ୯.୮ ଲକ୍ଷ ନାମ ଭୋଟର ତାଲିକାରୁ ବାଦ୍ ପଡିଛି । କିନ୍ତୁ ଅନେକ…
ମୟୂରଭଞ୍ଜ : ଜନଗଣନାରେ ଯାଇ ଶିକ୍ଷୟିତ୍ରୀ ନିଖୋଜ । ନିଖୋଜ ଶିକ୍ଷୟିତ୍ରୀ ବାରିପଦା ବ୍ଲକ ଢେଙ୍କିନେଞ୍ଜିଆ ସରକାରୀ ପ୍ରାଥମିକ ବିଦ୍ୟାଳୟର ଜ୍ୟୋତ୍ସ୍ନାରାଣୀ ସାହୁ । ଗତ ୧୮ ତାରିଖ ଶନିବାର ଠାରୁ ଜନଗଣନା କରିବାକୁ ଯାଇ ନିଖୋଜ ଅଛନ୍ତି । ଶିକ୍ଷୟତ୍ରୀ ଜଣଙ୍କ…
ଭୁବନେଶ୍ୱର : ଅସହ୍ୟ ଖରାକୁ ଦେଖି ଛୁଟି ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି ଘୋଷଣା କରାଯାଇଛି । ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ଭୟଙ୍କର ହିଟ୍…
ସୁବର୍ଣ୍ଣପୁର : ଜନ ଗଣନା ଡ୍ୟୁଟି କରିବାକୁ ଯାଇ ଅଂଶୁଘାତରେ ଶିକ୍ଷକଙ୍କ ମୃତ୍ୟୁ ଅଭିଯୋଗ l ଏଭଳି ଏକ ଅଭିଯୋଗ ଆସିଛି ସୁବର୍ଣ୍ଣପୁର ଜିଲ୍ଲାରୁ l ଜିଲ୍ଲାର ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ବମରାଜ ଗାଁର ବଂଶୀଧର ଭୋଇ ଆଜି ସୁନାପାଲି ଗାଁକୁ ଜନଗଣନା…
ମୁଜାଫରନଗର: ଉତ୍ତର ପ୍ରଦେଶର ମୁଜାଫରନଗରରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଦଳିତ ଯୁବକଙ୍କୁ ଉଚ୍ଚ ଜାତିର ଯୁବକ ଆକ୍ରମଣ କରିବା ଓ ଜାତିଗତ ଆକ୍ଷେପ କରିବା ପରେ ସେ ଆତ୍ମଦାହ ଉଦ୍ୟମ କରିଛନ୍ତି। ତାଙ୍କ ଶରୀରର ୩୦ ପ୍ରତିଶତରୁ ଅଧିକ…