ସୁନା ଦର ଆକାଶ ଛୁଆଁ, ତଥାପି କମୁନି ଚାହିଦା

ଭୁବନେଶ୍ବର: ଆକାଶ ଛୁଆଁ ସୁନା ଦର, ତଥାପି ବଢୁଛି ଚାହିଦା!  ।  ଆସନ୍ତାକାଲି ପବିତ୍ର ଅକ୍ଷୟ ତୃତୀୟା ।  ସୁନା କିଣିବା ଓ ଶୁଭ କାର୍ଯ୍ୟ ପାଇଁ ସବୁଠାରୁ ବଡ଼ ଦିନ ।  ବୈଶାଖ ମାସ ଶୁକ୍ଳ ପକ୍ଷ ତୃତୀୟା ତିଥିକୁ…

ବିରୋଧୀଙ୍କୁ ନାରୀ ଶକ୍ତି ଦେବେ କଡା ଜବାବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ନାରୀ ଶକ୍ତି ବନ୍ଦନ ଅଧିନିୟମ’ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଂଗ୍ରେସ ଏବଂ ଅନ୍ୟ ବିରୋଧୀ ଦଳଗୁଡ଼ିକୁ ସମାଲୋଚନା କରିଛନ୍ତି । ଭୁବନେଶ୍ବରରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି, ଆଜିର ଦିନରେ ନାରୀ ସବୁ କ୍ଷେତ୍ରରେ…

ଦନ୍ତା ଆକ୍ରମଣରେ ମହିଳା ମୃତ

ଦେବଗଡ : ଦେବଗଡ ବନଖଣ୍ଡ ରିଆମାଳ ବନାଞ୍ଚଳର କୁଣ୍ଢେଇଗୋଳା ସେକ୍ସନରେ ଥମୁନି ହାତୀ ଉପଦ୍ରବ । ଦନ୍ତାହାତୀ ଆକ୍ରମଣରେ ପୁଣି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି ।  ମୃତ ମହିଳା କୁଣ୍ଢେଇଗୋଳା ସେକ୍ସନ ଆଉଁଳି କୁଡା ସାହିର କମାର ପ୍ରଧାନଙ୍କ ସ୍ତ୍ରୀ ପାତି…

ଖୋର୍ଦ୍ଧା ଓ ଦେବଗଡ଼ ଜିଲ୍ଲାରେ ୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଓ ଅଙ୍ଗନବାଡ଼ି ଛୁଟି

ଭୁବନେଶ୍ବର: ଖୋର୍ଦ୍ଧା ଜିଲ୍ଲାରେ ୨୦ରୁ ୨୩ ପର୍ଯ୍ୟନ୍ତ ସମସ୍ତ ସ୍କୁଲ୍ ଓ ଅଙ୍ଗନବାଡ଼ି ଛୁଟି । ଅସହ୍ୟ ଖରାକୁ ଦେଖି ଛୁଟି ପାଇଁ ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ । ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍ ବନ୍ଦ ରଖିବାକୁ ନିର୍ଦ୍ଦେଶ ।…

୨ କୋଟି ଟଙ୍କା ପାଇଁ ବ୍ୟବସାୟୀଙ୍କୁ ଅପହରଣ

ଭୁବନେଶ୍ବର: ୨ କୋଟି ଟଙ୍କା ପାଇଁ ବ୍ୟବସାୟୀଙ୍କୁ ଅପହରଣ । ଗୋପାଳପୁର ଥାନା ସତ୍ୟନାରାୟଣପୁର ଗାଁରୁ ଆସିଛି ଏପରି ଅଭିଯୋଗ । ଗାଁର ସୁଧୀର ପାତ୍ରଙ୍କୁ ଗତ ଚାରିଦିନ ହେବ ନିଖୋଜ ଅଛନ୍ତି । ଏହା ମଧ୍ୟରେ ଅପହରଣକାରୀ ୨କୋଟି ଟଙ୍କା ମାଗିଥିବା…

ଗାଁରେ ପଶି ଘର ଭାଙ୍ଗିଲା, ଚାଉଳ ବସ୍ତା ଉଠାଇ ନେଲା ଦନ୍ତା

ଦେବଗଡ଼: ଗାଁରେ ଦନ୍ତାର ଉପଦ୍ରବ । ଘର ଭାଙ୍ଗିଲା, ଚାଉଳ ବସ୍ତା ଉଠାଇନେଲା । ଦେବଗଡ ବନଖଣ୍ଡ କୁଣ୍ଢେଇଗୋଳା ସେକ୍ସନ ସଙ୍ଗାପସି ଗାଁରେ ଦୀର୍ଘ ସମୟ ଧରି ଦନ୍ତାହାତୀର ଉପଦ୍ରବ । ଘର ଭାଙ୍ଗିବା ସହିତ ଚାଉଳ ବସ୍ତା ଉଠାଇ ନେଇଛି ।…

ତହସିଲଦାରଙ୍କୁ ଟ୍ରାକ୍ଟର ଚଢାଇ ହତ୍ୟା ଉଦ୍ୟମ ଘଟଣା: ୭ ଜଣଙ୍କୁ ବାନ୍ଧିଲା ପୁଲିସ

ଯାଜପୁର ରୋଡ଼: ତହସିଲଦାରଙ୍କୁ ଟ୍ରାକ୍ଟର ଚଢାଇ ହତ୍ୟା ଉଦ୍ୟମ ଘଟଣାରେ ୭ ଗିରଫ । ୬ ଟ୍ରାକ୍ଟର ସହ ଜେସିବି ମେସିନ ଜବତ । ଯାଜପୁର ଜିଲ୍ଲା ବ୍ୟାସନଗର ତହସିଲଦାର ପ୍ରଶାନ୍ତ କୁମାର ପଣ୍ଡାଙ୍କୁ ହତ୍ୟା ଉଦ୍ୟମ କରାଯାଇଥିଲା । ବେଆଇନ ମାଟି…

ଅପହରଣ ପରେ ସମ୍ପର୍କୀୟ ଭାଇକୁ ହତ୍ୟା

ପୋଲସରା: ସମ୍ପର୍କୀୟ ଭାଇ ସାଜିଲା ହତ୍ୟାକାରୀ । ଅପହରଣ ପରେ ଭାଇକୁ ହତ୍ୟା କଲା ଭାଇ । ଗଞ୍ଜାମ ଜିଲ୍ଲା ପୋଲସରା ଥାନା ମାଳ ତେନ୍ତୁଳିଆ ଗାଁରେ ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ରାଜଦୀପ ସାହୁ । ଗତ ଗୁରୁବାରଠୁ ସେ…

ବ୍ରହ୍ମପୁର ଷ୍ଟେସନରୁ ସଂଖ୍ୟାଲଘୁ ସଂପ୍ରଦାୟର ୩୪ ଛାତ୍ରଙ୍କୁ ଉଦ୍ଧାର କଲା ଆରପିଏଫ

ଭୁବନେଶ୍ବର: ବ୍ରହ୍ମପୁର ଷ୍ଟେସନରୁ ୩୪ ଛାତ୍ର ଉଦ୍ଧାର। ହାୱଡ଼ା-ସିକନ୍ଦରାବାଦ ଫାଲକନାମା ଏକ୍ସପ୍ରେସରୁ ୩୪ ଜଣ ସଂଖ୍ୟାଲଘୁ ସଂପ୍ରଦାୟର ଛାତ୍ରଙ୍କୁ ଉଦ୍ଧାର କଲା ଆରପିଏଫ । ୩୪ ଜଣ ଛାତ୍ର ପଶ୍ଚିମବଙ୍ଗ ଓ ବିହାର ଅଞ୍ଚଳର ହୋଇଥିବା ସୂଚନା।  ଛାତ୍ର ମାନେ ପଶ୍ଚିମବଙ୍ଗରୁ ହାଇଦ୍ରାବାଦ…

ଦଣ୍ଡ ନାଁରେ ପିଲାଙ୍କ ପ୍ୟାଣ୍ଟରେ ବିଛୁଆତି ପୁରାଇ ଦେଲେ ପ୍ରଧାନଶିକ୍ଷକ, ଫାଟକ ଆଗରେ ଅଭିଭାବକଙ୍କ ଧାରଣା

ଯାଜପୁର ରୋଡ: ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ । ପିଲାଙ୍କ ପ୍ୟାଣ୍ଟରେ ବିଛୁଆତି ପୁରାଇଦେଲେ ପ୍ରଧାନ ଶିକ୍ଷକ । ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକ କାଳିଆପାଣି ସାରୁଆବିଲ ସ୍କୁଲରୁ ଆସିଛି ସାଂଘାତିକ ଅଭିଯୋଗ। ପୂର୍ବରୁ ପ୍ରଧାନ ଶିକ୍ଷକଙ୍କ ନାଁରେ ବିଭିନ୍ନ ଅଭିଯୋଗ ହୋଇଥିଲା…